କେନ୍ଦ୍ରାଞ୍ଚଳ ଆର୍‌ଡିସିଙ୍କ ଚାନ୍ଦପୁର କୋଭିଡ ମେଡିକାଲ ପରିଦର୍ଶନ

ରଣପୁର,୨୭।୫(ସ୍ବ.ପ୍ର)-ନୟାଗଡ ଜିଲା ଚାନ୍ଦପୁରରେ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲକୁ ବୁଧବାର କେନ୍ଦ୍ରାଞ୍ଚଳ ଆରଡିସି ଅନିଲ କୁମାର ସାମଲ ଅଚାନକ ଗସ୍ତରେ ଆସି ପରିଦର୍ଶନ କରିଛନ୍ତି। ପ୍ରଥମେ ଆର୍‌ଡିସି ସାମଲ ଟାଙ୍ଗି ପୂର୍ତ୍ତବିଭାଗ ଡାକ ବଙ୍ଗଳାରେ ପହଞ୍ଚି ଜିଲାର ବରିଷ୍ଠ ଅଧିକାରୀଙ୍କ ସହ କୋଭିଡ ସମ୍ପର୍କରେ ସମୀକ୍ଷା କରିଥିଲେ। ଏହାପରେ ଚାନ୍ଦପୁର ଅଭିମୁଖେ ଯାଇ କୋଭିଡ ହସ୍ପିଟାଲ ପରିଦର୍ଶନ କରିବା ସହ ମେଡିକାଲର ବିଭିନ୍ନ ଓ୍ବାର୍ଡ ବୁଲି ଦେଖିଥିଲେ। ଏହାପରେ ଆରଡିସି ସାମଲ କନ୍ଧ ନୟାଗଡ ରଘୁ ଦିବାକର ହାଇସ୍କୁଲ ପରିସରରେ ଥିବା କ୍ୱାରାଣ୍ଟାଇନ କେନ୍ଦ୍ର ପରିଦର୍ଶନ କରିଥିଲେ। ଆରଡିସିଙ୍କ ସହ ନୟାଗଡ ଉପଜିଲାପାଳ ଲଗ୍ନଜିତ ରାଉତ, ଏଡିଏଏମ ବିଧାନ ଚନ୍ଦ୍ର ରାୟ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଶ୍ୱେତ କୁମାର ମହାପାତ୍ର, ଚାନ୍ଦପୁର କୋଭିଡ ହସ୍ପିଟାଲର ଅଧିକାରୀ ବି. ସୂରିଆ ରାଓ, ରଣପୁର ତହସିଲଦାର ସଞ୍ଜୟ କୁମାର ସାମନ୍ତରାୟ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକା ପାଇଁ ସ୍ତ୍ରୀଙ୍କୁ ହତ୍ୟା

ନୟାଗଡ ଅଫିସ,୧୫।୨: ନୟାଗଡ଼ ଜିଲା ଶରଣକୁଳ ଥାନା ସସ୍ମିତା ମହାପାତ୍ରଙ୍କୁ ହତ୍ୟା ପାଇଁ ତାଙ୍କ ସ୍ବାମୀ ଅକ୍ଷୟ ମହାପାତ୍ର ଓରଫ ଅଖିଳ (୩୯) ୫ଜଣ ସୁପାରିକିଲରଙ୍କ...

ଗୋରୁ ବ୍ୟବସାୟୀଙ୍କ ଠାରୁ ୮ ଲକ୍ଷ ଲୁଟ୍‌ ଘଟଣା : ମାଷ୍ଟରମାଇଣ୍ଡ ପିକ୍‌ଅପ୍‌ ଭ୍ୟାନ୍‌ ଡ୍ରାଇଭର ଗିରଫ

ଗଣିଆ,୩୧।୫(ଡି.ଏନ.ଏ.)-ନୟାଗଡ ଜିଲା ଗଣିଆ ଥାନା ଅନ୍ତର୍ଗତ ଜଗନ୍ନାଥପ୍ରସାଦ ଗ୍ରାମଠାରେ ଗତ ମାର୍ଚ୍ଚ ୧ ତାରିଖରେ ଜଣେ ଗୋରୁ ବ୍ୟବସାୟୀଙ୍କଠାରୁ ବନ୍ଧୁୁକ ଦେଖାଇ ୮ ଲକ୍ଷ ଲୁଟ୍‌...

