Posted inଜାତୀୟ

କେଜରିଓ୍ବାଲଙ୍କ ବିପକ୍ଷରେ ଲଢିବାକୁ ଭାଜପା ଘୋଷଣା କଲା ପ୍ରାର୍ଥୀଙ୍କ ନାମ

ନୂଆଦିଲ୍ଲୀ,୨୧।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ୨୦୨୦ ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା) ଜନତା ଦଳ ୟୁନାଇଟେଡ(ଜେଡିୟୁ) ଓ ଲୋକ ଜନଶକ୍ତି ପାର୍ଟି(ଏଲ୍‌ଜେପି) ସହ ମେଣ୍ଟ କରିବା ପରେ ସମସ୍ତ ୭୦ ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଏଥିରେ ଭାଜପା ୬୭ ଆସନରେ ପ୍ରାର୍ଥୀ ଦେଇଥିବା ବେଳେ ୨ ଆସନରେ ଜେଡିୟୁ ଓ ଗୋଟିଏ ଆସନରେ ଏଲ୍‌ଜେପି ପ୍ରାର୍ଥୀ ଲଢିବେ ବୋଲି ଜଣାପଡିଛି। ସୋମବାର ବିଳମ୍ବିତ ରାତିରେ ଭାଜପା ପକ୍ଷରୁ ଏହି ଘୋଷଣା କରାଯାଇଛି। ଏହା ପୂର୍ବରୁ ଭାଜପା ୧୭ ଜାନୁୟାରୀରେ ୫୭ ଜଣ ପ୍ରାର୍ଥୀଙ୍କ ଏକ ତାଲିକା ଜାରି କରିଥିଲା। ଏବେ ଆଉ ୧୦ ଜଣଙ୍କ ନାଁ ଘୋଷଣା କରାଯାଇଛି। ଏଥିରେ ବହୁ ଚର୍ଚ୍ଚିତ ନୂଆଦିଲ୍ଲୀ ଆସନ ପାଇଁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ବିପକ୍ଷରେ ଭାଜପା ସୁନିଲ ଯାଦବଙ୍କ ନାଁ ଘୋଷଣା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାରି ଦିନିଆ ଟ୍ରାନଜିଟ୍ ରିମାଣ୍ଡରେ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଶ୍ନୋଇ

ଚଣ୍ଡିଗଡ଼,୧୧ ।୭: ପଞ୍ଜାବୀ ଗାୟକ ସିଦ୍ଧୁ ମୁସେୱାଲା ହତ୍ୟା ଘଟଣାର ଅଭିଯୁକ୍ତ ଲରେନ୍ସ ବିଶ୍ନୋଇଙ୍କୁ ସୋମବାର ଅମୃତସର କୋର୍ଟରେ ହାଜର କରାଯାଇଥିଲା । ସେଠାରେ କୋର୍ଟ...

୫ ବର୍ଷରେ ୩୦୭ ସିଆର୍‌ପିଏଫ୍‌-ଆସାମ ରାଇଫଲ୍ସ ଯବାନ ହୋଇଛନ୍ତି ଶହୀଦ୍‌…

ନୂଆଦିଲ୍ଲୀ,୨୦।୭ : ଗତ ୫ ବର୍ଷ ମଧ୍ୟରେ ୩୦୭ ଜଣ ସିଆର୍‌ପିଏଫ୍‌ ଏବଂ ଆସାମ ରାଇଫଲ୍ସ ଯବାନ ଶହୀଦ ହୋଇଛନ୍ତି। ଏନେଇ ରାଜ୍ୟ ସଭାରେ ଏକ...

ନିର୍ବାଚନ ଆୟୋଗଙ୍କର ମଧ୍ୟ ଆବଶ୍ୟକତା ରହିଛି ଆଦର୍ଶ ଆଚାର ସଂହିତା: କପିଲ ସିବଲ…

ନୂଆଦିଲ୍ଲୀ,୫।୧୦ : ନିର୍ବାଚନ ପ୍ରତିଶ୍ରୁତିର ଆର୍ଥିକ ଦକ୍ଷତା ବିଷୟରେ ଭୋଟରଙ୍କୁ ପ୍ରାମାଣିକ ସୂଚନା ପ୍ରଦାନ କରିବା ପାଇଁ ମଡେଲ ଆଚରଣ ବିଧିରେ ପରିବର୍ତ୍ତନ ସମ୍ପର୍କରେ ରାଜନୈତିକ...

