କେନାଲରେ ବୁଡି ୨ ଛାତ୍ରଙ୍କ ମୃତ୍ୟୁ ଘଟଣା: ସ୍ବାଭାବିକ ହେଲା ରଟିଣା ହାଇସ୍କୁଲ

ଖଇରା, ୨।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ରଟିଣା ନୋଡାଲ ହାଇସ୍କୁଲର ୨ ଛାତ୍ରଙ୍କ ମୃତ୍ୟୁ ପରେ ୫ଦିନ ଧରି ବନ୍ଦ ରହିଥିବା ସ୍କୁଲରେ ସ୍ବାଭାବିକ ପରିସ୍ଥିତି ଫେରିଛି ା ଗୁରୁବାର ପୂର୍ବାହ୍ନରେ ଖଇରା ବ୍ଲକ ଶିକ୍ଷାଧିକାରୀ ଧରଣୀଧର ପାତ୍ର ନିଜ କାର୍ଯ୍ୟାଳୟର କର୍ମଚାରୀମାନଙ୍କ ସହ ବିଦ୍ୟାଳୟକୁ ଯାଇ ଗେଟ ତାଲା ଖୋଲିବା ସହ ନୂତନ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ପ୍ରଧାନଶିକ୍ଷକ ସୁବୋଧ କୁମାର ସାହୁଙ୍କୁ ଚାବି ହସ୍ତାନ୍ତର କରିଥିଲେ ା ପରେ ପୂର୍ବଭଳି ପାଠ ପଢା ଆରମ୍ଭ କରିବାକୁ ଶିକ୍ଷାଧିକାରୀ ପାତ୍ର ପରିଚାଳନା କମିଟିର ସଭାପତି ବିଦ୍ୟାଧର ଶତପଥି, ସରପଞ୍ଚ ସତ୍ୟାନନ୍ଦ ଜେନା, ଚିନ୍ତାମଣି ଦାସ, ନିରଞ୍ଜନ ମହାପାତ୍ରଙ୍କ ସମେତ କମିଟିର ଅନ୍ୟ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିଥିଲେ। ଶୁକ୍ରବାରଠାରୁ ପୂର୍ବଭଳି ପାଠପଢା, ମଧ୍ୟାହ୍ନଭୋଜନ ପ୍ରସ୍ତୁତି କରିବାକୁ ସର୍ବସମ୍ମତ୍ତିକ୍ରମେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା ା ତେବେ ବିଦ୍ୟାଳୟରେ ପୂର୍ବରୁ କାର୍ଯ୍ୟରତ ଖେଳଶିକ୍ଷକ ଉମାକାନ୍ତ ସାହୁଙ୍କୁ ବଦଳି କରିବା ବଦଳରେ ନିଲମ୍ବନ କରାଯିବା ଘଟଣାରେ କମିଟି ସଭ୍ୟ ଅସନ୍ତୋଷ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ପରାଜୟର ଗୁମର ଖୋଲିଲେ ଦଳୀୟ ବିଧାୟକ ଗୌତମବୁଦ୍ଧ ଦାସ, କହିଲେ ଅଧିକ…

ଭୁବନେଶ୍ୱର,୧୩ା୬: ପୁଣି ଥରେ ବିଜେଡି ପରାଜୟର କଥା ଦୋହରାଇଛନ୍ତି ବିଜେଡିର ଭୋଗରାଇ ବିଧାୟକ ଗୌତମବୁଦ୍ଧ ଦାସ। ନିଜ ନିର୍ବାଚନ ମଣ୍ଡଳୀର ଏକ କାର୍ଯ୍ୟକ୍ରମରେ ବିଧାୟକ ବିଜେଡିର ପରାଜୟ…

ସାଙ୍ଗମାନଙ୍କ ସହ ଗାଧୋଇବାବେଳେ ପାଣିରେ ବୁଡ଼ି ୨ ଜଣଙ୍କ ଜୀବନ ଗଲା

ନୀଳଗିରି,୧୦ା୬(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ରାଧାକିଶୋରପୁର ପଞ୍ଚାୟତ ସୋନ ନଦୀ ରଣିତ ଘାଟରେ ଘଟିଛି ଅଘଟଣ। ବୁଧବାର ମଧ୍ୟାହ୍ନରେ ଦୁଇ ସାଙ୍ଗ ଜାମୁକୋଳି…

