Posted inଜାତୀୟ

କେଜରିଓ୍ବାଲଙ୍କ ଫ୍ରି ଓ୍ବାଇଫାଇ ଯୋଜନା: ମାସକୁ ମିଳିବ ମାଗଣା ୧୫ ଜିବି ଡାଟା

ନୂଆଦିଲ୍ଲୀ,୪।୧୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି)ର ହାତମୁଠାକୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଟାଣ କରିବାର ପ୍ରୟାସ କରିଛନ୍ତି। ସେ ବୁଧବାର ଫ୍ରି ଓ୍ବାଇଫାଇ ଯୋଜନାର ଘୋଷଣା କରିଛନ୍ତି। ଏଣିକି ଦିଲ୍ଲୀର ସମସ୍ତ ବସ୍‌ ଷ୍ଟାଣ୍ଡ୍‌ ସମେତ କେତେକ ନିର୍ଦ୍ଦିଷ୍ଟ ଅଞ୍ଚଳରେ ଓ୍ବାଇଫାଇ ଦ୍ୱାରା ଲୋକେ ମାସକୁ ୧୫ ଜିବି ଡାଟା ମାଗଣାରେ ପାଇପାରିବେ। ଏଥିପାଇଁ ମୋଟ ୧୧ ହଜାର ହଟ୍‌ସ୍ପଟ୍‌ ସ୍ଥାପନା କରାଯିବ। ସେଥିମଧ୍ୟରୁ ସମସ୍ତ ବସଷ୍ଟାଣ୍ଡ୍‌ରେ ୩ ହଜାର ହଟ୍‌ସ୍ପଟ୍‌ ଲଗାଯିବ। ଏହାର ଆରମ୍ଭ ଡିସେମ୍ବର ୧୬ରୁ ହେବାର ଆଶା ରହିଛି। ଏହା ଦ୍ୱାରା ସରକାର ବାର୍ଷିକ ଶହେ କୋଟି ଟଙ୍କା ଖର୍ଚ୍ଚ କରିବେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରେଣୀଗୃହରେ ଛତା ଧରି ବସିବାକୁ ବାଧ୍ୟ ହେଉଛନ୍ତି ଛାତ୍ରୀଛାତ୍ର

ଘୋରାବନ୍ଧ,୭।୯: ଝାଡଖଣ୍ଡ ଘୋରାବନ୍ଧ ଜିଲାରେ ଏକ ସରକାରୀ ସ୍କୁଲରେ ପିଲାମାନେ ଛତାଧରି ବସିବାକୁ ବାଧ୍ୟ ହେଉଛନ୍ତି। ମୁରେଠାକୁରା ଗାଁରେ ଥିବା ଏହି ସ୍କୁଲରେ ବର୍ଷାହେଲେ ପାଣି...

ଛୁଆ ରୋଗୀଣା ଥିବାରୁ ୪ ମହଲା କୋଠାରୁ ଫୋପାଡି ମାରିଦେଲେ ମା’

ଲକ୍ଷ୍ନୌ,୨୩।୭: ଦୁନିଆ କ’ଣ ଜାଣିବା ପୂର୍ବରୁ ନିଜ ମା’ ପାଇଁ ମୃତ୍ୟୁକୁ ଅପଣାଇ ନେଇଛି ଜଣେ ୩ ମାସର ଶିଶୁ। ନିଜ ୩ ମାସ ଶିଶୁ...

ଦହିହାଣ୍ଡି ଭଙ୍ଗା ଉତ୍ସବରେ ୧୩୩ ଆହତ

ମୁମ୍ବାଇ, ୨୫।୮: ମହାରାଷ୍ଟ୍ର ମୁମ୍ବାଇରେ ଦହିହାଣ୍ଡି ଭଙ୍ଗା ଉତ୍ସବରେ ବିଭିନ୍ନ ସ୍ଥାନରେ ହ୍ୟୁମାନ ପିରାମିଡ୍‌ ଭାଙ୍ଗିଯିବାରୁ ୧୩୩ ଜଣ ଆହତ ହୋଇଛନ୍ତି। ମୁମ୍ବାଇରେ ୧୧୯ ଜଣ...

ବିରୋଧୀଙ୍କୁ ମୋଦିଙ୍କ ଜବାବ

ପ୍ରୟାଗରାଜ,୨୧ ।୧୨: ଗୋଟିଏ ପଟେ ଝିଅଙ୍କ ବିବାହ ବୟସ ସୀମା ବଢାଇବାକୁ ନେଇ ସଂସଦରେ ଚର୍ଚ୍ଚା ହେଉଥିବା ବେଳେ ଅନ୍ୟପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରୟାଗରାଜରେ...

କେବଲ ବ୍ରିଜ ଦୁର୍ଘଟଣା: ବ୍ରିଜ ମ୍ୟାନେଜମେଣ୍ଟ କମ୍ପାନୀ ବିରୋଧରେ ମାମଲା

ମୋରବି,୩୧ ।୧୦: ଗୁଜରାଟର ମୋରବିରେ ରବିବାର ହୋଇଥିବା କେବଲ ବ୍ରିଜ ଦୁର୍ଘଟଣାରେ ଏବେ ପର୍ଯ୍ୟନ୍ତ ୧୪୧ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି ଓ ୧୭୦ ଜଣଙ୍କୁ...

ଅଗଷ୍ଟ ୬ରୁ ଆରମ୍ଭ ହେବ ଅଯୋଧ୍ୟା ମାମଲାର ଶୁଣାଣି

ନୂଆଦିଲ୍ଲୀ,୨।୮: ବହୁ ଚର୍ଚ୍ଚିତ ରାମ ଜନ୍ମଭୂମି-ବାବ୍ରୀ ମସଜିଦ ଜମି ବିବାଦ ମାମଲାର ଶୁଣାଣି ଆସନ୍ତା ୬ ତାରିଖ ଅର୍ଥାତ୍‌ ମଙ୍ଗଳବାରଠାରୁ ଆରମ୍ଭ ହେବ ବୋଲି ସୁପ୍ରିମକୋର୍ଟ...

ପ୍ରବାସୀ ଶ୍ରମିକଙ୍କ ଗସ୍ତ ଖର୍ଚ୍ଚ ବହନ କରିବେ କର୍ନାଟକ ସରକାର

ବେଙ୍ଗାଲୁରୁ,୨୨।୫: ପ୍ରବାସୀ ଶ୍ରମିକଙ୍କ ଗସ୍ତ ଖର୍ଚ୍ଚ କର୍ନାଟକ ସରକାର ବହନ କରିବେ ବୋଲି ଶୁକ୍ରବାର ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପା ଘୋଷଣା କରିଛନ୍ତି। ମେ ୩୧ ପର୍ଯ୍ୟନ୍ତ...

ପାର୍ଟି କାର୍ଯ୍ୟାଳୟରେ ସ୍ତ୍ରୀଙ୍କୁ ଚାପୁଡା ମାରିଲେ ଭାଜପା ନେତା

ନୂଆଦିଲ୍ଲୀ, ୨୦।୯: ମେହରୌଲି ଜିଲା ଭାଜପା ପ୍ରମୁଖ ଆଜାଦ ସିଂ ନିଜ ସ୍ତ୍ରୀ ସରିତା ଚୌଧୁରୀଙ୍କୁ ଦକ୍ଷିଣ ଦିଲ୍ଲୀରେ ଥିବା ଭାଜପା କାର୍ଯ୍ୟାଳୟରେ ଚାପୁଡା ମାରିଛନ୍ତି।...

Advertisement
Archives

Model This Week