କେଟିଏମ୍‌ ପକ୍ଷରୁ ଷ୍ଟଣ୍ଟ ଶୋ

ଭୁବନେଶ୍ୱର,୩।୭: କେଟିଏମ୍‌ ପକ୍ଷରୁ କଟକ ଏବଂ ଭୁବନେଶ୍ୱରରେ ଆକର୍ଷଣୀୟ ଷ୍ଟଣ୍ଟ ଶୋ’ ଅନୁଷ୍ଠିତ ହୋଇଯାଇଛି। ପେସାଦାର ଷ୍ଟଣ୍ଟ ପ୍ରଦର୍ଶନକାରୀମାନେ ଏଠାରେ ଷ୍ଟଣ୍ଟ ପ୍ରଦର୍ଶନ କରିଛନ୍ତି। ବାଇକପ୍ରେମୀମାନେ ଏଥିରେ ନୂତନ ଭାବେ ଉନ୍ମୋଚିତ ଆର୍‌ସି ୧୨୫ ଏବିଏସ୍‌ ମଡେଲକୁ ଦେଖିବାର ସୁଯୋଗ ପାଇ ପାରିଥିଲେ। କଟକଠାରେ କଟକ କ୍ଲବ ଏବଂ ଭୁବନେଶ୍ୱରସ୍ଥିତ ଜନତା ମଇଦାନଠାରେ ଏହା ଅନୁଷ୍ଠିତ ହୋଇଥିଲା। କେଟିଏମ୍‌ ଡ୍ୟୁକ ବାଇକରେ ଷ୍ଟଣ୍ଟ ପ୍ରଦର୍ଶନ କରାଯାଇଥିଲା। ଦେଶର ବିଭିନ୍ନ ସହରରେ ଏଭଳି ଶୋ’ କମ୍ପାନୀ ପକ୍ଷରୁ ଆୟୋଜନ କରାଯାଉଛି। କଟକର ଲିଙ୍କରୋଡସ୍ଥିତ ଶୋ’ରୁମ ଏବଂ ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳ, ମେଫେୟାରଛକ ଏବଂ ଖଣ୍ଡଗିରି ଛକସ୍ଥିତ ଶୋ’ରୁମରୁ କମ୍ପାନୀର ବାଇକ ଗ୍ରାହକ ଲାଭ କରିପାରିବେ। କେଟିଏମ୍‌ ବାଇକର ରୋମାଞ୍ଚକୁ ଅନୁଭବ କରାଇବା ଲାଗି ଏଭଳି କାର୍ଯ୍ୟକ୍ରମ ଆୟୋଜନ କରାଯାଉଥିବା ବଜାଜ ଅଟୋର ପ୍ରୋ ବାଇକିଂ ଉପସଭାପତି ସୁମିତ ନାରଙ୍ଗ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri