କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବଲାଣୀ ସେଲ ଖଣି ପରିଦର୍ଶନ

ବଡ଼ବିଲ, ୧୩।୮(ସ୍ବ.ପ୍ର.)- କେନ୍ଦୁଝର ଜିଲା ବଲାଣି ଥାନା ଅନ୍ତର୍ଗତ ସେଲ(ଷ୍ଟିଲ ଅଥରୀଟି ଅଫ ଇଣ୍ଡିଆ ଲିମିଟେଡ)ର ବଲାଣି ଲୌହ ଖଣିକୁ ସୋମବାର ସନ୍ଧ୍ୟାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପରିଦର୍ଶନ କରିଛନ୍ତି। ହେଲିକପ୍ଟର ଯୋଗେ ସେ ଝାଡ଼ଖଣ୍ଡର ନୂଆମୁଣ୍ଡିରେ ଓହ୍ଲାଇବା ପରେ ସେଠାରୁ ବଲାଣି ସେଲ ଖଣିର ‘ଜି’ ଏରିଆ ପରିଦର୍ଶନ କରିଥିଲେ। ଏଠାକାର ଖଣିକାର୍ଯ୍ୟ, ହପର, ପରିବହନ ଓ ବିଭିନ୍ନସ୍ଥାନ ଦେଖିବା ପରେ ପୁଣି ଝାଡ଼ଖଣ୍ଡର ମେଘାହାତୁବୁରୁ ଅଭିମୁଖେ ଗସ୍ତ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri