କେନ୍ଦୁଝର-ଚମ୍ପୁଆ ବସ ମାଲିକ ସଂଘ ବିବାଦ ଘନଉଛି : ହୀନସ୍ତା ଭୋଗ କରୁଛନ୍ତି ଯାତ୍ରୀ

କେନ୍ଦୁଝର,୧୦ା୬(ସ୍ବ.ପ୍ର.) : କେନ୍ଦୁଝର ଓ ଚମ୍ପୁଆ ବସ ମାଲିକ ସଂଘ ବିବାଦ ଘନେଇବାରେ ଲାଗିଛି। ଏହି ବିବାଦ ଯୋଗୁ ଯାତ୍ରୀମାନେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅଧା ରାସ୍ତାରେ ଉଭୟ ସଂଘର କର୍ମକର୍ତ୍ତା ଓ କର୍ମଚାରୀମାନେ ସଦର ବ୍ଲକ ପଳାଶପଙ୍ଗା ଓ ଝୁମ୍ପୁରାରେ ଯାତ୍ରୀମାନଙ୍କୁ ଓହ୍ଲାଇ ଦେଉଥିବାରୁ ଯାତ୍ରୀମାନେ ନିଜ ନିଜ ଗନ୍ତବ୍ୟସ୍ଥଳକୁ ଯିବାରେ ବହୁ ଅସୁବିଧା ଭୋଗୁଛନ୍ତି। ଫଳରେ ବିବାଦ ଘନୀଭୂତ ହେବାରେ ଲାଗିଛି। ତୁରନ୍ତ ସମାଧାନ କରିବା ପାଇଁ ଆରଟିଓଙ୍କୁ କୁହାଯାଇଛି ବୋଲି ଅତିରିକ୍ତ ଜିଲାପାଳ ଡଃ ଭକ୍ତ ଚରଣ ପ୍ରଧାନ କହିଛନ୍ତି। ବସ ଚଳାଚଳ ସମୟକୁ ନେଇ ବିବାଦ ଦେଖାଦେଇଛି। ଏନେଇ ଟାଉନ ଥାନାରେ ବୈଠକ ବସି ସମାଧାନ କରାଯାଉଛି ବୋଲି ଆର୍‌ଟିଓ ନିର୍ମଳ ମହାନ୍ତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

ନୁଆମାହରା ଘାଇ ପୁଣି ଭାଙ୍ଗିଲା, ୧୦ ଗ୍ରାମବାସୀ ଜଳବନ୍ଦୀ

ସିଂହପୁର,୨୬।୯: ଅନଙ୍ଗ ଉଦୟ ବେଉରିଆ ଖରସ୍ରୋତା ନଦୀରେ ପୁଣି ବନ୍ୟା ଆସିବାରୁ ବିଂଝାରପୁର ବ୍ଲକ ଅନ୍ତର୍ଗତ ଜରି ପଞ୍ଚାୟତ ନାଉବାଙ୍କ ଗ୍ରାମ ନିକଟ ନୁଆମାହାରଠାରେ ପୁଣି ଘାଇ…

ବନ୍ୟାଜଳରେ ବୁଡ଼ିଲା କୁକୁଡ଼ା ଫାର୍ମ, ୩ ହଜାରରୁ ଅଧିକ କୁକୁଡ଼ା ମୃତ

ଗଞ୍ଜାମ, ୨୬/୯ (ଅନାଥ ତରାଇ/ଦିଲୀପ ସାମଲ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଅଞ୍ଚଳରେ ଏକ କୁକୁଡ଼ା ଫାର୍ମରେ ପାଣି…

ବାଇକ୍‌-ବୋଲେରୋ ମୁହାଁମୁହିଁ ଧକ୍କା: ଯୁବକ ମୃତ

ବଲାଙ୍ଗିର, ୨୬।୯(ସୁନିଲ ମହାନ୍ତି ): ବଲାଙ୍ଗୀର-ସୋନପୁର ରାସ୍ତାର ମଳମୁଣ୍ଡା ନିକଟରେ ଶୁକ୍ରବାର ଏକ ବାଇକ୍‌ ଓ ବୋଲେରୋ ମଧ୍ୟରେ ଦୁର୍ଘଟଣା ଘଟି ଜଣେ ଯୁବ ବାଇକ୍‌ ଚାଳକଙ୍କ…

ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ : କଳାହାଣ୍ଡି ଝିଅ ରେଶମା ବେହେରା ଜିତିଲେ ସ୍ୱର୍ଣ୍ଣ ପଦକ

ଭବାନୀପାଟଣା, ୨୬।୯ (ଉତ୍ତମ କୁମାର ଦାଶ): ବିହାରର ପାଟନାଠାରେ ଗତ ୩ ଦିନ ଧରି ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆୟୋଜିତ ହୋଇଥିଲା। ଏଥିରେ କଳାହାଣ୍ଡିର ଝିଅ…

ତାମ୍ପରା ହ୍ରଦର ଜଳସ୍ତର : ଆଉ ୪ ଫୁଟ ପାଣି ବଢ଼ିଲା, ଜଳନିଷ୍କାସନ ନ ହେଲେ ବଢ଼ିବ ସମସ୍ୟା

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ ବ୍ୟାଙ୍କ କଲୋନୀ ଅଞ୍ଚଳରେ ଜମି ରହିଥିବା ଜଳସ୍ତର ଶନିବାର ସକାଳୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?