କେନ୍ଦୁଝର ଜିଲାରେ ଆଉ ୨ ପଜିଟିଭ୍‌ ଚିହ୍ନଟ

କେନ୍ଦୁଝର,୯।୬(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଆଉ ୨ଜଣ କରୋନା ପଜିଟିଭ୍‌ ମଙ୍ଗଳବାର ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦୁଇ ଦିନରେ ୧୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୫ରେ ପହଞ୍ଚିଛି। ମଙ୍ଗଳବାର ଚିହ୍ନଟଙ୍କ ମଧ୍ୟରୁ ସହରପଡା ବ୍ଲକ ଅଞ୍ଚଳର ଜଣେ ଓ ହରିଚନ୍ଦନପୁର ବ୍ଲକ ଅଞ୍ଚଳରେ ଜଣେ ଅଛନ୍ତି। ଉକ୍ତ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଚିହ୍ନଟମାନଙ୍କୁ କେନ୍ଦୁଝରସ୍ଥିତ କୋଭିଡ-୧୯ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଉକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି କରାଯାଉଛି। ଅଦ୍ୟାବଧି ୨୨ ଜଣ ସୁସ୍ଥ ହୋଇଥିବା ବେଳେ ଅନ୍ୟମାନେ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri