କେଟିଏମ୍‌ ପକ୍ଷରୁ ଷ୍ଟଣ୍ଟ ଶୋ

ଭୁବନେଶ୍ୱର,୩।୭: କେଟିଏମ୍‌ ପକ୍ଷରୁ କଟକ ଏବଂ ଭୁବନେଶ୍ୱରରେ ଆକର୍ଷଣୀୟ ଷ୍ଟଣ୍ଟ ଶୋ’ ଅନୁଷ୍ଠିତ ହୋଇଯାଇଛି। ପେସାଦାର ଷ୍ଟଣ୍ଟ ପ୍ରଦର୍ଶନକାରୀମାନେ ଏଠାରେ ଷ୍ଟଣ୍ଟ ପ୍ରଦର୍ଶନ କରିଛନ୍ତି। ବାଇକପ୍ରେମୀମାନେ ଏଥିରେ ନୂତନ ଭାବେ ଉନ୍ମୋଚିତ ଆର୍‌ସି ୧୨୫ ଏବିଏସ୍‌ ମଡେଲକୁ ଦେଖିବାର ସୁଯୋଗ ପାଇ ପାରିଥିଲେ। କଟକଠାରେ କଟକ କ୍ଲବ ଏବଂ ଭୁବନେଶ୍ୱରସ୍ଥିତ ଜନତା ମଇଦାନଠାରେ ଏହା ଅନୁଷ୍ଠିତ ହୋଇଥିଲା। କେଟିଏମ୍‌ ଡ୍ୟୁକ ବାଇକରେ ଷ୍ଟଣ୍ଟ ପ୍ରଦର୍ଶନ କରାଯାଇଥିଲା। ଦେଶର ବିଭିନ୍ନ ସହରରେ ଏଭଳି ଶୋ’ କମ୍ପାନୀ ପକ୍ଷରୁ ଆୟୋଜନ କରାଯାଉଛି। କଟକର ଲିଙ୍କରୋଡସ୍ଥିତ ଶୋ’ରୁମ ଏବଂ ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳ, ମେଫେୟାରଛକ ଏବଂ ଖଣ୍ଡଗିରି ଛକସ୍ଥିତ ଶୋ’ରୁମରୁ କମ୍ପାନୀର ବାଇକ ଗ୍ରାହକ ଲାଭ କରିପାରିବେ। କେଟିଏମ୍‌ ବାଇକର ରୋମାଞ୍ଚକୁ ଅନୁଭବ କରାଇବା ଲାଗି ଏଭଳି କାର୍ଯ୍ୟକ୍ରମ ଆୟୋଜନ କରାଯାଉଥିବା ବଜାଜ ଅଟୋର ପ୍ରୋ ବାଇକିଂ ଉପସଭାପତି ସୁମିତ ନାରଙ୍ଗ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୪୪ ପଏଣ୍ଟ ଖସିଲା ସେନ୍‌ସେକ୍ସ

ନୂଆଦିଲ୍ଲୀ: ଗତ ୫ ସେସନ ଧରି ବମ୍ବେ ଷ୍ଟକ ଏକ୍ସଚେଞ୍ଜରେ କାରବାର ବୃଦ୍ଧି ପରିଲକ୍ଷିତ ହୋଇଥିଲା। ହେଲେ ଗୁରୁବାର ସେନସେକ୍ସ ୧୪୪ ପଏଣ୍ଟ ହ୍ରାସ ହୋଇଛି।...

ଏଲୋନ୍‌ ମୁସ୍କ୍‌ଙ୍କ ବିବାଦୀୟ ଟୁଇଟ୍‌: ଟେସଲାର ୧୫ ଶହ କୋଟି ଡଲାର କ୍ଷତି

ନ୍ୟୁୟର୍କ,୨।୫: ଟେସଲା ଇଲେକ୍ଟ୍ରିକ୍‌ କାର୍‌ କମ୍ପାନୀ ପ୍ରାୟ ୧୫ ଶହ କୋଟି ଡଲାରର କ୍ଷତି ସହିଛି। ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ କାର୍ଯ୍ୟନିବାହୀ ଏଲୋନ୍‌ ମୁସ୍କ୍‌ଙ୍କର...

