କେନ୍ଦୁଝରରେ ପ୍ରଥମ କରୋନା ପଜିଟିଭ୍‌

କେନ୍ଦୁଝର, ୨୯।୪(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପଞ୍ଚୁପଲି ପଞ୍ଚାୟତର ନୂଆଗାଁରେ ଜଣେ ୬୦ ବର୍ଷ ବୟସ୍କ କରୋନା ପଜିଟିଭ ଚିହ୍ନଟ ହୋଇଛି। ସେ କଲିକତାରୁ ଫେରିଥିଲେ। ସେ କଲିକତାରୁ ଫେରି ୧୪ ଦିନ କ୍ୱାରାଣ୍ଟାଇନରେ ରହି ଘରକୁ ଫେରିଥିଲେ। ତାଙ୍କ ସହିତ ୨୧୯ ଜଣଙ୍କ ସ୍ବାବ ଟେଷ୍ଟ ପାଇଁ ପଠାଯାଇଥିଲା। ତେବେ ଏହି ଗୋଟିଏ ପଜିଟିଭ ବାହାରି ଥିବା ସିଡିଏମଓ ଡକ୍ଟର ଅଶୋକ ଦାସ ସୂଚନା ଦେଇଛନ୍ତି। ସମୁଦାୟ ୩୭୦ଜଣ କଲିକତାରୁ ଫେରିଥିବାବେଳେ ୨୮ ଦିନ କଟାଇଥିବା ଲୋକଙ୍କୁ ଛାଡି ବାକି ୨୧୯ ଜଣଙ୍କ ସୱାବ ଟେଷ୍ଟ ଯାଞ୍ଚ ବେଳେ ଜଣା ପଡିଥିଲା। ସେ କଲିକତା ବଡ଼ ବଜାରରେ ଶ୍ରମିକ ଭାବରେ କାମ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷା, ପରିମଳ ବ୍ୟବସ୍ଥାରେ ସୁଧାର ଆସୁନି

ସୋନପୁର, ୨୬।୮(ନି.ପ୍ର.):ରାଜ୍ୟ ସରକାର ୫-ଟି ଯୋଜନାରେ ହାଇସ୍କୁଲଗୁଡିକୁ ପର୍ଯ୍ୟାୟକ୍ରମେ ସାମିଲ କରି ଏହାର ରୂପାନ୍ତରଣ କରୁଛନ୍ତି। ଗତ ନଭେମ୍ବର ୧୪ରେ ପ୍ରଥମ ପର୍ଯ୍ୟାୟରେ ସୁବର୍ଣ୍ଣପୁର ଜିଲାର...

ମଦ ଦୋକାନ ବନ୍ଦ ଦାବିରେ ମହିଳାଙ୍କ ରାସ୍ତାରୋକୋ

ପୁରୁଷୋତ୍ତମପୁର(ଡି.ଏନ୍‌ଏ.)/ କବିସୂର୍ଯ୍ୟନଗର,୧୯ା୧୧- ପୁରୁଷୋତ୍ତମପୁର ବ୍ଲକ ତଥା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ବଡ ଖରିଡା ପଞ୍ଚାୟତ ବାଣନଈ ଗ୍ରାମ ନିକଟରେ ଥିବା ଦେଶୀ ମଦ ଦୋକାନକୁ ସମ୍ପୂର୍ଣ୍ଣ...

ନାବାଳିକାଙ୍କ ଆତ୍ମହତ୍ୟା, ଯୁବକଙ୍କୁ ହତ୍ୟା ଅଭିଯୋଗ

ଜଗତ୍‌ସିଂହପୁର ଅଫିସ,୧୨ା୨: ମାତ୍ର ୨ କିଲୋମିଟର ବ୍ୟବଧାନରେ ଜଣେ ୧୪ବର୍ଷର ନାବାଳିକା ଓ ଜଣେ ଯୁବକଙ୍କ ମୃତଦେହ ପୃଥକ ସ୍ଥାନରୁ ଉଦ୍ଧାର କରାଯାଇଛି। ନାବାଳିକା ଜଣଙ୍କ...

କରଡି ଲାଗି ପଦା ହେଉଛି ବାଉଁଶ ଜଙ୍ଗଲ

ବାଲିମେଳା,୨୭ା୭(ଶିବଦତ୍ତ ସାହୁ): ଦିନକୁ ଦିନ ବାଉଁଶ ଗଜା(କରଡି)ର ଚାହିଦା ସ୍ଥାନୀୟ ଅଞ୍ଚଳରେ ବଢୁଛି। ଲୋକେ ଏଥିରେ ବିଭିନ୍ନ ପ୍ରକାର ବ୍ୟଞ୍ଜନ ପ୍ରସ୍ତୁତ କରି ଖାଉଥିବା ବେଳେ...

ସୁନ୍ଦରଗଡ଼ ଜିଲାରେ ଆଉ ୮ କରୋନା ପଜିଟିଭ୍‌ ଚିହ୍ନଟ

ସୁନ୍ଦରଗଡ଼,୨।୬(ଡି.ଏନ୍‌.ଏ): ସୁନ୍ଦରଗଡ଼ ଜିଲାରେ ମଙ୍ଗଳବାର ଆଉ ୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିରେ ୭ ଜଣ ପୁରୁଷ ଓ ଜଣେ ମହିଳା ଅଛନ୍ତି। ଏମାନଙ୍କ...

‘ସ୍ବାସ୍ଥ୍ୟମନ୍ତ୍ରୀ ଯେଉଁଠିକୁ ଯିବେ ସେଠାରେ କଳାପତାକା ଦେଖାଇବୁ’

ଝାରସୁଗୁଡ଼ା ଅଫିସ,୨୨ା୨: ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ  ଝାରସୁଗୁଡ଼ା ପୌର ପରିଷଦ ୧୩ନଂ ଓ୍ବାର୍ଡ ବାଲିଯୋରୀ ଗ୍ରାମରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାପାଇଁ ଯାଉଥିବାବେଳେ ଜିଲା କଂଗ୍ରେସ...

ମଧ୍ୟାହ୍ନଭୋଜନ ଚାଉଳରେ ମୂଷାଲଣ୍ଡି

ଦାରିଙ୍ଗବାଡ଼ି,୫।୨(ଡି.ଏନ.ଏ.)-ଦାରିଙ୍ଗବାଡ଼ି ବ୍ଲକ ଗଦାପୁର ହାଇସ୍କୁଲରେ ଅଷ୍ଟମରୁ ଦଶମ ପର୍ଯ୍ୟନ୍ତ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ମାତ୍ର ସର୍ବଶିକ୍ଷା ଅଭିଯାନ ପକ୍ଷରୁ କେବଳ ଅଷ୍ଟମର ୧୫୦ ଜଣ ଛାତ୍ରୀଛାତ୍ରଙ୍କୁ...

ରାୟଗଡ଼ାକୁ ୩ ସ୍ବର୍ଣ୍ଣ, ୧ ରୌପ୍ୟ

ରାୟଗଡା ଅଫିସ,୩୦ା୫: ପଶ୍ଚିମବଙ୍ଗର ହାୱଡାଠାରେ ଅନୁଷ୍ଠିତ ଜାତୀୟ ସ୍ତରୀୟ ଭାରୋତ୍ତଳନ ପ୍ରତିଯୋଗିତାରେ ରାୟଗଡ଼ାର ଶହୀଦ ଲକ୍ଷ୍ମଣ ନାୟକ ଜିମ୍‌ର ଲିପ୍‌ସା ଖୋସଲା(୧୩) ୫୩ ବର୍ଗରେ ଭାଗ...

Advertisement
Archives

Model This Week