କେନ୍ଦୁଝରରୁ ଆଉ ୪ କରୋନା ପଜିଟିଭ ଚିହ୍ନଟ, ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ଛୁଇଁଲା

କେନ୍ଦୁଝର, ୨।୬(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ମଙ୍ଗଳବାର ଆଉ ୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୦ରେ ପହଞ୍ଚିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ପଟଣା ବ୍ଲକରୁ ଦୁଇ ଜଣ ଚିହ୍ନଟ ହୋଇଥିବା ବେଳେ ଚମ୍ପୁଆ ବ୍ଲକରୁ ଜଣେ ଓ ବଡ଼ବିଲରୁ ଜଣେ ଚିହ୍ନଟ ହୋଇଛନ୍ତି। ପାଟଣା ବ୍ଲକରୁ ଚିହ୍ନଟ ଆକ୍ରାନ୍ତ ଦ୍ୱୟ ଗୁଜୁରାଟରୁ ଫେରି କ୍ୱାରାଣ୍ଟାଇନରେ ଥିଲେ। ସେହିପରି ଚମ୍ପୁଆ ବ୍ଳକରୁ ଚିହ୍ନଟ ଆକ୍ରାନ୍ତ ତାମିଲନାଡୁରୁ ଓ ବଡବିଲରୁ ଚିହ୍ନଟ ଆକ୍ରାନ୍ତ ତେଲେଙ୍ଗାନାରୁ ଫେରିଥିଲେ। ଉଭୟ କ୍ୱାରାଣ୍ଟାଇନ ସେଣ୍ଟରରେ ରହିଥିଲେ। ଏହି ପଜିଟିଭ ଚିହ୍ନଟ ପରେ ପ୍ରଶାସନ ପକ୍ଷରୁ ଉକ୍ତ କେନ୍ଦ୍ରଗୁଡ଼ିକର କଣ୍ଟେନମେଣ୍ଟ ଅବଧିକୁ ବୃଦ୍ଧି କରିବା ସହ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଚିହ୍ନଟମାନଙ୍କୁ କୋଭିଡ୍‌ ହସ୍ପିଟାଲକୁ ଚିକିତ୍ସା ପାଇଁ ପଠାଯାଇଥିବା ଜଣାପଡିଛି । ଅଦ୍ୟାବଧି ୮ଜଣ କରନା ରୋଗୀ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଅନ୍ୟମାନେ ବିଭିନ୍ନ କୋଭିଡ-୧୯ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପରିତ୍ୟକ୍ତ ଅବସ୍ଥାରେ ଜମ୍ବୁ ବ୍ରିଟିଶ ଲାଲ୍‌ କୋଠା, ଭୁଲ୍‌ କଲେ ଓଡ଼ିଶା ଲୋକଙ୍କୁ ଏଠାରେ ମିଳୁଥିଲା ଦଣ୍ଡ, ଆଉ ଏବେ…

ମହାକାଳପଡ଼ା,୧୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ବ୍ରିଟିଶ ଲାଲ କୋଠା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଏହା ଓଡ଼ିଶାର ବ୍ରିଟିଶ ଶାସକମାନଙ୍କ…

ବିରୂପା ନଦୀକୁ ଡେଇଁଲେ ଦମ୍ପତ୍ତି, ସ୍ତ୍ରୀ ଉଦ୍ଧାର, ସ୍ବାମୀ ଏବେ ବି…

ବରୀ,୧୪।୯(ମହେନ୍ଦ୍ର ସ୍ବାଇଁ/ଶୁଭାଶିଷ ରାଉତ ): ବିରୂପା ନଦୀର ବାଲିକୁଦା ସେତୁ ଉପରୁ ଜଣେ ଦମ୍ପତ୍ତି ଡେଇଁ ପଡିଛନ୍ତି। ସ୍ଥାନୀୟ ଲୋକମାନେ ଉଭୟଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା…

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ଦିବ୍ୟାଙ୍ଗ ସାର୍ଟିଫିକେଟ୍ ନାଁରେ ଚାଲିଛି ମୋଟା ଅଙ୍କର ଠକେଇ! ଶିବିରରେ ଉତ୍ତେଜନା

ହାଟଡ଼ିହୀ/ଛେନାପଦୀ,୧୩।୯(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଆୟୋଜିତ ହୋଇଥିବା ଭୀମଭୋଇ ଭିନ୍ନକ୍ଷମ ଶିବିରରେ ଦଲାଲଙ୍କ ପ୍ରାଦୁର୍ଭାବ ଦେଖାଯାଇଥିଲା। ଅଧିକ ପ୍ରତିଶତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?