ଓ୍ବିଲ୍‌ଫୁଲ ଡିଫଲ୍ଟରଙ୍କ ଖାତାରେ ରହିଛି ୧,୫୦,୦୦୦ କୋଟି

ନୂଆଦିଲ୍ଲୀ,୩-୭: ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକ ୨୦୧୮-୧୯ରେ ୧.୫୦ ଲକ୍ଷ କୋଟି (୨୧.୭୬ ବିଲିୟନ ଡଲାର) ଟଙ୍କାକୁ ଓ୍ବିଲ୍‌ଫୁଲ୍‌ ଡିଫଲ୍ଟ ଭାବେ ଦର୍ଶାଇଛି। ଏଥିମଧ୍ୟରୁ ଏକ ତୃତୀୟାଂଶ ଅର୍ଥ...

ଗୁଣାତ୍ମକ ସାମଗ୍ରୀ ଯୋଗାଇବା ମୂଳ ଲକ୍ଷ୍ୟ: ଇଂ ସଞ୍ଜୟ କୁମାର ଦାସ

ଏକ ମଧ୍ୟବିତ୍ତ ପରିବାରରେ ଜନ୍ମିତ। କିନ୍ତୁ କିଛି ନୂଆ କରିବା ପାଇଁ ମନରେ ଆଗ୍ରହ ରହିଥାଏ। ତେଣୁ ବାପାଙ୍କ ପ୍ରେରଣାକୁ ପୁଞ୍ଜିକରି ୧୫ ବର୍ଷ ତଳେ...

ହିରୋ ମୋଟୋକର୍ପର ନୂଆ ଇଭି ବ୍ରାଣ୍ଡ୍‌ର ଶୁଭାରମ୍ଭ

ନୂଆଦିଲ୍ଲୀ, ୫ା୩: ଦେଶର ପ୍ରମୁଖ ଦୁଇ ଚକିଆ ଯାନ ନିର୍ମାତା କମ୍ପାନୀ ହିରୋ ମୋଟୋକର୍ପ ପକ୍ଷରୁ ନୂଆ ଇଲେକ୍ଟ୍ରିକ୍‌ ଯାନ(ଇଭି) ବିଭାଗରେ ଏକ ନୂଆ ବ୍ରାଣ୍ଡ୍‌ର...

କାର୍‌, ବାଇକ ଟାୟାରରେ ନାଇଟ୍ରୋଜେନ୍‌ ଭରିବା ହେବ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୯-୭: ସଡ଼କ ଦୁର୍ଘଟଣାକୁ ରୋକିବା ଲାଗି କେନ୍ଦ୍ର ସରକାର ଟାୟାର ଗୁଣବତ୍ତାରେ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହାବ୍ୟତୀତ ଟାୟାରରେ ନାଇଟ୍ରୋଜେନ ଗ୍ୟାସ୍‌ ଭର୍ତ୍ତି କରିବାକୁ ଆଗାମୀ...

କୋଇଲା ସଙ୍କଟର ସାମ୍ନା କରିପାରେ ଭାରତ

ନୂଆଦିଲ୍ଲୀ,୨୯।୫: ଚଳିତ ଆର୍ଥିକ ବର୍ଷର ୨ୟ ତ୍ରୈମାସ ଅର୍ଥାତ୍‌ ଜୁଲାଇ-ସେପ୍ଟେମ୍ବର ମଧ୍ୟରେ ଭାରତକୁ ବ୍ୟାପକ କୋଇଲା ଅଭାବର ସାମ୍ନା କରିବାକୁ ପଡ଼ିପାରେ। ବିଦ୍ୟୁତ୍‌ ଚାହିଦା ଅଧିକ ହେବାକୁ...

ପ୍ରମୋଶନ ଅନ୍‌ ହ୍ବିଲ ଆଣିବ ରେଲଓ୍ବେ

ନୂଆଦିଲ୍ଲୀ,୧୬-୧୦: ରାଜସ୍ବ ସଂଗ୍ରହ ଲାଗି ରେଲଓ୍ବେ ପକ୍ଷରୁ ନୂଆ ପଦକ୍ଷେପ ନିଆଯିବ। ଟ୍ରେନଗୁଡିକରେ ପ୍ରମୋଶନାଲ କାର୍ଯ୍ୟକଳାପ ଦ୍ୱାରା ରାଜସ୍ବ ଆଦାୟ ନେଇ ଯୋଜନା ରଖାଯାଇଛି। ଲୋକମାନେ...

Advertisement
Archives

Model This Week