କେନ୍ଦ୍ରମନ୍ତ୍ରୀଙ୍କୁ ନିମାପଡ଼ାରେ ସ୍ବାଗତ ସମ୍ବର୍ଦ୍ଧନା

ନିମାପଡ଼ା,୩୧ା୧୨(ଡି.ଏନ୍‌.ଏ.): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସୋମବାର ନିମାପଡ଼ା ପୁରୁଣା ବସ୍‌ଷ୍ଟାଣ୍ଡ ଛକ, ଖେଲାର ଏବଂ ହରିପୁର ଛକଠାରେ ଭାଜପା ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଭାଜପା ମହିଳା ମୋର୍ଚ୍ଚାର ରାଜ୍ୟ ସଭାନେତ୍ରୀ ପ୍ରଭାତୀ ପରିଡ଼ା, ଝିଲ୍ଲୀଲତା ଦାଶ, ମୀନଲତା ମହାନ୍ତି, ମାନସ ପ୍ରଧାନ, ଦିଲ୍ଲୀପ ପାତ୍ର, ମିଲନ୍‌ ମୁଖି, ପୂର୍ଣ୍ଣଚନ୍ଦ୍ର ସାହୁ ପ୍ରମୁଖଙ୍କ ନେତୃତ୍ୱରେ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏହି ଅବସରରେ ନିମାପଡ଼ାର ପଟଚିତ୍ର ଶିଳ୍ପୀ ସଂଘ ପକ୍ଷରୁ କେନ୍ଦ୍ରମନ୍ତ୍ରୀ ପ୍ରଧାନଙ୍କୁ ଶିଳ୍ପୀ ଶରତ ପ୍ରଧାନ, ସୌଦାମିନୀ ସ୍ବାଇଁ ପ୍ରମୁଖ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ପଟଚିତ୍ର ପ୍ରଦାନ କରିଥିଲେ। ନିମାପଡ଼ାକୁ ତୁରନ୍ତ ସବ୍‌ଡିଭିଜନ ମାନ୍ୟତା ଦାବିରେ ନିମାପଡ଼ା ଗଡ଼ଅଣ୍ଡିଆ ଗ୍ରାମ ମଙ୍ଗଳ ସମିତି ପକ୍ଷରୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା। ଏଥିରେ ବହୁ ଭାଜପା କର୍ମୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସିଂହ ରାଶିରେ ସୂର୍ଯ୍ୟଙ୍କ ଗୋଚର, ମେଷ-ମକର ସମେତ ୫ ରାଶିର ଚମକିବ ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଆଜି ସକାଳ ୮ଟା ୩ ମିନିଟ୍‌ରେ ନିଜ ସ୍ୱରାଶି ସିଂହରେ ପ୍ରବେଶ କରିଛନ୍ତି। ସେପ୍ଟେମ୍ବର ୧୭ ପର୍ଯ୍ୟନ୍ତ ସୂର୍ଯ୍ୟ ସିଂହ ରାଶିରେ…

ଆମ୍ବ ବଗିଚାରୁ ମିଳିଲା ଗର୍ଭବତୀ ପ୍ରେମିକାଙ୍କ ମୃତଦେହ, ୨ ପ୍ରେମିକ ଗିରଫ

କାନପୁର,୧୭।୮: ଉତ୍ତରପ୍ରଦେଶ କାନପୁରର ଘଟମପୁରରେ ଜଣେ ଗର୍ଭବତୀ ଯୁବତୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଏକ ଆମ୍ବ ବଗିଚାରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ମହିଳାଙ୍କ ପରିବାର ଯୁବତୀଙ୍କ…

ତେଜୁଛି ବନ୍ୟା ରାଜନୀତି; ‘ଇନ୍ଦ୍ରଙ୍କ ସହ କଥା ହେଉଥିଲେ କି ନବୀନ’, ପଚାରିଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର,୧୭ା୮: ରାଜ୍ୟର ଅନେକ ସ୍ଥାନରେ ଲଗାଣ ବର୍ଷା ସାଙ୍ଗକୁ ଜଳବନ୍ଦୀ ସ୍ଥିତି ଦେଖାଦେଇଛି । ଏହାକୁ ନେଇ ରାଜନୀତି ମଧ୍ୟ ସରଗରମ ହୋଇଛି । ସହରାଞ୍ଚଳରେ କୃତ୍ରିମ…