ଚିଲିକାରେ ଘେରି ଉଚ୍ଛେଦକୁ ବିରୋଧ: ପେସାଦାର ମତ୍ସ୍ୟଜୀବୀଙ୍କ ଧାରଣା ୮ମ ଦିନରେ

କୃଷ୍ଣପ୍ରସାଦ,୩ା୧୨(ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକାରୁ ଘେରି ଉଚ୍ଛେଦକୁ ବିରୋଧ କରି ଚିଲିକା ଦ୍ୱୀପାଞ୍ଚଳ ପେସାଦାର ମତ୍ସ୍ୟଜୀବୀ ମହାସଂଘ ପକ୍ଷରୁ ତହସିଲ କାର୍ଯ୍ୟାଳୟ...

ଶଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ରଣପୁର, ୧୮ା୫ (ସ୍ବ.ପ୍ର.): କରୋନା ମୁକାବିଲା ପାଇଁ ସରକାର ପଞ୍ଚାୟତ ସ୍ତରରେ ସରପଞ୍ଚମାନଙ୍କୁ ଜିଲାପାଳଙ୍କ କ୍ଷମତା ପ୍ରଦାନ କରିଛନ୍ତି। ରଣପୁର ବ୍ଲକ ବ୍ରଜରାଜପୁର ସରପଞ୍ଚ ସୁକାନ୍ତ...

ପେଟ୍ରୋଲ ପମ୍ପରେ ଗ୍ରାହକ ଶୋଷିତ

ନୟାଗଡ଼ ଅଫିସ,୧୨।୪: ନୟାଗଡ଼ ଜିଲାର ଅଧିକାଂଶ ପେଟ୍ରୋଲ ପମ୍ପରେ ଅପମିଶ୍ରିତ ତେଲ ବିକ୍ରି ହେଉଥିଲେ ହେଁ ଧରପଗଡ କରାଯାଉନି। ସେହିପରି ଅନ୍ୟାନ୍ୟ ସୁବିଧା ସୁଯୋଗ ମିଳୁନି...

ଖଳିସାହି ପ୍ରଦୂଷିତ ପୋଖରୀରୁ ପଙ୍କୋଦ୍ଧାର ଦାବି

ଖଣ୍ଡପଡା,୯ା୬(ସ୍ବ.ପ୍ର.)-ଖଣ୍ଡପଡା ବ୍ଲକ ଅଧୀନ ଖଳିସାହି ପଞ୍ଚାୟତର ରାଜୁଆସାହି ନିକଟରେ ଥିବା ଦେବତା ପୋଖରୀର ଜଳ ପ୍ରଦୂଷିତ ହୋଇପଡିଛି। ଫଳରେ ପୋଖରୀର ଜଳ ଏବେ ବ୍ୟବହାର ନିମନ୍ତେ...

ବଜ୍ରକୋଟରେ କଙ୍ଗାରୁ କୋର୍ଟ: ଭାଙ୍ଗିଲେ ଘର, ଶୀତ କାକରରେ ବାସନ୍ଦ ପରିବାର

ରଣପୁର, ୭।୧୨(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନା ବଜ୍ରକୋଟରେ ଗୁରୁବାର ସନ୍ଧ୍ୟାରେ କଙ୍ଗାରୁ କୋର୍ଟ କରାଯାଇ ଭଗବାନ ଦଳେଇ ନାମକ ଜଣେ ବ୍ୟକ୍ତିଙ୍କ ଘର ଭାଙ୍ଗି...

ଟେଣ୍ଡରରେ ଅନୁକମ୍ପା ନେଇ ପ୍ରତିବାଦ

ନୟାଗଡ଼ ଅଫିସ,୩୧।୧: ପୂର୍ତ୍ତ ବିଭାଗ ପକ୍ଷରୁ କରାଯାଉଥିବା ଟେଣ୍ଡରରେ କିଛି ନିର୍ଦ୍ଦିଷ୍ଟ ଠିକାଦାରଙ୍କୁ ଅନୁକମ୍ପା ପ୍ରଦର୍ଶନ କରାଯାଉଥିବା ପ୍ରତିବାଦରେ ଠିକାଦାରମାନେ ଅସନ୍ତୋଷ ବ୍ୟକ୍ତ କରିଥିଲେ। ଏପରି...

Advertisement
Archives

Model This Week