କେନ୍ଦ୍ରମନ୍ତ୍ରୀଙ୍କୁ ପତ୍ର ଲେଖିଲେ ଏମ୍‌ପି: ଆଇଆଇଏମ୍‌ସିର ଉନ୍ନତୀକରଣ କରାଯାଉ

ଢେଙ୍କାନାଳ ଅଫିସ,୧ା୮ – ଢେଙ୍କାନାଳଠାରେ ଥିବା ଭାରତୀୟ ଜନସଞ୍ଚାର ସଂସ୍ଥାନର ଉନ୍ନତୀକରଣ କରାଯିବା ପାଇଁ ଏମ୍‌ପି ମହେଶ ସାହୁ ୨୭ ତାରିଖରେ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭେଡକରଙ୍କୁ ପତ୍ର ମାଧ୍ୟମରେ ଜଣାଇଛନ୍ତି। ସଂସ୍ଥାନକୁ ୨୬ ବର୍ଷ ପୂରିଥିବା ବେଳେ କୌଣସି ଆଖିଦୃଶିଆ ଉନ୍ନତୀକରଣ ହୋଇ ନ ଥିବା ଏମ୍‌ପି ପତ୍ରରେ ଦର୍ଶାଇଛନ୍ତି। ଢେଙ୍କାନାଳ ଶାଖାରେ ମାଷ୍ଟର ଡିଗ୍ରୀ ଇନ୍‌ ଜର୍ନାଲିଜିମ୍‌ ଆଣ୍ଡ ମାସ୍‌ କମ୍ୟୁନିକେଶନ, ପିଜି ଡିପ୍ଲୋମା ଇନ୍‌ ଆଡଭାଟାଇଜମେଣ୍ଟ ଓ ପବ୍ଲିକ ରିଲେଶନ, ଜରୁରୀ ପଦବୀ ପୂରଣ କରିବା, ଆଧୁନିକ ଉପକରଣ ସହିତ ଷ୍ଟୁଡିଓ, ଲାଇବ୍ରେରୀ ବ୍ୟବସ୍ଥା କରାଯିବା ଉପରେ ପଦକ୍ଷେପ ନେବାକୁ ଏମ୍‌ପି, କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀଙ୍କୁ ଜଣାଇଥିବା ଏକ ପ୍ରେସ୍‌ ବିଜ୍ଞପ୍ତି ମାଧ୍ୟମରେ ସୂଚନା ଦିଆଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀଙ୍କୁ ହତ୍ୟାପରେ, ସ୍ୱାମୀଙ୍କ ଆତ୍ମହତ୍ୟା

ପରଜଙ୍ଗ, ୨୦/୯ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଧୀନ ଦଦରାଘାଟି ଫାଣ୍ଡି ଅଞ୍ଚଳର ଆଖୁଆପାଳ ପଞ୍ଚାୟତ ଅନ୍ତର୍ଗତ ୩ ନମ୍ବର କଲୋନୀରେ ପାରିବାରିକ କଳହକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?