କେନ୍ଦୁଝର ଲୋକ ସଭାରେ ଭାଜପା ଆଗୁଆ

କେନ୍ଦୁଝର ଅଫିସ,୨୩।୫: କେନ୍ଦୁଝର ଲୋକ ସଭା ଆସନରେ ଭାଜପାର ଅନନ୍ତ ନାୟକ ପ୍ରଥମ ରାଉଣ୍ଡ ଗଣତିରେ ୨୨୮ ଭୋଟରେ ଆଗୁଆ ରହିଛନ୍ତି। କେନ୍ଦୁଝର ସଦର ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ମାଧବ ସର୍ଦ୍ଦାର ୩୧୮ ଭୋଟରେ ଆଗୁଆ ଅଛନ୍ତି। ସେହିପରି ତୃତୀୟ ରାଉଣ୍ଡ ଗଣତି ପରେ ବହୁ ଚର୍ଚ୍ଚିତ ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ମନ୍ତ୍ରୀ ବଦ୍ରି ନାରାୟଣ ପାତ୍ର ୧୫୪୧ଭୋଟରେ ଆଗୁଆ ଅଛନ୍ତି। ଅନ୍ୟପଟେ ପାଟଣା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଜଗନ୍ନାଥ ନାୟକ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ଭାଜପାର ଭବାନୀ ଶଙ୍କର ନାୟକଙ୍କଠାରୁ ୧୨୫୬ ଭୋଟରେ ଆଗୁଆ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଈକୁ ବଞ୍ଚାଇବାକୁ ଯାଇ ଓଲଟିଲା ଟୁରିଷ୍ଟ ବସ୍: ୧୫ରୁ ଊର୍ଦ୍ଦ୍ବ ଗୁରୁତର

ନୀଳଗିରି, ୧୯।୯, (ପ୍ରଶାନ୍ତ କୁମାର ବିଶ୍ବାଳ): ଶେରଗଡ଼ ନୀଳଗିରି ଦେଇ ମୟୁରଭଞ୍ଜକୁ ସଂଯୋଗ କରୁଥିବା ୧୯ନଂ ରାଜ୍ୟ ରାଜପଥର ଗୁହିରା ଏବଂ ଛତ୍ରପୁର ମଝି ରାସ୍ତା ଭୁଡୁରୁବଣି…

ଫୁଲ ତୋଳିବାକୁ ଯାଇଥିଲେ ଆଦିତ୍ୟ, ଛାତରୁ ଖସି ଚାଲିଗଲା ଜୀବନ

ନୀଳଗିରି,୧୭।୯(ପ୍ରଶାନ୍ତ କୁମାର ବିଶ୍ବାଳ): ପୂଜା ପାଇଁ ଫୁଲ ତୋଳିବାକୁ ଯାଇଥିବା ବେଳେ ଘଟିଗଲା ଏକ ବଡ ଅଘଟଣ । ଛାତ ଉପରୁ ଖସିପଡ଼ି ଚାଲିଗଲା ଜୀବନ। ବାଲେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?