କେତେବେଳେ ହଁ, କେତେବେଳେ ନା

ଦିଶା ପଟାନି ବୋଧହୁଏ ଦୋଛକିରେ ପଡ଼ିଯାଇଛନ୍ତି। ଟାଇଗର ଶ୍ରଫ୍‌ଙ୍କ ସହ ଆଫେୟାର୍ସକୁ ନେଇ ସେ ନିକଟରେ ଏପରି ସଫେଇ ଦେଇଛନ୍ତି, ଯାହା ଆଲୋଚନା ପାଇଁ ବେଶ୍‌ ଖୋରାକ ଯୋଗାଇଛି। ଦିଶା କହିଛନ୍ତି ଯେ, ଟାଇଗରଙ୍କ ସହ ମୋର ପ୍ରେମ ସମ୍ପର୍କ ନାହିଁ, ସେ ମୋର ଜଣେ ଭଲ ବନ୍ଧୁ। ଆମ ଦୁଇ ଜଣଙ୍କ ବନ୍ଧୁତାକୁ ନେଇ ଅନେକ ଆଲୋଚନା ହେଉଛି, ହେଲେ ତାକୁ ନେଇ ମୁଁ ଆଦୌ ବିଚଳିତ ନୁହେଁ। ତେବେ ଏହି କଥାରେ ସେ କେତେଦିନ ଦୃଢ଼ ରହୁଛନ୍ତି ତାହା ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ପରଦାକୁ ଫେରିଲେ ‘ଡ୍ରିମ ଗର୍ଲ’

ବଲିଉଡ୍‌ର ‘ଡ୍ରିମ ଗର୍ଲ’ ହେମାମାଳିନୀ ଫିଲ୍ମ ‘ଶିମଲା ମିର୍‌ଚି’ ଜରିଆରେ ପୁଣିଥରେ ପରଦାକୁ ଫେରିଛନ୍ତି। ଏହି ଫିଲ୍ମରେ ହେମାମାଳିନୀ ନିଜଠୁ ୩୬ ବର୍ଷ ସାନ ଅଭିନେତା...

ଏକାନ୍ତରେ ରହୁଛନ୍ତି ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡର ଭେଟେରାନ ଅଭିନେତା ଦିଲୀପ କୁମାରଙ୍କ ଗତ ବର୍ଷ ଦେହାନ୍ତ ହୋଇଛି। ଦିଲୀପ କୁମାରଙ୍କ ବିୟୋଗ ପରେ ତାଙ୍କ ସ୍ତ୍ରୀ ସାଇରା ବାନୋ ସମ୍ପୂର୍ଣ୍ଣ ଭାଙ୍ଗି...

ନିଜ ସ୍ବୟମ୍ବର ନେଇ ତମନ୍ନା ଦେଲେ ମଜାଳିଆ ଉତ୍ତର…

ମୁମ୍ବାଇ: ସାଉଥ୍‌ ଫିଲ୍ମରୁ ବଲିଉଡ୍‌ରେ ଏଣ୍ଟ୍ରି କରିଥିବା ତମନ୍ନା ଭାଟିଆଙ୍କୁ ନେଇ ଏବେ ସୋସିଆଲ୍‌ ମିଡ଼ିଆରେ ଚର୍ଚ୍ଚା ଜାରି ରହିଛି। କିଛି ଦିନ ତଳେ ଏକ...

୧୬ ବର୍ଷର ବିବାହ, ଦୁଇ ଝିଅ; ଅଧୁନାଙ୍କ ସହ ସମ୍ପର୍କ ଛିନ୍ନ କରି ଦ୍ୱିତୀୟ ବିବାହ କଲେ ଫର୍‌ହାନ୍‌

ବମ୍ବେ: ୩ ବର୍ଷର ପ୍ରେମ, ୧୬ ବର୍ଷର ବିବାହକୁ ଭୁଲି ଆଗକୁ ବଢ଼ିଛନ୍ତି ବଲିଉଡ୍‌ ଅଭିନେତା ଫରହାନ୍‌ ଅଖ୍‌ତର। ଶନିବାର ସେ ପ୍ରେମିକା ଶିବାନୀ ଦାଣ୍ଡେକରଙ୍କୁ...

ସ୍ବାମୀଙ୍କ ନାଁରେ ଚାଞ୍ଜଲ୍ୟକର ଅଭିଯୋଗ ଆଣିଲେ ଏହି ଅଭିନେତ୍ରୀ

ଟିଭି ଶୋ’ ‘ୟେ ରିସ୍ତା କ୍ୟା କେହଲାତା ହୈ’ ଫେମ ଅଭିନେତା କରଣ ମେହେରା ଏବଂ ତାଙ୍କ ସ୍ତ୍ରୀ ନିଶା ରାୱଲ ବ୍ରେକଅପ ହେବାକୁ ଯାଉଛନ୍ତି।...

ଦୀପାବଳିରୁ ହଜିଛି, ଏଯାଏ ମିଳିନି

ବମ୍ବେ: ଚିନ୍ତାରେ ଅଛନ୍ତି ବିଗ୍‌ବସ୍‌ ପ୍ରତିଯୋଗୀ ତଥା ଅଭିନେତା କୁଶାଲ ଟଣ୍ଡନ। କାରଣ ଦୀପାବଳିଠାରୁ ତାଙ୍କ ପୋଷା କୁକୁର ହଜିଯାଇଛି। ଖୋଜି ଖୋଜି ଥକିଥିଲେ ହେଁ...

ବଲିଉଡରେ ୩୫ ବର୍ଷ ପୂରଣ କଲେ ଭାଇଜାନ

ମୁମ୍ବାଇ: ବଲିଉଡ ଭାଇଜାନ ସଲମାନ ଖାଁ ୨୬ ଅଗଷ୍ଟରେ ତାଙ୍କ ବଲିଉଡ କ୍ୟାରିୟରର ୩୫ ବର୍ଷ ପୂରଣ କରିଛନ୍ତି। ଅଭିନେତା ୧୯୮୮ରେ ମୁଭି ‘ବିବି ହୋତୋ...

ଏରିକାଙ୍କୁ ଛାଡ଼ି ଏବେ ଆରିୟାଙ୍କ ପ୍ରେମରେ ପାର୍ଥ

ମୁମ୍ବାଇ: ଲୋକପ୍ରିୟ ଟେଲିଭିଜନ ଧାରାବାହିକ ‘କସୌଟି ଜିନ୍ଦେଗୀ କି’ରେ ନାଏକ ସାଜିଥିବା ପାର୍ଥ ସମନ୍ଥାନ ଗୋଟିଏ ପରେ ଗୋଟିଏ ପ୍ରେମିକା ବଦଳାଉଛନ୍ତି। ନିକଟରେ ସେ ଏରିକାଙ୍କ...

Advertisement
Archives

Model This Week