କେନ୍ଦ୍ରାପଡ଼ାରୁ ଆଉ ୧୩ ପଜିଟିଭ୍‌ ଚିହ୍ନଟ: ଜିଲାରେ ଆକ୍ରାନ୍ତ ସଂଖ୍ୟା ୨୨ ଛୁଇଁଲା

କେନ୍ଦ୍ରାପଡ଼ା ଅଫିସ, ୧୪।୫: କେନ୍ଦ୍ରାପଡ଼ା ଜିଲାରେ ଗୁରୁବାର ଅପରାହ୍ନରେ ୧୩ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ ସୁରଟ ଫେରନ୍ତା। ସେମାନେ ମହାକାଳପଡ଼ା, କେନ୍ଦ୍ରାପଡ଼ା ଏବଂ ରାଜକନିକା ବ୍ଲକ ଅଞ୍ଚଳର। ସେମାନେ ଫେରିବା ପରେ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିଥିଲେ। ପଜିଟିଭ୍‌ ଚିହ୍ନଟ ହେବା ପରେ ତାଙ୍କୁ କୋଭିଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨ରେ ପହଞ୍ଚିଛି। ଏନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ତେବେ ସେମାନେ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିଥିବାରୁ କମ୍ୟୁନିଟି ସମ୍ପର୍କ ନାହିଁ। ଏଣୁ ଆତଙ୍କିତ ହେବାର କାରଣ ନାହିଁ ବୋଲି ଜିଲାପାଳ ସମର୍ଥ ବର୍ମା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମଲେଶ୍ୱରୀ ମନ୍ଦିର ଛାତ ଭୁଶୁଡ଼ିଲା

ବଲାଙ୍ଗୀର ଅଫିସ, ୨୩।୧୦: ବଲାଙ୍ଗୀର ସମଲେଶ୍ୱରୀ ମନ୍ଦିରରେ ଶୁକ୍ରବାର ଅପରାହ୍ଣ ପ୍ରାୟ ୪ଟା ସମୟରେ ଛାତ ଭୁଶୁଡି ପଡିଥିବା ଜଣାପଡିଛି। ମନ୍ଦିର ମୁଖଶାଳାର ଡାହାଣ ପଟ...

ଆରମ୍ଭ ହୋଇପାରିଲାନି ତଦନ୍ତ

ଖଇରା, ୨୩।୫(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ କୁପାରୀ ଅମ୍ବିକା ମନ୍ଦିର ନିକଟରେ ଜଣେ ବ୍ୟକ୍ତିଙ୍କ ଘରେ ରହି ଛେଳି ଚରାଉଥିବା ପିଲା ୧୭ତାରିଖରେ ବିଦ୍ୟୁତ...

‘ଗାନ୍ଧୀ ବିଚାରର ଅନ୍ତ ଅସମ୍ଭବ’

ଅନୁଗୋଳ ଅଫିସ, ୨୮।୧ ଗାନ୍ଧିବାଦୀ ସଙ୍ଗଠନଗୁଡ଼ିକ ପକ୍ଷରୁ ଦେଶବ୍ୟାପୀ ଚାଲିଥିବା ”ରାଷ୍ଟ୍ରପିତାଙ୍କ ଅପମାନ-ସହିବ ନାହିଁ ହିନ୍ଦୁସ୍ଥାନ“ ଶୀର୍ଷକ ପ୍ରଚାର ଅଭିଯାନ ଅନୁଗୋଳ ଗାନ୍ଧୀ ପାର୍କଠାରେ ଆୟୋଜିତ...

ସରିଲା ମାଟ୍ରିକ ପରୀକ୍ଷା, ୧୮ରୁ ଆରମ୍ଭ ଖାତାଦେଖା

ଭୁବନେଶ୍ୱର,୨।୩(ବ୍ୟୁରୋ): ଚଳିତମାସ ୧୮ ତାରିଖରୁ ମାଟ୍ରିକ ପରୀକ୍ଷା ଖାତା ଦେଖା ଆରମ୍ଭ ହେବ। ମୋଟ ୬୧ଟି କେନ୍ଦ୍ରରେ ୧୫ ହଜାର ଶିକ୍ଷୟିତ୍ରୀ/ଶିକ୍ଷକ ଏହି ଖାତା ମୂଲ୍ୟାୟନ...

ଭାଙ୍ଗିଲା ସୂର୍ଯ୍ୟମନ୍ଦିର ମୂର୍ତ୍ତି, ବିବାଦରେ ଏଏସ୍‌ଆଇ

ଭୁବନେଶ୍ୱର,୨୯।୨(ବ୍ୟୁରୋ): ବିଶ୍ୱ ଐତିହ୍ୟସ୍ଥଳୀ କୋଣାର୍କ ସୂର୍ଯ୍ୟମନ୍ଦିରର ମରାମତି ନାମରେ କାରୁକାର୍ଯ୍ୟପୂର୍ଣ୍ଣ ପଥରକୁ କାଢି ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା(ଏଏସ୍‌ଆଇ) ସାଦା ପଥର ଲଗାଇବା ବିବାଦ ଥମିନାହିଁ।...

କୂଅରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବ୍ରହ୍ମପୁର ଅଫିସ,୨୯।୯: ଗଞ୍ଜାମ ଜିଲା ବୈଦ୍ୟନାଥପୁର ପୋଲିସ ରବିବାର ସକାଳେ ବିଦ୍ୟୁତ୍‌ପୁର କଲୋନୀ ନିକଟସ୍ଥ ଏକ ପରିତ୍ୟକ୍ତ କୂଅରୁ ଜଣେ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର...

ନୂଆପାଟଣା ଗ୍ରାମ ୩ ଦିନ ଶଟ୍‌ଡାଉନ

ନିମାପଡ଼ା,୨୭ା୮(ଡି.ଏନ୍‌.ଏ): ନିମାପଡ଼ା ବ୍ଲକ କଳାପାଞ୍ଚଣ ପଞ୍ଚାୟତର ନୂଆପାଟଣା ଗ୍ରାମରେ ବୁଧବାର ଜଣେ ୧୭ବର୍ଷୀୟ ବାଳକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଂକ୍ରମଣକୁ ରୋକିବା ପାଇଁ ସରପଞ୍ଚ...

୩୨୭୬ ଅଙ୍ଗନଓ୍ବାଡି କର୍ମୀଙ୍କୁ ସାନିଟାଇଜ୍‌ କିଟ୍‌

ଅନୁଗୋଳ ଅଫିସ, ୧୭।୫- କରୋନା ବିରୋଧରେ ଲଢ଼େଇ କରୁଥିବା ପ୍ରତିଟି ଯୋଦ୍ଧାଙ୍କ ପାଇଁ ସହଯୋଗର ହାତ ବଢ଼ାଇଛି ଅନୁଗୋଳସ୍ଥିତ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ...

Advertisement
Archives

Model This Week