Posted inଜାତୀୟ

କେନ୍ଦ୍ରରେ କଂଗ୍ରେସକୁ ଡ୍ରାଇଭର ସିଟ୍‌ ଦେବୁନି: କେସିଆର୍‌

ନୂଆଦିଲ୍ଲୀ/ହାଇଦ୍ରାବାଦ୍‌,୧୫ା୫ : କେନ୍ଦ୍ରରେ କାହାକୁ ସଂଖ୍ୟାଗରିଷ୍ଠତା ମିଳିବ, କାହା ନେତୃତ୍ୱରେ କେନ୍ଦ୍ର ସରକାର ଗଠନ ହେବ, ସେନେଇ ଆଲୋଚନା ପର୍ଯ୍ୟାଲୋଚନା ଆରମ୍ଭ ହୋଇଗଲାଣି। ତେବେ ଆଞ୍ଚଳିକ ଦଳଗୁଡ଼ିକୁ ନେଇ ଗଠିତ ସଂଘୀୟ ମେଣ୍ଟ ବିପୁଳ ବିଜୟ ହାସଲ କରିବ ବୋଲି ତେଲେଙ୍ଗାନା ରାଷ୍ଟ୍ର ସମିତି (ଟିଆର୍‌ଏସ୍‌) ଅଧ୍ୟକ୍ଷ କେ. ଚନ୍ଦ୍ରଶେଖର ରାଓ(କେସିଆର୍‌) କହିଛନ୍ତି।
ନମ୍ବରଠାରୁ ଆମେ ପଛରେ ରହିଲେ କଂଗ୍ରେସର ସମର୍ଥନ କଥା ବିଚାରକୁ ନେବୁ ବୋଲି କହି ଡ୍ରାଇଭର ଆସନ କଂଗ୍ରେସକୁ ଦେବୁ ନାହିଁ ବୋଲି ସେ ମତ ଦେଇଛନ୍ତି। ଅଣଭାଜପା ଓ ଅଣକଂଗ୍ରେସ ସଂଘୀୟ ମେଣ୍ଟ ସପକ୍ଷରେ ସେ ଯୁକ୍ତି ବାଢ଼ିଥିଲାବେଳେ କଂଗ୍ରେସ ବାହାରୁ ସରକାରକୁ ସମର୍ଥନ ଦେଇପାରିବ ବୋଲି କହିଛନ୍ତି। ନିର୍ବାଚନ ଫଳାଫଳ ଆସିବା ପରେ ଆଞ୍ଚଳିକ ଦଳଗୁଡ଼ିକ ଏକାଠି ବସି ସର୍ବସମ୍ମତିକ୍ରମେ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ବାଛିବେ। ଭାଜପା ସହ ସଂଘୀୟ ମେଣ୍ଟ କରିବାର ପ୍ରଶ୍ନ ଉଠୁନାହିଁ ବୋଲି କେସିଆର୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri