କେନ୍ଦୁପତ୍ର ବୋଝେଇ ଅଟୋ ଜବତ, ଜଣେ ଗିରଫ

ଛେଣ୍ଡିପଦା,୮।୬(ସ୍ବ.ପ୍ର)-ଛେଣ୍ଡିପଦା ବନାଞ୍ଚଳ ବ୍ରାହ୍ମଣବିଲ ଛକ ନିକଟରୁ ଶନିବାର ବନବିଭାଗ ଏକ କେନ୍ଦୁପତ୍ର ବୋଝେଇ ଅଟୋ ଜବତ କରିଛି। ଏହି ଘଟଣାରେ ଛେଣ୍ଡିପଦା ଥାନା କୋଶଳା ଶିମିଳିସାହିର ସାରଙ୍ଗ ସାହୁଙ୍କ ପୁଅ ଚିକୁନ ସାହୁଙ୍କୁ ଗିରଫ କରି କୋର୍ଟଚାଲାଣ କରାଯାଇଛି।
ବନବିଭାଗ କହିଛି, ଚିକୁନ ଏକ ଅଟୋ(ନଂ.ଓଡି ୧୯ ଜେ ୪୬୧୯)ରେ କେନ୍ଦୁପତ୍ର ବୋଝେଇ କରି ଚାଙ୍ଗୁଡିଆରୁ କୋଶଳା ଅଭିମୁଖେ ଆସୁଥିବାବେଳେ ଖବରପାଇ ଛେଣ୍ଡିପଦା ବନାଞ୍ଚଳ ଅଧିକାରୀ ପ୍ରତାପ ପ୍ରଧାନ ଚଢାଉ କରି ଉକ୍ତ ଅଟୋରୁ ୩ କୁଇଣ୍ଟାଲ ବେଆଇନ କେନ୍ଦୁପତ୍ର ଜବତ କରିଥିଲେ। ଏ ନେଇ କେସ ନଂ. ୭/୧୯ରେ ଏକ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି ଚୋରି: ସାହି ଜଗିବ ଠେଙ୍ଗା

ବନ୍ତଳା,୩୧।୭(ଡି.ଏନ.ଏ.)-ଅନୁଗୋଳ ଜିଲା ବନ୍ତଳା ଥାନା ଅଞ୍ଚଳରେ ଚୋରି ଘଟଣା ବୃଦ୍ଧି ପାଉଛି। ପୋଲିସ ଗ୍ରାମାଞ୍ଚଳବାସଙ୍କ ଧନଜୀବନ ରକ୍ଷା ଉପରେ ଗୁରୁତ୍ୱ ଦେଉ ନ ଥିବାରୁ ଗଁା...

ଯନ୍ତ୍ରଣାରେ ଛଟପଟ ସନ୍ତୋଷ

ବଇଣ୍ଡା,୧୭।୧୦(ଡି.ଏନ.ଏ.)  ସାଙ୍ଗମାନଙ୍କ ସହ ଖେଳୁଥିବାବେଳେ ପଡିଯାଇ ପେଟରେ ଆଘାତ ପାଇଥିଲେ ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଗ୍ରାମର ସନ୍ତୋଷ ସାହୁ (୩୦)। ଜିଲା ମୁଖ୍ୟ...

ଜୀବନ ପାଲଟିଛି ବୋଝ:ସହାୟତା ଅପେକ୍ଷାରେ ଚମ୍ପା ହଁାସଦା

ବଅଁରପାଳ, ୧୬।୭ (ଡି.ଏନ୍‌.ଏ.) ଦେହରେ ବଳ ଥିବାବେଳେ ନାଲ୍‌କୋ ପ୍ଲାଣ୍ଟରେ ଖଟି ଗୁଜୁରାଣ ମେଣ୍ଟାଉଥିଲେ। ଏବେ ହାତ ଛାଡି ଦେଇଛି ବୟସ। ବୃଦ୍ଧାବସ୍ଥାକୁ ନିସଙ୍ଗ ଓ...

ଗଣେଶ ପୂଜାର ଅନ୍ତିମ ଦିନ, ଭସାଣି ଉତ୍ସବ ଲାଗି ଚଳଚଞ୍ଚଳ ତାଳଚେର

ତାଳଚେର,୧୪।୯(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ଗଣେଶ ପୂଜାର ଶନିବାର ଅନ୍ତିମ ଦିବସ। ଏହି ଉପଲକ୍ଷେ ସହରରେ ଭସାଣି ଉତ୍ସବ ପାଳନ କରାଯାଉଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ...

ଆଜିଠାରୁ ୪୬ତମ ରାଜ୍ୟସ୍ତରୀୟ ବିଜ୍ଞାନମେଳା: ଯୋଗଦେବେ ୧୮୦ କୁନି ବୈଜ୍ଞାନିକ

ଅନୁଗୋଳ ଅଫିସ, ୨୧।୧୨- ଅନୁଗୋଳ ହାଇସ୍କୁଲରେ ଶନିବାର ଠାରୁ ଆରମ୍ଭ ହେବ ରାଜ୍ୟସ୍ତରୀୟ ୪୬ ତମ ବିଜ୍ଞାନମେଳା। ୩ ଦିନ ଧରି ହେବାକୁ ଥିବା ଏହି...

ଗଛରେ ପିଟିହେଲା ଟ୍ୟାଙ୍କର

ମାଧପୁର,୧୯।୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲିକ ବ୍ଲକ ଅନ୍ତର୍ଗତ ଲାଉପାଳ ଭଗାମୁଣ୍ଡା ଛକ ନିକଟ ଶନିବାର ବିଳମ୍ବିତ ରାତିରେ ଏକ ଆମ୍ବଗଛରେ ଟ୍ୟାଙ୍କର ପିଟି ହୋଇ ଦୁର୍ଘଟଣାଗ୍ରସ୍ତ...

ବିଶୋଧନ ହେଲା ଜନଗହଳି ସ୍ଥାନ

ଛେଣ୍ଡିପଦା, ୭ା୪(ସ୍ବ.ପ୍ର.)- ଅନୁଗୋଳ ଜିଲା ଛେଣ୍ଡିପଦାର ବିଭିନ୍ନ ଜନଗହଳି ସ୍ଥାନକୁ ମଙ୍ଗଳବାର ବିଶୋଧନ କରାଯାଇଛି ।ଅଗ୍ନିଶମ ବିଭାଗ ସେକ୍ସନ ଅଧିକାରୀ ମନୋରଞ୍ଜନ ବିଶ୍ବାଳଙ୍କ ନେତୃତ୍ୱରେ ଛେଣ୍ଡିପଦା...

ଅବଧି ସରିଛି, ରିଫିଲ ହେଉନି

ପାଲଲହଡ଼ା, ୨୪ା୨(ଡି.ଏନ.ଏ.) ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଅଗ୍ନି ନିର୍ବାପନ ବ୍ୟବସ୍ଥାର ବୈଧତା ସରିଥିଲେ ହେଁ ଏହାକୁ ରିଫିଲ କରାଯାଉ ନ ଥିବା ଅଭିଯୋଗ ହୋଇଛି।...

Coronavirus Update


Archives

Model This Week

Why Dharitri