Posted inଜାତୀୟ

କେଜରିଓ୍ବାଲଙ୍କ ଘର ସମ୍ମୁଖରେ ଭାଜପା କର୍ମକର୍ତ୍ତାଙ୍କ ବିକ୍ଷୋଭ ପ୍ରଦର୍ଶନ

ନୂଆଦିଲ୍ଲୀ,୨୬।୯: ନ୍ୟାସନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ(ଏନ୍‌ଆରସି)କୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଦେଇଥିବା ବୟାନକୁ ନେଇ ଭାଜପା ପକ୍ଷରୁ ତାଙ୍କୁ ବିରୋଧ କରାଯାଇଛି। ଏନେଇ ଗୁରୁବାର ଭାଜପାର କିଛି କର୍ମକର୍ତ୍ତାମାନେ କେଜରିଓ୍ବାଲଙ୍କ ବାସଭବନ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ବୁଧବାର ମୁଖ୍ୟମନ୍ତ୍ରୀ କେଜରିଓ୍ବାଲ ନିଜ ବୟାନରେ କହିଥିଲେ ଯେ, ଯଦି ଦିଲ୍ଲୀରେ ଏନ୍‌ଆରସି ଲାଗୁ ହୁଏ ତେବେ ଭାଜପାର ଏମ୍‌ପି ମନୋଜ ତିଓ୍ବାରୀ ପ୍ରଥମେ ଯିବେ। ତେବେ ମୁଖ୍ୟମନ୍ତ୍ରୀଙ୍କ ଏଭଳି ବୟାନକୁ ବିରୋଧ କରି ଗୁରୁବାର ଭାଜପାର ପୂର୍ବାଞ୍ଚଳ ମୋର୍ଚ୍ଚା ତାଙ୍କ ବାସଭବନ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରି ଦଳ ବିରୋଧୀ ସ୍ଲୋଗାନ ଦେଇଥିଲେ। ଅନ୍ୟପଟେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ଘଟଣାସ୍ଥଳରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ନଶନ କରିବେ ନି ଆନ୍ନା ହଜାରେ

ପୁଣେ,୩୦।୧- ଭେଟେରାନ ସାମାଜିକ କର୍ମୀ ଆନ୍ନା ହଜାରେ ୩ ନୂଆ କୃଷି ଆଇନ ବିରୋଧରେ ଅନ୍ନଶନ କରିବା ଯୋଜନାକୁ ବାତିଲ କରି ଦେଇଛନ୍ତି। ସିନିୟର ଭାଜପା...

କରୋନା ପ୍ରକୋପ: ଆମାଜନରେ ଅଧା କିଲୋ ଭେଣ୍ଡିର ଦାମ୍‌ ୪୦୦ଟଙ୍କା

ନୂଆଦିଲ୍ଲୀ,୨୩।୩: କରୋନା ଭାଇରସ୍‌ର ସଂକ୍ରମଣକୁ ରୋକିବା ପାଇଁ ସମସ୍ତେ ନିଜ ଘରେ ଏକପ୍ରକାର ବନ୍ଦୀ ହୋଇରହିଛନ୍ତି। ଏଭଳି ସ୍ଥିତିରେ ଘରେ ରହୁଥିବା ଲୋକ ଶପିଂ ପାଇଁ...

ଡ୍ରଗ୍ସ ସହ ଭାଜପା ନେତ୍ରୀ ଗିରଫ

କୋଲକାତା, ୨୧ା୨ ଯୁବ ଭାଜପା ନେତ୍ରୀ ପାମେଲା ଗୋସ୍ବାମୀ ଓ ତାଙ୍କ ବ୍ୟକ୍ତିଗତ ସୁରକ୍ଷାକର୍ମୀଙ୍କୁ ପଶ୍ଚିମବଙ୍ଗ ସାଉଥ୍‌ କୋଲକାତାର ନୂଆ ଆଲିପୋର ଅଞ୍ଚଳରୁ ଶୁକ୍ରବାର ଗିରଫ...

ମୋଦି-ଶାହା ଯୋଡ଼ିଙ୍କ ଚୌକା ଛକା: ୭ ବର୍ଷରେ ୭ ରାଜ୍ୟରେ ଅସମ୍ଭବ ହୋଇଛି ସମ୍ଭବ

ନୂଆଦିଲ୍ଲୀ, ୧୫।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଯୋଡ଼ି ବେଶ୍‌ ସଫଳ ରହିଛି। ୨୦୧୪ ଠାରୁ ଗତ ୭ ବର୍ଷ...

ଶ୍ରଦ୍ଧାଳୁଙ୍କ ପାଇଁ ଖୁସି ଖବର: ଖୋଲିଲା ମା’ବୈଷ୍ଣୋଦେବୀଙ୍କ ପୁରୁଣା ଗୁମ୍ଫା

କଟରା,୨୩।୯: ଜମ୍ମୁରେ ଥିବା ମା’ ବୈଷ୍ଣୋଦେବୀ ଭକ୍ତଙ୍କ ପାଇଁ ଏକ ଖୁସି ଖବର। ନବରାତ୍ର ଅବସରରେ ମା’ଙ୍କ ଦର୍ଶନ ପାଇଁ ଆସୁଥିବା ଭକ୍ତମାନେ ଏବେ ପୁରୁଣା...

ବାଣ ତିଆରି ପାଇଁ ରଖାଯାଇଥିବା ବାରୁଦ ବିସ୍ଫୋରଣ, ୩ ମୃତ…

କୋଲକାତା,୧।୧୨: ବୁଧବାର ପୂର୍ବାହ୍ନରେ ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲାର ମୋହନପୁର ଗାଁର ଏକ ଆବାସିକ କୋଠାରେ ବଡ଼ ଧରଣର ବିସ୍ଫୋରଣ ଘଟିଛି। ଏଥିରେ ତିନି...

କରୋନା କବଳରେ ୧୨୧ ଦେଶ

ନୂଆଦିଲ୍ଲୀ,୧୨ା୩: ଚାଇନାର ଉହାନ ସହରରେ ପ୍ରଥମେ ଦେଖାଦେଇଥିବା ମାରାତ୍ମକ କରୋନା ଭୂତାଣୁ ଏବେ ୧୨୧ ଦେଶକୁ ବ୍ୟାପିଲାଣି। ଏଥିରେ ମୋଟ ୧,୨୧,୭୩୮ ଜଣ ସଂକ୍ରମିତ ହୋଇଥିବାବେଳେ...

କରୋନା ପ୍ରଭାବ: କର୍ମଚାରୀଙ୍କ ଦରମା କାଟ୍‌ କଲା ଜୋମାଟୋ

ନୂଆଦିଲ୍ଲୀ,୨୬।୩: ସାରା ପୃଥିବୀ କରୋନା ଆତଙ୍କରେ ରହିଛି। ଏପରି ସ୍ଥଳେ ଭାରତ ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ ଡାଉନ୍‌ ଜାରି କରାଯିବା ସହିତ ବିଭିନ୍ନ...

Advertisement
Archives

Model This Week