କେନ୍ଦୁପତ୍ର ସହ କାଠ ଜବତ: ୩ ଗିରଫ

ବାଙ୍ଗିରିପୋଷି,୯ା୬(ଡି.ଏନ୍‌.ଏ.)- ରାତି ପାଟ୍ରୋଲିଂ ବେଳେ ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବନ ବିଭାଗ ୩ଟି ମଟର ସାଇକେଲ ସହ କେନ୍ଦୁପତ୍ର ଓ କାଠପଟା ଜବତ କରିଛି। ଏହି ଘଟଣାରେ ୩ ଅଭିଯୁକ୍ତ ଗିରଫ ହୋଇଛନ୍ତି। ଗିରଫ ଅଭିଯୁକ୍ତମାନେ ହେଲେ ଝାରପୋଖରୀଆ ଥାନା ଅନ୍ତର୍ଗତ କାଇରାକଚା ଗ୍ରାମର ରାଜୀବ ପାଲ, ରତିଲା ଗ୍ରାମର ଦୁର୍ଗା ମୁଣ୍ଡା ଓ ଝାଡଖଣ୍ଡ ରାଜ୍ୟ କଇଁମା ଗ୍ରାମର ବିଷ୍ଣୁପଦ ପଇରା। ଜବତ କେନ୍ଦୁପତ୍ରର ଆନୁମାନିକ ମୂଲ୍ୟ ୩୦ ହଜାର ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ଉପବନାଞ୍ଚଳ ଅଧିକାରୀ ଶୈଳେନ୍ଦ୍ର ଦାସ ସୂଚନା ଦେଇଛନ୍ତି। ଏହି ଚଢ଼ାଉରେ ଚନ୍ଦ୍ରକାନ୍ତ ରାଉତ,ବିକାଶ ଚନ୍ଦ୍ର ନାଏକ,ଗୋବିନ୍ଦ ଗିରି ବନ କର୍ମଚାରୀମାନେ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୧ନିଶାସକ୍ତ ଡ୍ରାଇଭରଙ୍କୁ କୋର୍ଟଚାଲାଣ

ବାରିପଦା ଅଫିସ,୮।୫: ମାନ୍ୟବର ସୁପ୍ରିମ କୋର୍ଟଙ୍କ ଆଦେଶକୁ ଭିତ୍ତି କରି ମୟୂରଭଞ୍ଜ ଜିଲା ପୋଲିସ ପକ୍ଷରୁ ମଦୁଆ ଚାଳକଙ୍କୁ ଯାଞ୍ଚ କରାଯାଇଛି। ବାରିପଦା ଟାଉନ ଥାନା...

‘ସ୍ବାସ୍ଥ୍ୟକର୍ମୀଙ୍କ ଭଳି ପୋଲିସ କର୍ମଚାରୀଙ୍କୁ ସୁବିଧା ଦିଆଯାଉ’

ବାରିପଦା ଅଫିସ, ୨୯ା୩- ବର୍ତ୍ତମାନ ସାରା ବିଶ୍ୱରେ କରୋନା ଭାଇରସ୍‌କୁ ନେଇ ଆତଙ୍କ ପ୍ରକାଶ ପାଇଛି। ସାରା ଦେଶରେ ୨୧ ଦିନ ପାଇଁ ଲକଡାଉନ କରାଯାଇଛି।...

ଚିପଟ ଅସ୍ତିଆବାସୀ ଅବହେଳାର ଶିକାର, ସମସ୍ୟାର ସମାଧାନ ନ ହେଲେ ଆନ୍ଦୋଳନ

ବାରିପଦା ଅଫିସ,୨୭ା୮- ମୟୂରଭଞ୍ଜ ଜିଲା ସଦର ମହକୁମା ବାରିପଦା ସୀମାଠାରୁ ୫୦୦ ମିଟର ଦୂରରେ ଅବସ୍ଥିତ ଶାମାଖୁଣ୍ଟା ବ୍ଲକର ଚିପଟ ଅସ୍ତିଆ ଗ୍ରାମ ଜନସାଧାରଣ ଦୀର୍ଘ...

ବେତନଟୀ ତହସିଲରେ ସିଲିଂ ଜମି ଦୁର୍ନୀତି

ବେତନଟୀ, ୨୨ା୯ (ସ୍ବ. ପ୍ର.): ପୂର୍ବରୁ ବାଲି ଓ ମୋରମ କାରବାର ଯୋଗୁ ବିବାଦରେ ରହି ଆସିଥିବା ମୟୂରଭଞ୍ଜ ଜିଲା ବେତନଟୀ ତହସିଲ ଏବେ ପୁଣି...

ହାଇଓ୍ବା-ଯାତ୍ରୀବାହୀ ବସ୍‌ ମୁହାଁମୁହିଁ: ୧୫ରୁ ଊର୍ଦ୍ଧ୍ୱ ଆହତ, ୫ ଗୁରୁତର

ବାରିପଦା ଅଫିସ,୩ା୨: ମୟୂରଭଞ୍ଜ ଜିଲା କରଞ୍ଜିଆ ସହରର ବାମନାଶାଳ ନିକଟସ୍ଥ ଗ୍ରୀଡ଼ ସବ୍‌ ଷ୍ଟେଶନ ସମ୍ମୁଖରେ ଶୁକ୍ରବାର ବାଲି ବୋଝେଇ ହାଇଓ୍ବା ସହ ‘କଲ୍ୟାଣୀ’ ନାମକ...

ସ୍କୁଲ୍‌, କଲେଜ ଆଗରେ ମୁକୁଳା ଟ୍ରାନ୍ସଫର୍ମର

ସାରସକଣା/ ଗୋପବନ୍ଧୁ ନଗର,୨୯ା୧୧(ଡି.ଏନ.ଏ.):ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ୍‌ର ବିଭିନ୍ନ ସ୍ଥାନରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ମୁକୁଳା ହୋଇପଡ଼ିଛି। ବିଷେତଃ ଏହା ସ୍କୁଲ୍‌ ପରିସର ଓ କଲେଜ ଆଗରେ...

ଜାଗରରେ ମନ୍ଦିର ଯାଉଥିବା ବେଳେ ଅଘଟଣ: ପୋଖରୀକୁ ଓଲଟିଲା ଗାଡ଼ି

ଉଦଳା,୨୧।୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଉଦଳା ଥାନା ଅନ୍ତର୍ଗତ ଏକ ପୋଖରୀ ଭିତରକୁ ଶୁକ୍ରବାର ଗୋଟିଏ ଭ୍ୟାନ୍‌ ଓଲଟି ପଡିଛି। ସେଥିରେ ଥିବା ୪ଜଣ ଅଳ୍ପକେ ବର୍ତ୍ତିଯାଇଛନ୍ତି।...

ମହିମାଧର୍ମର ଉପାସନା କ୍ଷେତ୍ର ‘ମେରୁମଠ’: ମାନ୍ୟତା ମିଳିଛି, ବିକାଶ ନାହିଁ

ବାରିପଦା ଅଫିସ, ୩ା୧: କଳା ଓ ସଂସ୍କୃତି କ୍ଷେତ୍ରରେ ମୟୂରଭଞ୍ଜ ଜିଲା ଦେଶ ବିଦେଶରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି। ଏଠାରେ ରାଜରାଜୁଡା କାଳରୁ ଗଢି...

Advertisement
Archives

Model This Week