Posted inଜାତୀୟ

କେଜରିଓ୍ବାଲଙ୍କୁ ଶୁଭେଚ୍ଛା ଜଣାଇଲେ ନଡ୍ଡା

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲଙ୍କ ବିଜୟ ସ୍ପଷ୍ଟ ବାରି ହୋଇପଡିଛି। କିଛି ଆସନର ଫଳାଫଳ ଆସିଥିବା ବେଳେ ଏଏପି ଏଥର ବହୁମତରେ ବିଜୟ ଲାଭ କରିବ ବୋଲି ସ୍ପଷ୍ଟ ହୋଇଛି। ଏହାକୁ ଦେଖି ଏବେ କେଜରିଓ୍ବାଲଙ୍କ ନିକଟକୁ ଛୁଟିଛି ଶୁଭେଚ୍ଛାର ସୁଅ। ଏହି କ୍ରମରେ ଭାଜପାର ଅଧ୍ୟକ୍ଷ ଜେପି ନଡ୍ଡା କେଜରିଓ୍ବାଲଙ୍କୁ ଶୁଭେଚ୍ଛା ଜଣାଇବା ସହ ନିଜର ପରାଜୟକୁ ସ୍ବୀକାର କରିନେଇଛନ୍ତି। ଏଥର ସେ ବିରୋଧୀ ଆସନରେ ବସିବା ସହ ବିଧାନସଭାରେ ଲୋକଙ୍କ ସମସ୍ୟାକୁ ଉପସ୍ଥାପନ କରିବେ ବୋଲି କହିଛନ୍ତି। ଦିଲ୍ଲୀର ବିକାଶ କ୍ଷେତ୍ରରେ କେଜରିଓ୍ବ୍‌ାଲଙ୍କ ନେତୃତ୍ୱାଧିନ ସରକାର କାମ କରିବ ବୋଲି ସେ ଆଶା ପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ରେ ଇତିହାସ ରଚିଲେ ଫଖର-ସାହିବଜାଦା

ପାଲିକେଲ,୨୮।୨: ଚଳିତ ଟି୨୦ ବିଶ୍ୱକପ୍‌ ସୁପର-୮ର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନା ପାଇଁ ଯୋଗ୍ୟତା ଅର୍ଜନ କରିବାରେ…

ଇରାନ ଉପରେ ମହାଶକ୍ତିର ପ୍ରହାର: ଖାମେନେଇଙ୍କ ବାସଭବନ ଧ୍ୱଂସ, ଟ୍ରମ୍ପ କହିଲେ‘ ଇରାନବାସୀଙ୍କ ମୁକ୍ତି ସମୟ ଆସିଛି’ 

ଓ୍ବାଶିଂଟନ,୨୮।୨: ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ସାମରିକ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭୟଙ୍କର ରୂପ ନେଇଛି। ଏହି ଆକ୍ରମଣର କିଛି ଘଣ୍ଟା ପରେ…

ଋଣ, ଚାକିରୀ ଦେବା ନା’ରେ ବଡ଼ ଧରଣର ଠକେଇ

ହିଞ୍ଜିଳିକାଟୁ,୨୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଋଣ ଏବଂ ଚାକିରୀ କରାଇଦେବା ନା’ରେ ଠକେଇ କରୁଥିବା ଜଣେ ଯୁବକଙ୍କୁ ହିଞ୍ଜିଳି ପୋଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…

ମଧ୍ୟପ୍ରାଚ୍ୟରେ ମହାସମର: ଦୁବାଇରେ ମିସାଇଲ ମାଡ଼ କଲା ଇରାନ, ବୁର୍ଜ ଖଲିଫାକୁ କରାଗଲା ଖାଲି 

ଦୁବାଇ,୨୮।୨: ଆମେରିକା ଏବଂ ଇସ୍ରାଏଲ ପକ୍ଷରୁ ଇରାନର ୩୦ଟି ସହର ଉପରେ ମିଳିତ ଏୟାର ଷ୍ଟ୍ରାଇକ ପରେ ଇରାନ ‘ଅପରେସନ ଫତେହ-ଏ-ଜଙ୍ଗ୍‌’ ଆରମ୍ଭ କରିଛି। ଏହି ପାଲଟା…

T20 ବିଶ୍ୱକପ୍‌ରୁ ପାକିସ୍ତାନର ବିଦାୟ: ମ୍ୟାଚ୍‌ ଜିତି ମଧ୍ୟ ସେମିଫାଇନାଲରୁ ବାହାର, ଏମିତି ବିଗିଡ଼ି ଗଲା…

ନୂଆଦିଲ୍ଲୀ,୨୮।୨: ପାକିସ୍ତାନ କ୍ରିକେଟ ଦଳ ପାଇଁ ଟି-୨୦ ବିଶ୍ୱକପ ୨୦୨୬ର ଯାତ୍ରା ଶେଷ ହୋଇଛି। ସୁପର-୮ ର ନିଜର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ…

ଇସ୍ରାଏଲ ଆକ୍ରମଣରେ ଇରାନର ପ୍ରତିରକ୍ଷା ମନ୍ତ୍ରୀ-କମାଣ୍ଡର ମୃତ! ରିପୋର୍ଟରେ ବଡ଼ ଦାବି

ତେହରାନ,୨୮।୨: ଇରାନ ଓ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଭୟଙ୍କର ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଖବର ସଂସ୍ଥା ରଏଟର୍ସ ପକ୍ଷରୁ ମିଳିଥିବା…

ରଣ୍‌ଜୀ ଟ୍ରଫି ଜିତିଲା ଜମ୍ମୁ କଶ୍ମୀର, ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ହୁବଲି,୨୮ା୨: ଜମ୍ମୁ କଶ୍ମୀର ଶନିବାର ପ୍ରଥମ ଥର ପାଇଁ ରଣ୍‌ଜୀ ଟ୍ରଫି ଜିତି ଭାରତୀୟ କ୍ରିକେଟରେ ନୂଆ ଇତିହାସ ସୃଷ୍ଟି କରିଛି। ସ୍ଥାନୀୟ କେଏସ୍‌ସିଏ ଷ୍ଟାଡିୟମରେ ଖେଳାଯାଇଥିବା…

ଚିହିଁକି ଉଠିଲା ଇରାନ, UAE ସମେତ ଏହି ୮ ଦେଶ ଉପରେ କ୍ଷେପଣାସ୍ତ୍ର ମାଡ଼, ଆମେରିକୀୟ ଘାଟିରୁ…

ତେହରାନ,୨୮।୨: ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ଇରାନ ଏବେ ପାଲଟା ଜବାବ ଦେଇ ଯୁଦ୍ଧ ଘୋଷଣା କରିଛି। ଶନିବାର ଇରାନ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri