Posted inରାଜ୍ୟ

କେନ୍ଦୁଝରରେ ଅଦିନିଆ ବର୍ଷା

କେନ୍ଦୁଝର,୩୦ା୧(ସ୍ବ.ପ୍ର.): କେନ୍ଦୁଝର ଜିଲାର ବିଭିନ୍ନ ସ୍ଥାନରେ ଗୁରୁବାର ପୂର୍ବାହ୍ନରେ ଅଦିନିଆ ବର୍ଷା ସାଙ୍ଗକୁ ପବନ ଓ କୁଆପଥର ମାଡ଼ ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି। ବୁଧବାର ରାତିରେ ମଧ୍ୟ ଅନେକ ସ୍ଥାନରେ ବର୍ଷା ହୋଇଥିଲା। ପୂର୍ବାହ୍ନରେ ହଠାତ୍‌ ବାତ୍ୟା ପବନ ହେବାରୁ ସଦର ବ୍ଲକ ଅଧୀନ ବେଲପଶି, ମଥୁରାମଣ୍ଡଳୀ ଆଦି ଗ୍ରାମରେ ଘରର ଛାତ ଉଡ଼ି ଯାଇଥିବା ବେଳେ ଗଛ ଡାଳ ଭାଙ୍ଗିଯାଇଛି। ସେହିଭଳି ବିଦ୍ୟୁତ୍‌ ଖୁଣ୍ଟ ଉପୁଡ଼ି ପଡିଥିବା ଜଣାପଡିଛି। ହଠାତ୍‌ ବର୍ଷା ସାଙ୍ଗକୁ ଜୋରରେ ପବନ ବହିବାରୁ ଦୁଇଟି ଗ୍ରାମର ପାଖାପାଖି ଛଅଟି ଘର କ୍ଷତିଗ୍ରସ୍ତ ହୋଇଛିି। ଜିଲାର ଅନେକ ଅଞ୍ଚଳରେ ବର୍ଷା ଓ କୁଆପଥର ମାଡ଼ ଯୋଗୁ ଆମ୍ବଗଛରୁ ବଉଳ ଝଡ଼ିପଡିଛି। ଏଣୁ କ୍ଷତିଗ୍ରସ୍ତ ଆମ୍ବଚାଷୀଙ୍କୁ ସହାୟତା ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଟିଏମ୍‌ ସୁରକ୍ଷା କର୍ମୀଙ୍କ ମୃତ୍ୟୁ: ଅଂଶୁଘାତ ସନ୍ଦେହ

ଧାମନଗର, ୧୭।୪ (ଡି.ଏନ.ଏ.) – ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ଅର୍ଜୁନପୁର ଗ୍ରାମର ପ୍ରହଲ୍ଲାଦ ରାଉତଙ୍କ ପୁଅ ଇନ୍ଦ୍ରଜିତ(୩୩)ଙ୍କର ବୁଧବାର ସକାଳେ ମୃତ୍ୟୁ ଘଟିଛି।...

ଓଇଆର୍‌ସି ଅଫିସ ଘେରିଲା କଂଗ୍ରେସ

ଭୁବନେଶ୍ୱର, ୭ା୪(ବ୍ୟୁରୋ): ଓଡିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି) ପକ୍ଷରୁ ବିଦ୍ୟୁତ୍‌ ଦର ବୃଦ୍ଧି ପ୍ରତିବାଦରେ ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ(ଓଇଆର୍‌ସି) କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ...

ସରକାରୀ ଜମି ଅବରୋଧ ପ୍ରତିବାଦରାସ୍ତା ଅବରୋଧ କଲେ ଶ୍ରୀଜଙ୍ଗ ଗ୍ରାମବାସୀ

ବାହାନଗା,୨୪।୭(ଡି.ଏନ.ଏ.)-ଖନ୍ତାପଡ଼ା ଥାନା ଅଧୀନସ୍ଥ ରେମୁଣା ବ୍ଲକର ଶ୍ରୀଜଙ୍ଗ ଗ୍ରାମର ସରକାରୀ ଗୋଚର ଓ ଆଡ଼ିବନ୍ଧକୁ ପ୍ରଭାବଶାଳୀ ଲୋକମାନେ ଜବରଦସ୍ତ ଅବରୋଧ କରି ରଖିଥିବାରୁ ଗ୍ରାମବାସୀ ଏହାର...

ବାତ୍ୟାରେ ୩,୨୧୪ ହେକ୍ଟର ଫସଲ କ୍ଷତିଗ୍ରସ୍ତ

କଣାସ, ୨।୬(ଡି.ଏନ୍‌.ଏ.)-ପ୍ରଳୟଙ୍କରୀ ବାତ୍ୟା ଫନୀରେ ପୁରୀ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ହୋଇଥିବାବେଳେ ଚାଷ ଜମି ସବୁ ଉଜୁଡ଼ି ଯାଇଛି। ଡେଲାଙ୍ଗ ବ୍ଲକରେ ୬,୭୫୯ ଚାଷୀଙ୍କର...

ଶିବ ମନ୍ଦିରରେ ଗଞ୍ଜେଇ ନିଷେଧକୁ ନେଇ ଧାର୍ମିକ ଦ୍ୱନ୍ଦ୍ୱ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ଶୈବପୀଠରେ ଗଞ୍ଜେଇ ବ୍ୟବହାରକୁ ନିଷେଧ କରିବା ଲାଗି ସଂସ୍କୃତି ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହା ପରେ ଏହି ପ୍ରସଙ୍ଗରେ ଭିନ୍ନ ମତ...

୧୦ କାରିଗର, ହସ୍ତଶିଳ୍ପୀଙ୍କୁ ‘ଓଡ଼ିଶା ହେରିଟେଜ ଆୱାଡର୍‌ସ’

ଭୁବନେଶ୍ୱର,୧୭।୭(ବ୍ୟୁରୋ) – ରାଜ୍ୟର କଳା ଓ ଡିଜାଇନ୍‌ ଐତିହ୍ୟ ପ୍ରତି ପ୍ରମୁଖ ଯୋଗଦାନ ରଖିଥିବା ପ୍ରତିଭାଙ୍କୁ ସମ୍ମାନିତ କରିବା ସହ ସେମାନଙ୍କ ସଫଳତାକୁ ନେଉ ଉତ୍ସବ...

ଓଡିଆଙ୍କୁ ‘ବିଶ୍ୱ ପଖାଳ ଦିବସ’ର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ

ପୁରୀ ଅଫିସ,୨୦।୩: ଆଜି ‘ବିଶ୍ୱ ପଖାଳ ଦିବସ’। ପ୍ରତ୍ୟେକ ବର୍ଷ ମାର୍ଚ୍ଚ ୨୦ ତାରିଖକୁ ପଖାଳ ଦିବସ ରୂପେ ପାଳନ କରାଯାଏ। ଏହି ଅବସରରେ ପୁରୀ...

୧୩ ନୂଆ ବିମାନ ଚଳାଚଳ ପାଇଁ ପ୍ରସ୍ତାବ

ଭୁବନେଶ୍ୱର,୨୨।୧(ବ୍ୟୁରୋ): ଓଡ଼ିଶାରୁ ବିଭିନ୍ନ ସ୍ଥାନକୁ ୧୩ ନୂଆ ବିମାନ ଚଳାଚଳ ପାଇଁ ପ୍ରସ୍ତାବ ଦିଆଯାଇଛି। ଭୁବନେଶ୍ୱରରୁ ବାଙ୍ଗାଲୋର ଓ ସୁରଟକୁ ଗତ ୨୦ ତାରିଖରୁ ବିମାନ...

Advertisement
Archives

Model This Week