ବେରୋଜଗାରୀ, ଋଣ ବୋଝରେ ୨୫,୦୦୦ ଆତ୍ମହତ୍ୟା

ନୂଆଦିଲ୍ଲୀ,୧୦।୨: ବେରୋଜଗାରୀ କିମ୍ବା ଋଣ ବୋଝ ଯୋଗୁ ୨୦୧୮ରୁ ୨୦୨୦ ମଧ୍ୟରେ ଭାରତରେ ୨୫,୦୦୦ରୁ ଊର୍ଦ୍ଧ୍ୱ ଲୋକ ଆତ୍ମହତ୍ୟା କରିଛନ୍ତି। କେନ୍ଦ୍ର ସରକାର ବୁଧବାର ରାଜ୍ୟ...

କରୋନା ରୋକିବା ପାଇଁ ଲକଡାଉନ ହେଉଛି ଏକମାତ୍ର ସମାଧାନ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୪।୫:କରୋନା ଭାଇରସର ଦ୍ୱିତୀୟ ଲହର ଦେଶରେ ହଇଚଇ ସୃଷ୍ଟି କରିବାରେ ଲାଗିଛି। ଏହାକୁ ରୋକିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଇଥିଲେ ମଧ୍ୟ ସ୍ଥିତି ଅଣାୟତ୍ତ ହେବାରେ...

କର୍ନାଟକରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ: ବସବରାଜଙ୍କ ଟିମ୍‌ରେ ଏହି ବିଧାୟକଙ୍କୁ ମିଳିଲା ସ୍ଥାନ

ବେଙ୍ଗାଲୁର,୪।୮: କର୍ନାଟକରେ ମୁଖ୍ୟମନ୍ତ୍ରୀ ଚେହେରା ବଦଳିବା ପରେ ଏବେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରିତ ହୋଇଛି। ନୂତନ ମୁଖ୍ୟମନ୍ତ୍ରୀ ବସବରାଜ ବୋମାଇଙ୍କ ନୂଆ ଟିମ୍‌ରେ ମୋଟ ୨୯ଜଣ ବିଧାୟକ...

ବନ୍ୟା ଯୋଗୁ ଚାଷ ଜମିରେ ଫସି ରହିଥିବା ୧୨ କୃଷକଙ୍କୁ ଉଦ୍ଧାର କଲା ସେନା ହେଲିକପ୍ଟର

ହାଇଦ୍ରାବାଦ,୧୬।୮: ତେଲେଙ୍ଗାନାରେ କିଛିଦିନ ହେବ ଲଗାତାର ଭାବେ ବର୍ଷା ହୋଇ ଚାଲିଛି। ଫଳରେ ଏଠାକାର ଅଧିକାଂଶ ଅଞ୍ଚଳରେ ବନ୍ୟା ଦେଖାଦେଇଛି। ବନ୍ୟାଯୋଗୁ ନିକଟରେ ୧୨ ଜଣ...

‘ମୋତେ ଝରକା ନ ଥିବା ଘରେ ରଖାଯାଇଛି,ନିଃଶ୍ୱାସ ନେବାରେ କଷ୍ଟ ହେଉଛି’

ମୁମ୍ବାଇ,୪।୮: ମୁମ୍ବାଇର ପାତ୍ରା ଚୌଲ ଜମି ଦୁର୍ନୀତି ଘଟଣାରେ ଗିରଫ ହୋଇଥିବା ଶିବସେନା ଏମ୍‌ପି ସଞ୍ଜୟ ରାଉତଙ୍କୁ ଅଡୁଆ ବଢିବାରେ ଲାଗିଛି। ଗୁରୁବାର ମୁମ୍ବାଇର ଏକ...

Advertisement
Archives

Model This Week