କେନ୍ଦ୍ରମନ୍ତ୍ରୀ ଭାବେ ଦାୟିତ୍ୱ ନେଲେ ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର, ୪।୬(ବ୍ୟୁରୋ): ବାଲେଶ୍ୱର ଭାଜପା ଏମ୍‌ପି ପ୍ରତାପ ଷଡ଼ଙ୍ଗୀ ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏମ୍‌ଏସ୍‌ଏମ୍‌ଇ, ପ୍ରାଣୀ ସମ୍ପଦ, ମତ୍ସ୍ୟ ଓ ଦୁଗ୍ଧ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ସହ କାର୍ଯ୍ୟ ଆରମ୍ଭ କରିଛନ୍ତି।
ସେହିପରି କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ ମଧ୍ୟ ଦାୟିତ୍ୱ ଗ୍ରହଣ କରିଛନ୍ତି। ସଡ଼କ ପରିବହନ ବିଭାଗର ମନ୍ତ୍ରୀ ଭାବେ ସେ କାର୍ଯ୍ୟ ଆରମ୍ଭ କରିଛନ୍ତି। ଏହା ସହ ଏମ୍‌ଏସ୍‌ଏମ୍‌ଇ, ପ୍ରାଣୀ ସମ୍ପଦ, ମତ୍ସ୍ୟ ଓ ଦୁଗ୍ଧ ମନ୍ତ୍ରଣାଳୟର କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ୱ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ବାପା ପୋଲିସ ଅଧିକାରୀ, ପୁଅ ନିଶା ବେପାରୀ

ପୁରୀ ଅଫିସ/ନିମାପଡ଼ା, ୧୪ା୧୦(ଡି.ଏନ୍‌.ଏ.): ମା’, ବାପା ଉଭୟ ପୋଲିସ ଅଧିକାରୀ। ମାତ୍ର ସେମାନଙ୍କର କଲେଜ ପଢୁଆ ପୁଅ ଜଣେ ନିଶା ବେପାରୀ। ବ୍ରାଉନସୁଗାର କାରବାର ଅଭିଯୋଗରେ...

୨୨ ମାଓବାଦୀଙ୍କ ନାଁରେ ପୁରସ୍କାର ରାଶି ଘୋଷଣା

ବାଲିଗୁଡା,୩୦ା୧୦(ଡି.ଏନ୍‌.ଏ.):ରାଜ୍ୟ ସରକାରଙ୍କ ଦ୍ବାରା ୨୨ ଜଣ କେକେବିଏନ୍‌ (କଳାହାଣ୍ଡି-କନ୍ଧମାଳ-ବୌଦ୍ଧ-ନୟାଗଡ) କ୍ୟାଡର ମାଓବାଦୀଙ୍କ ପାଇଁ ପୁରସ୍କାର ରାଶି ମଙ୍ଗଳବାର ଘୋଷଣା କରାଯାଇଛି। ଏନେଇ କନ୍ଧମାଳ ପୋଲିସ ପକ୍ଷରୁ...

ସମ୍ମାନ ରକ୍ଷା ପାଇଁ ଭାଜପା ଲଢ଼ିବ

କେନ୍ଦ୍ରାପଡ଼ା ଅଫିସ, ୨୪ା୨: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଗୁରୁବାର ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଶେଷ ତଥା ପଞ୍ଚମ ପର୍ଯ୍ୟାୟ ଭୋଟ ଗ୍ରହଣ ଅନୁଷ୍ଠିତ...

ଥମୁଛି ସଂକ୍ରମଣ,୩ ହଜାରରୁ ଖସିଲା

ନୂଆଦିଲ୍ଲୀ,୧୫।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨...

ଚାଷ ଛଡାଇ ନେଲା ଚିନିକଳ: ବୁଡିବାକୁ ବସିଛି ଆଖୁଚାଷ

ନୟାଗଡ଼ ଅଫିସ,୬ା୨: ନୟାଗଡ଼ ଜିଲାର ପାରମ୍ପରିକ ଅର୍ଥକରୀ ଫସଲ ଆଖୁଚାଷ ଏବେ ବୁଡିବାକୁ ବସିଛି। କାହିଁ କେଉଁ କାଳରୁ ଏଠାକାର ଚାଷୀ ଆଖୁ ଚାଷ କରି...

ଗଣଶିକ୍ଷା ବିଭାଗର କଡ଼ା ଆଭିମୁଖ୍ୟ : ଶିକ୍ଷକଙ୍କ ଶିକ୍ଷାଗତ ପ୍ରମାଣପତ୍ର ଯାଞ୍ଚ ହେବ

ଭୁବନେଶ୍ୱର,୧ା୭(ବ୍ୟୁରୋ) : ଏଣିକି ଜୁନିୟର ବା ଠିକା ଶିକ୍ଷକଙ୍କ ଶିକ୍ଷାଗତ ପ୍ରମାଣପତ୍ର କଡାକଡି ଯାଞ୍ଚ କରାଯିବ। କେତେଜଣ ଶିକ୍ଷକ ଜାଲ୍‌ ଶିକ୍ଷାଗତ ପ୍ରମାଣପତ୍ର ଦେଇଥିବା ଅଭିଯୋଗ...

ବ୍ରହ୍ମପୁର ଆଇଟିଆଇକୁ ଦକ୍ଷତା ବିକାଶ ମନ୍ତ୍ରୀଙ୍କ ପ୍ରଶଂସାପତ୍ର

ବ୍ରହ୍ମପୁର ଅଫିସ,୮ା୭- କୋଭିଡ୍‌-୧୯ର ମୁକାବିଲା ନେଇ ୟୁଭିସି ସୋଲ ସାନିଟାଇଜର, ୟୁଭିସି ସାନିଟାଇଜର ନିର୍ମାଣ ପାଇଁ ବ୍ରହ୍ମପୁର ଆଇଟିଆଇକୁ ଭାରତ ସରକାରଙ୍କ ଦକ୍ଷତା ବିକାଶ ବିଭାଗ...

ସାଇକେଲରେ ବିଧାନସଭା ଆସିଲେ କଂଗ୍ରେସ ବିଧାୟକ

ଭୁବନେଶ୍ବର, ୨୩।୨(ବ୍ୟୁରୋ): ପେଟ୍ରୋଲ ଓ ଡିଜେଲ ଦରରେ ପୁଣି ବୃଦ୍ଧି ଘଟିଛି । ଯାହା ସାଧାରଣ ଜନତାଙ୍କ ଉପରେ ବେଶ ପ୍ରଭାବ ପକାଉଛି । ଏନେଇ...

Advertisement
Archives

Model This Week