Posted inଜାତୀୟ

କେଜରିଓ୍ବାଲଙ୍କ ଶପଥ ଗ୍ରହଣ ଉତ୍ସବରେ ଶିକ୍ଷକଙ୍କ ଯୋଗଦାନକୁ ନେଇ ଉଠିଲା ବିବାଦ

ନୂଆଦିଲ୍ଲୀ,୧୫।୨: ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ରବିବାର ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଏହି ଉତ୍ସବରେ ଯୋଗ ଦେବାକୁ କୌଣସି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ମିଳି ନ ଥିବା ବେଳେ କେବଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏଥିଲାଗି ନିମନ୍ତ୍ରଣ କରାଯାଇଛି। ଏହାସହ ଦିଲ୍ଲୀବାସୀଙ୍କୁ କେଜରିଓ୍ବାଲଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବାକୁ ଅନୁରୋଧ କରାଯାଇଛି। ଏବେ ଜଣାପଡିଛି କି ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଏକ ସର୍କୁଲାର ଜାରି କରାଯାଇ ସରକାରୀ ସ୍କୁଲର ଶିକ୍ଷକମାନଙ୍କୁ କେଜରିଓ୍ବାଲଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ ରାମଲୀଳା ମଇଦାନରେ ପହଞ୍ଚିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାକୁ ନେଇ ଏବେ ବିବାଦ ମୁଣ୍ଡ ଟେକିଛି। ଏହି ସର୍କୁଲାରକୁ ନେଇ ବିରୋଧୀ କେଜରିଓ୍ବାଲଙ୍କୁ ଟାର୍ଗେଟ କରିଛନ୍ତି। ଉଭୟ ଭାରତୀୟ ଜନତା ପାର୍ଟି(ଭାଜପା) ଓ କଂଗ୍ରେସ କେଜରିଓ୍ବାଲଙ୍କୁ ଟାର୍ଗେଟ କରି କହିଛନ୍ତି ଶିକ୍ଷକମାନେ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବା ଭଲକଥା ହେଲେ ସରକାରୀ ଭାବେ ସର୍କୁଲାର ଜାରି କରି ଏମାନଙ୍କୁ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ କହିବା ଭୁଲ୍‌ କଥା। ଏହାଦ୍ୱାରା ଭୁଲ୍‌ ପରମ୍ପରାର ଆରମ୍ଭ କରାଯାଉଛି ବୋଲି ବିରୋଧୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବବଧୂଙ୍କ ପିଆଜ ଚିନ୍ତା ଦୂର କଲେ ସମ୍ପର୍କୀୟ

ଝାନ୍ସି,୧୪।୧୨: ସାରା ଦେଶରେ ବର୍ଦ୍ଧିତ ପିଆଜ ଦରକୁ ନେଇ ବଜାରରେ ନିଆଁ ଲାଗିଛି। ଲୋକଙ୍କ ପାଇଁ ପିଆଜ ଏତେ ମୂଲ୍ୟବାନ ହୋଇଯାଇଛି ଯେ, ଏବେ ଏହାକୁ...

ଲକ୍‌ଡାଉନ୍‌ ପ୍ରଭାବ: ୧୦ ଦିନରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ପ୍ରତିଶତ ହ୍ରାସ…

ନୂଆଦିଲ୍ଲୀ,୧୭।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍‌ଡାଉନ୍‌...

ନୀତୀଶଙ୍କ ମୁଜାଫରପୁର ଗସ୍ତ: ଲୋକେ କହିଲେ ଫେରିଯାଅ ମୁଖ୍ୟମନ୍ତ୍ରୀ

ପାଟନା, ୧୮।୬: ବିହାରରେ ମସ୍ତିଷ୍କ ଜ୍ୱରରେ ଶିଶୁ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଏହି ମର୍ମରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମୁଜାଫରପୁର ଗସ୍ତ କରିଛନ୍ତି। ତେବେ...

ଭାକେଶନ ପାଇଁ ଯାଉଥିବା ଟିମ୍‌ ଇଣ୍ଡିଆ କ୍ରିକେଟରଙ୍କୁ ଅଟକାଇଲା ପୋଲିସ

ମୁମ୍ବାଇ,୧୪।୫ : ମହାରାଷ୍ଟ୍ରର ସିନ୍ଧୁଦୁର୍ଗ ଜିଲାରୁ ଗୋଆକୁ ଛୁଟି କାଟିବା ପାଇଁ ଯାଉଥିବା ମୁମ୍ବାଇ ବ୍ୟାଟ୍ସମ୍ୟାନ ପୃଥ୍ବୀ ଶ’ଙ୍କ କାର୍‌କୁ ଅଟକାଇଥିଲା ପୋଲିସ। ଖେଳାଳିଙ୍କ ନିକଟରେ...

୨ ଯୁବକଙ୍କୁ ପିଟି ହତ୍ୟା

ଜାମୁଇ,୨୯।୭: ବିହାରର ଜାମୁଇ ଜିଲା ସିମୁଲତାଲା ଥାନା ଅଧୀନରେ ୨ ଯୁବକଙ୍କୁ ଗ୍ରାମବାସୀ ପିଟି ପିଟି ହତ୍ୟା କରିଥିବା ଜଣାପଡ଼ିଛି। ମଙ୍ଗଳବାର ପୋଲିସ ସୂଚନା ମତାବକ...

ଗୋଟିଏ ଗୋଡ଼ରେ ୨୮୦୦ କିମି ଯାତ୍ରାକରି ରେକର୍ଡ

ଭୋପାଳ, ୧୨।୧: ମଧ୍ୟପ୍ରଦେଶର ପାରା ସାଇକେଲ ଚାଳକ ତାନ୍ୟା ଡାଗା ଇତିହାସ ସୃଷ୍ଟି କରିଛନ୍ତି। ସେ ୪୨ ଦିନରେ ସାଇକେଲ ଯୋଗେ ୨୮୦୦ କିମି ଯାତ୍ରା...

ଭାରତ ମହାସାଗରରେ ୨ ବାତ୍ୟା, ଗୋଟିଏ ଅସାନି, ଅନ୍ୟଟି କରିମ୍‌…

ନୂଆଦିଲ୍ଲୀ, ୧୦।୫ : ବଙ୍ଗୋପସାଗରର ଦକ୍ଷିଣପୂର୍ବ ଉପକୂଳରୁ ଉଠିଥିବା ବାତ୍ୟା  ଆସାନି ର ପ୍ରଭାବ ଅନୁଭୁତ ହେବା ଆରମ୍ଭ ହୋଇଛି। ଆନ୍ଧ୍ରପ୍ରଦେଶ, ଓଡିଶା, ତେଲେଙ୍ଗାନା ଏବଂ...

ଭାକ୍ସିନ୍‌ ନେଲେ ହ୍ରାସ ପାଉଛି ପ୍ରଜନନ କ୍ଷମତା, ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କଲା ଖଣ୍ଡନ…

ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ...

Advertisement
Archives

Model This Week