ବକେୟା ବିଲ୍ ପୈଠ କଲାନି ପଞ୍ଚାୟତ; ବିଦ୍ୟୁତ କାଟିଲା ବିଭାଗ, ରାଶନ ହିତାଧିକାରୀ ହନ୍ତସନ୍ତ

ମୋହନା,୧୭ା୮( ମନ୍ମଥ ମିଶ୍ର ): ବିଦ୍ୟୁତ ବକେୟା ପାଇଁ ପଞ୍ଚାୟତର ବିଦ୍ୟୁତ ସଂଯୋଗ କାଟିଲା ବିଦ୍ୟୁତ ବିଭାଗ । ଆଉ ବିଦ୍ୟୁତ ନଥିବାରୁ ଠପ୍‌ ହୋଇଗଲା ରାଶନ…

ବିପଦ ସଂକେତ ଟପିଲା ବୈତରଣୀ, ଲୋକେ ଭୟଭୀତ

ପାଟଣା,୧୭।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ରବିବାର ସାରୁ ଅବିଶ୍ରାନ୍ତ ବର୍ଷା ଲାଗିରହିଛି। ଫଳରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପାଟଣା ମୁଖ୍ୟାଳୟ…

ହର୍ନ ବଜାଇ ଶୋଇଥିବା ଧଳା ଭାଲୁକୁ ଉଠାଇବାରୁ ଗଣିଲେ ମୋଟା ଅଙ୍କର ଜରିମାନା, ଅଭିଯୁକ୍ତ ଦୋଷ ସ୍ବୀକାର କରିବା ସହ…

ଓସ୍‌ଲୋ,୧୭ା୮: ଉତ୍ତର ମେରୁ ଠାରୁ ପ୍ରାୟ ୬୨୦ ମାଇଲ (୧,୦୦୦ କିଲୋମିଟର) ଦୂରରେ ଅବସ୍ଥିତ ନରୱେର ସୁଦୂର ଦ୍ୱୀପପୁଞ୍ଜ ‘ସ୍ବାଲବାର୍ଡ’ ଉପକୂଳରେ ଜାହାଜର ବିକଟାଳ ଫଗ୍‌ହର୍ନ ବଜାଇ…

ପ୍ରେମିକାଙ୍କ ମୃତଦେହକୁ ଅଖାରେ ଭର୍ତ୍ତି କରି କୁଆଡେ ଗଲେ ପ୍ରେମିକ? ଲିଭ ଇନ ରିଲେଶନର କରୁଣ ଚିତ୍ର…

ହାଇଦ୍ରାବାଦ,୧୭।୮: ୧୬ ଅଗଷ୍ଟ ରାତିରେ, ହାଇଦ୍ରାବାଦର ବାଲାପୁର ପୋଲିସ ଷ୍ଟେସନ ଅଧୀନରେ ଥିବା ଶାହିନ ନଗରର ବିସମିଲ୍ଲାହ କଲୋନି ଅଞ୍ଚଳରେ ଜଣେ ୨୧ ବର୍ଷୀୟା ମହିଳାଙ୍କୁ ତାଙ୍କ…

ସ୍ବେରେଜ କାମବେଳେ ମିଳିଲା ୯ ମିଲିୟନ ୟୁରୋର ଗୁପ୍ତଧନ

ବ୍ରସେଲ୍ସ,୧୭।୮: ବେଲଜିୟମ୍‌ରେ ଶ୍ରମିକମାନେ ଏକ ସ୍ବେରେଜ ଲାଇନ୍‌ ଖୋଳୁଥିବା ସମୟରେ ବିପୁଳ ପରିମାଣର ସୁନା ବିସ୍କୁଟ ଏବଂ ଦୁର୍ଲଭ ମୁଦ୍ରା ପାଇଛନ୍ତି। ବ୍ରସେଲ୍ସଠାରୁ ପ୍ରାୟ ୩୦ କିଲୋମିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri