କେନ୍ଦୁପତ୍ର ବୋଝେଇ ମିନି ଟ୍ରକ ଜବତ

ବଇଣ୍ଡା,୩୦।୮(ଡି.ଏନ.ଏ.)-କିଶୋରନଗର ବ୍ଲକ ହଣ୍ଡପା ଥାନା ଆଶ୍ରୁବାହାଳ ଗ୍ରାମରୁ ଗୁରୁବାର ବିଳମ୍ବିତ ରାତିରେ ଏକ ଚୋରା କେନ୍ଦୁପତ୍ର ବୋଝେଇ ଟ୍ରକକୁ ବଇଣ୍ଡା ଫାଣ୍ଡି ପୋଲିସ ଜବତ କରିଛି। ଏଥିରେ ୫ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ କେନ୍ଦୁପତ୍ର ଥିବା ବିଭାଗ ପକ୍ଷରୁ ଆକଳନ କରାଯାଇଛି। ପୋଲିସ କହିଛି, ଏକ ମିନିଟ୍ରକ (ନଂ.ଓଆଇଏସ-୫୨୮୯) ଯୋଗେ ମଧପୁରରୁ ଅନୁଗୋଳ ଅଭିମୁଖେ ଚୋରା କେନ୍ଦୁପତ୍ର ବୋଝେଇ କରି ଯାଉଥିବାବେଳେ ଖବରପାଇ ବଇଣ୍ଡାଂ ଫାଣ୍ଡି ଅଧିକାରୀ ଆର ବିଶ୍ୱାଳ, ହଣ୍ଡପା ଆଇଆଇସି ଲବ ବୋଡା, ସେକେଣ୍ଡ ଅଫିସର ସରୋଜ କୁମାର ଦାସ ପ୍ରମୁଖ ଚଢାଉ କରିଥିଲେ। ଗାଡିର ଚାଳକ ଓ ବ୍ୟବସାୟୀ ଘଟଣାସ୍ଥଳରୁ ଫେରାର ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri