କେନ୍ଦୁଝର ଜିଲାରେ ଆଉ ୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ

କେନ୍ଦୁଝର,୧୬।୬(ସ୍ବ.ପ୍ର.): କେନ୍ଦୁଝରରେ ମଙ୍ଗଳବାର ଆଉ ୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭୫ରେ ପହଞ୍ଚିଛି। ଚିହ୍ନଟ ୫ ଆକ୍ରାନ୍ତ ସଙ୍ଗରୋଧ କେନ୍ଦ୍ରରେ ଥିଲେ। ସେମାନଙ୍କ ମଧ୍ୟରୁ ସଦର ବ୍ଲକ ଗୋପାଳପୁର ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ରରେ ୩ ଜଣ ଥିବା ବେଳେ ଆନନ୍ଦପୁରରେ ଜଣେ ଓ ଯୋଡାରେ ଜଣେ ଥିଲେ। ପୂର୍ବରୁ ଗୋପାଳପୁର କେନ୍ଦ୍ରରୁ ଚିହ୍ନଟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଏହି ୩ ଜଣ ସଂକ୍ରମିତ ହୋଇଛନ୍ତି। ତେବେ ଜିଲାର ମୋଟ ୭୫ ଆକ୍ରନ୍ତଙ୍କ ମଧ୍ୟରୁ ୨୫ ଜଣ ସୁସ୍ଥ ହୋଇଥିବା ବେଳେ ଅନ୍ୟ ୫୦ ଜଣ କେନ୍ଦୁଝର କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ୨ ଟ୍ରକ୍‌ ଚାଳକ ମୃତ

ଛତ୍ରପୁର,୧୫ା୧(ଡି.ଏନ୍‌.ଏ.)-ଛତ୍ରପୁରର ସତ୍ୟବାଦୀ ନଗର -ଏକାମ୍ର ନଗର ନିକଟ ଜାତୀୟ ରାଜପଥରେ ମଙ୍ଗଳବାର ରାତିରେ ଏକ ଟ୍ରକ୍‌କୁ ଅନ୍ୟ ଏକ ଟ୍ରକ୍‌ ପଛରୁ ଧକ୍କା ଦେବା ଫଳରେ...

ଡାହାଣୀ ସନ୍ଦେହରେ ମହିଳାଙ୍କୁ ହତ୍ୟା: କଟାମୁଣ୍ଡ ଧରି ଥାନାରେ ଆତ୍ମସମର୍ପଣ କଲେ ଅଭିଯୁକ୍ତ

ବାରିପଦା ଅଫିସ, ୧୫।୬: ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା କରକଚିଆ ଗ୍ରାମରେ ସୋମବାର ଡହାଣୀ ସନ୍ଦେହରେ ଜଣେ ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ହତ୍ୟା...

୨୯ରେ କ୍ରିୟାନୁଷ୍ଠାନ କମିଟିର ଗଣଧାରଣା

ତାଳଚେର, ୧୦ା୪(ନି.ପ୍ର.) – ତାଳଚେର ମେଡିକାଲ କଲେଜକୁ ସରକାରୀ ପରିଚାଳନାରେ କାର୍ଯ୍ୟକାରୀ କରିବା ଦାବି ଜୋର୍‌ଧରିଛି। ଏହାର ପ୍ରତିବାଦରେ ଆସନ୍ତା ଏପ୍ରିଲ୍‌ ୨୯ରେ ଉପଜିଲାପାଳଙ୍କ କାର୍ଯ୍ୟାଳୟ...

ବାଣ ବିସ୍ଫୋରଣରେ ଜଣଙ୍କ ମୃତ୍ୟୁ ଚର୍ଚ୍ଚା

ଖମାର, ୨୨।୧୦ (ଡି.ଏନ.ଏ.): ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଖମାର ଥାନା ଇଞ୍ଜିଡ଼ ପଞ୍ଚାୟତସ୍ଥିତ ସାଆନ୍ଦା ଗ୍ରାମରେ ଶୁକ୍ରବାର ସକାଳେ ବାଣ ତିଆରିବେଳେ ବିସ୍ଫୋରଣ ଘଟି...

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଣିହାଁ,୧୯।୯(ଡି.ଏନ.ଏ.)- କଣିହାଁ ଥାନା ପୋଲିସ ଗୁରୁବାର ଡେରେଙ୍ଗ ଗ୍ରାମର ଜଣେ ବିବାହିତ ଯୁବକଙ୍କ ଅର୍ଦ୍ଧ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି। ଆଇଆଇସି ପ୍ରଭାତ କୁମାର ତ୍ରିପାଠୀ...

ଧରିତ୍ରୀରେ ଖବର ପ୍ରକାଶିତ ହେବାପରେ ଚେତିଲା ପୂର୍ତ୍ତ ବିଭାଗ: ରାତିଅଧିଆ ରାସ୍ତା ମରାମତି କାର୍ଯ୍ୟ ଶେଷ

ଦାରିଙ୍ଗବାଡ଼ି,୨୦।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି-ବ୍ରାହ୍ମଣୀଗାଁକୁ ସଂଯୋଗ କରୁଥିବା ପୂର୍ତ୍ତ ବିଭାଗ ରାସ୍ତା ଦବି ଯାତାୟାତରେ ସମସ୍ୟା ହେଉଥିଲା। ତେବେ ରାସ୍ତା ମରାମତି ଦିଗରେ ବିଭାଗ ପଦକ୍ଷେପ...

ଘରେ ପଶି ସଶସ୍ତ୍ର ଡକାୟତି: ୭ ଲକ୍ଷର ସମ୍ପତ୍ତି, ନଗଦ ୨.୮୫ ଲକ୍ଷ ଲୁଟ୍‌

ରଣପୁର,୩୦ା୧(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନାର ପାଇକସାହି ମଣିନାଗ ବାଇପାସ୍‌ ରାସ୍ତାରେ ଥିବା ସତ୍ୟନାରାୟଣ ସାହୁଙ୍କ ଘରୁ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଡକାୟତି ହୋଇଛି। ଦୁର୍ବୃତ୍ତମାନେ...

ମହିଳାଙ୍କ ବଦାନ୍ୟତା: ଶ୍ରୀମନ୍ଦିରକୁ ୨୦ଲକ୍ଷ, ବିଦ୍ୟାଳୟକୁ ୧୫ଲକ୍ଷ ଦାନ

ବସ୍ତା, ୧୬।୫(ଡି.ଏନ.ଏ.): ନିଜର ବଦାନ୍ୟତା ପାଇଁ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଦାନନ୍ଦପୁର ଗ୍ରାମର ସୁପ୍ରଭା ପଣ୍ଡା (୭୦) ସମଗ୍ର ରାଜ୍ୟରେ ଚର୍ଚ୍ଚାର ପରିସରକୁ ଆସିଛନ୍ତି।...

Advertisement
Archives

Model This Week