Posted inଜାତୀୟ

କେଜରିଓ୍ବାଲ, ସିସୋଦିଆଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ,୧୬।୭: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଓ ଉପ ମୁଖ୍ୟମନ୍ତ୍ରୀ ମନିଷ ସିସୋଦିଆଙ୍କୁ ଜାମିନ ମିଳିଛି। ଦିଲ୍ଲୀର ଏକ ସ୍ବତନ୍ତ୍ର କୋର୍ଟ ମଙ୍ଗଳବାର ଏମାନଙ୍କୁ ଜାମିନ ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ, ଭାଜପା ନେତା ବିଜେନ୍ଦ୍ର ଗୁପ୍ତା ଏମାନଙ୍କ ନାଁରେ ଏକ ମାନହାନି ମାମଲା କରିଥିଲେ । ଏହି ମାମଲାରେ କେଜରିଓ୍ବାଲ ଓ ସିସୋଦିଆଙ୍କୁ କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଆଉ ଏଥିଲାଗି ଉଭୟ ୧୦ ହଜାଟ ଟଙ୍କା ଲେଖାଏଁ ଦାଖଲ କରିଥିବା ସୂଚନା ମିଳିଛି। ଏହି ମାମଲାର ପରବର୍ତ୍ତି ଶୁଣାଣି ଆସନ୍ତା ୨୫ ତାରିଖରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ମାଧ୍ୟମରେ ଶିକ୍ଷା ସମୟର ଆବଶ୍ୟକତା, କହିଲେ ମୋଦି…

ନୂଆଦିଲ୍ଲୀ,୧।୭: ଦେଶରେ ଡିଜିଟାଲ ମାଧ୍ୟମରେ ପାଠପଢ଼ା ସମୟର ଆବଶ୍ୟକତା। ଡିଜିଟାଲ ଇଣ୍ଡିଆର ୬ ବର୍ଷ ପୂରଣ ଅବସରରେ ଏକ ଭର୍ଚୁଆଲ୍‌ କାର୍ଯ୍ୟକ୍ରମରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ଏନ୍‌ସିପିରୁ ଇସ୍ତଫା ଦେଲେ ବାଘେଲ

ଗାନ୍ଧୀନଗର,୨୨।୬: ଗୁଜରାଟର ବରିଷ୍ଠ ନେତା ଶଙ୍କର ସିଂହ ବାଘେଲ ଏନ୍‌ସିପିର ରାଷ୍ଟ୍ରୀୟ ମହାସଚିବ ପଦରୁ ସୋମବାର ଇସ୍ତଫା ଦେଇଛନ୍ତି। ଏଥିସହ ଦଳରୁ ମଧ୍ୟ ସେ ଇସ୍ତଫା...

ଶରଦ ପାଓ୍ବାର ପୁଣି ଏନସିପି ମୁଖ୍ୟ, ଆସନ୍ତା ୪ ବର୍ଷ ପାଇଁ ଦାୟିତ୍ୱରେ…

ନୂଆଦିଲ୍ଲୀ, ୧୦।୯ : ଶରଦ ପାଓ୍ବାର ପୁଣି ଥରେ ଏନସିପି ମୁଖ୍ୟ ହୋଇଛନ୍ତି। ଏହାଦ୍ୱାରା ଏଣିକି ଆସନ୍ତା ୪ ବର୍ଷ ପାଇଁ ସେ ଏହି ପଦବୀର...

ଭୟଙ୍କର ଦୁର୍ଘଟଣାରେ ସହଦେବ ଗୁରୁତର

ରାୟପୁର, ୨୯।୧୨: ‘ବଚ୍‌ପନ୍‌ କା ପ୍ୟାର୍‌’ ଗୀତ ଗାଇ ଲୋକପ୍ରିୟ ହୋଇଥିବା ସହଦେବ ଦିର୍‌ଦୋ ଏକ ଦୁର୍ଘଟଣାରେ ଗୁରୁତର ହୋଇଛନ୍ତି। ମଙ୍ଗଳବାର ଅପରାହ୍ନରେ ଘଟିଥିବା ଏହି...

ଦେଶବାସୀଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇ ସବୁଦିନ ପାଇଁ ମନେ ରହିବେ କଲାମ: ମୋଦି

ନୂଆଦିଲ୍ଲୀ,୧୫ ।୧୦: ମିଶାଇଲ ମ୍ୟାନ, ଭାରତ ରତ୍ନ ତଥା ଭାରତର ୧୧ତମ ରାଷ୍ଟ୍ରପତି ଡ. ଏପିଜେ ଅବଦୁଲ କଲାମଙ୍କ ୯୦ତମ ଜନ୍ମଦିନରେ ଦେଶ ତାଙ୍କୁ ମନେ...

ପୁଟିନ୍‌ଙ୍କୁ ଫୋନ୍‌ କଲେ ମୋଦି…

ନୂଆଦିଲ୍ଲୀ,୨୪।୮: ଆଫଗାନିସ୍ତାନ ସଙ୍କଟକୁ ନେଇ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍‌ଙ୍କ ସହିତ ମଙ୍ଗଳବାର ମଧ୍ୟାହ୍ନରେ ଫୋନ୍‌ରେ କଥାବାର୍ତ୍ତା ହୋଇଛନ୍ତି। ଦୁହିଁଙ୍କ...

ଆଇପିଏସ୍‌ ଅଧିକାରୀଙ୍କ ଡେପୁଟେଶନକୁ ବିରୋଧ: ମାମଲା ସୁପ୍ରିମ୍‌କୋର୍ଟରେ ଖାରଜ

ନୂଆଦିଲ୍ଲୀ,୧।୩: ପଶ୍ଚିମବଙ୍ଗରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ଗସ୍ତ ସମୟରେ ହୋଇଥିବା ଆକ୍ରମଣ ଘଟଣାରେ କେନ୍ଦ୍ର ସରକାର ରାଜ୍ୟ କ୍ୟାଡରର ୩ ଆଇପିଏସ୍‌ ଅଧିକାରୀଙ୍କୁ...

କାନପୁର ହିଂସା ଘଟଣା: ସିଲ୍‌ ହେଲା ପେଟ୍ରୋଲ ପମ୍ପ

କାନପୁର,୬ା୬: କାନପୁର ହିଂସା ଘଟଣାର ମାଷ୍ଟରମାଇଣ୍ଡ ମୌଲାନା ମହମ୍ମଦ ଅଲ୍ଲୀ (ଏମ୍‌ଏମ୍‌ଏ) ଜୌହର ଫ୍ୟାନ୍ସ ଆସୋସିଏଶନର ମୁଖ୍ୟ ହୟାତ୍‌ ଜାଫର ହାସ୍‌ମୀଙ୍କ ସମେତ ସୋମବାର ଅପରାହ୍ନ...

Advertisement
Archives

Model This Week