ମର୍ମନ୍ତୁଦ ଦୁର୍ଘଟଣା: ବାପା-ଝିଅଙ୍କ ଉପରେ ମାଡ଼ିଗଲା ଟ୍ରକ, ଆଉ ତା’ପରେ…

ସୋର,୭।୬(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଉତ୍ତରେଶ୍ୱର ବସ୍‌ ଷ୍ଟପ୍‌ ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ…

ନାବାଳିକାଙ୍କୁ ନେଇ ଚମ୍ପଟ ମାରିଲା ପ୍ରେମିକ, ପୁଅର କାରନାମା ପାଇଁ ଭିଟାମାଟି ଛାଡ଼ିଲେ ମାଆ-ବାପା

ଭୋଗରାଇ,୫।୬(ପ୍ରଦୀପ ଦାସ )ନାବାଳିକାଙ୍କୁ ନେଇ ଛୁ ମାରିଲେ ପ୍ରେମିକ । ପ୍ରେମିକା ଓ ପ୍ରେମିକଙ୍କ ପତ୍ତା ମିଳୁନଥିବାବେଳେ ପୋଲିସ ଓ ନାବାଳିକାଙ୍କ ପରିବାର ଭୟରେ ଆତ୍ମଗୋପନ କରିଛନ୍ତି…

ବାହା ବେଦୀରେ ବଦଳିଗଲା ବରଙ୍କ ମନ, ଅଧା ବାହାଘରରୁ ପ୍ରେମିକାଙ୍କୁ ଛାଡ଼ି ଚାଲିଆସିଲେ…

ବାଲେଶ୍ୱର,୪ା୬(ବାଞ୍ଛାନିଧି ଦେ): ୪ ବର୍ଷର ପ୍ରେମ ସମ୍ପର୍କ। ପ୍ରଥମେ କୋର୍ଟ ମ୍ୟାରେଜ୍‌। ତା’ପରେ ଚାଲିଥିଲା ମନ୍ଦିରରେ ବାହାଘର। ହେଲେ ବାହାବେଦୀରେ ବଦଳିଗଲା ବରଙ୍କ ମନ। ଅଧା ବାହାଘରରୁ…

ସଂଘବଦ୍ଧ ଆକ୍ରମଣ କଲେ ସମ୍ପର୍କୀୟ, ବ୍ୟକ୍ତି ଗୁରୁତର

ସିମୁଳିଆ,୨।୬(ସନ୍ତୋଷ କୁମାର ନାୟକ): ଜମିବାଡ଼ି ସଂକ୍ରାନ୍ତିୟ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମଙ୍ଗଳବାର ବାଲେଶ୍ୱର ଜିଲା ସିମୁଳିଆ ଥାନା କ୍ଷୀରକୋଣା ମଳିକସାହି ଅଞ୍ଚଳର ଲକ୍ଷ୍ମୀଧର ଦାସ (୪୫) ନାମକ…

ଟ୍ରେନ ଉପରେ ପଡ଼ିଲା କ୍ରେନ୍‌

ବାଲେଶ୍ୱର/ନୀଳଗିରି,୨୮।୫(ବାଞ୍ଛାନିଧି ଦେ/ପ୍ରଶାନ୍ତ ବିଶ୍ୱାଳ): ନୀଳଗିରି-ଗୋପୀନାଥପୁର ରେଲ ଷ୍ଟେଶନରେ ଏକ ଅଘଟଣ ଘଟିଛି। ଅନ୍‌ ଲୋଡିଂ ବେଳେ କ୍ରେନ୍‌ ଭାଙ୍ଗି ୨ଟି ମାଲବାହୀ ଟ୍ରେନ ଉପରେ ପଡ଼ିଥିଲା। ଫଳରେ…

ଓଲଟିଲା ଲୁଣ ବୋଝେଇ ଇଞ୍ଜିନ ରିକ୍ସା, ଖାଲାସୀ ମୃତ

ଭୋଗରାଇ,୨୮।୫( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା – ବାଲିଆପାଳ ରାସ୍ତା ଜଳଧା ଗ୍ରାମ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri