କେନ୍ଦ୍ରାପଡ଼ାରେ ଆଉ ୮ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୩୮

କେନ୍ଦ୍ରାପଡ଼ା ଅଫିସ/ଡେରାବିଶ/ମହାକାଳପଡ଼ା ୧୯।୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଓ ମହାକାଳପଡା ବ୍ଲକ ଅଞ୍ଚଳରେ ୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମଙ୍ଗଳବାର ସୁଦ୍ଧା ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୮ରେ ପହଞ୍ଚିଛି।
ଡେରାବିଶ ବ୍ଲକ ମୁକୁନ୍ଦପୁର ନୋଡାଲ ପ୍ରାଥମିକ ସ୍କୁଲ ସଂଗରୋଧ କେନ୍ଦ୍ରରେ ଚେନ୍ନାଇ ଫେରନ୍ତା ରାଜକନିକା ଅଞ୍ଚଳର ୩ ଜଣ ଓ ମହାକାଳପଡାର ପଶ୍ଚିମବଙ୍ଗ ଫେରନ୍ତା ଜଣେ ବ୍ୟକ୍ତି କରୋନା ପଜିଟିଭ ବୋଲି ସୂଚନା ମିଳିଛି। ସେହିପରି ଏହି ବ୍ଲକ ଅନ୍ତର୍ଗତ କୁରୁଜଙ୍ଗା ପଞ୍ଚାୟତ ସଂଗରୋଧ କେନ୍ଦ୍ରରେ ଥିବା ପଶ୍ଚିମବଙ୍ଗ ଫେରନ୍ତା ୨ ଜଣ କରୋନା ଅକ୍ରାନ୍ତ ହୋଇଥିବା ସ୍ବାବ ରିପୋର୍ଟରୁ ଜଣାପଡିଛି। ଏଥିସହିତ ମହାକାଳପଡା ଦହିଢ଼ଇ ସଂଗରୋଧ କେନ୍ଦ୍ରରେ ରହୁଥିବା ମା’ ଓ ଝିଅ କରୋନା ଆକ୍ରାନ୍ତ ହୋଇଛନ୍ତି। ଏ ସମ୍ପର୍କରେ ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଆକ୍ରାନ୍ତମାନେ ପ୍ରବାସରୁ ଆସି ସଂଗରୋଧ କେନ୍ଦ୍ରରେ ଥିଲେ। କେନ୍ଦ୍ର ନିକଟରେ ସିଆରପିସି ଧାରା ୧୪୪ ଲାଗୁ ହୋଇଥିବାରୁ କଣ୍ଟେନମେଣ୍ଟ ଜୋନ୍‌ର ଆବଶ୍ୟକତା ନାହିଁ। ଆକ୍ରାନ୍ତଙ୍କ ସହ ସଂଗରୋଧ କେନ୍ଦ୍ରରେ ରହୁଥିବା ଅନ୍ୟମାନଙ୍କ ସ୍ବାବ ପରୀକ୍ଷା ପାଇଁ ସଂଗ୍ରହ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ତର ମନ୍ତର ଅନ୍ଦୋଳନକୁ ନେଇ ଗୃହ ମନ୍ତ୍ରଣାଳୟର ବଡ଼ ନିର୍ଦ୍ଦେଶ: ଏସବୁ ଅଞ୍ଚଳରେ ବନ୍ଦ ହେବ ମୋବାଇଲ ଇଣ୍ଟରନେଟ ସେବା

ନୂଆଦିଲ୍ଲୀ,୨୩।୭: ଗୃହ ମନ୍ତ୍ରଣାଳୟ ଜନ୍ତର ମନ୍ତର ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛି। ଚାଲିଥିବା ପ୍ରତିବାଦକୁ ଦୃଷ୍ଟିରେ ରଖି, ସରକାର ନିର୍ଦ୍ଦେଶ ଦେଇଛନ୍ତି ଯେ ଜନ୍ତର…

ପାରଳାଖେମୁଣ୍ଡି ରାଜପ୍ରାସାଦର ଦୁର୍ଦ୍ଦଶା ଦେଖି ମନ୍ତ୍ରୀଙ୍କ ଉଦ୍‌ବେଗ: ପୁନରୁଦ୍ଧାର ପାଇଁ ଜୋର ଧରିଲା ଦାବି

ପାରଳାଖେମୁଣ୍ଡି, ୨୩ା୭(ଗିରିଧାରୀ ପରିଚ୍ଛା): ରାଜ୍ୟର ଖଣି, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗୁରୁବାର ଗଜପତି ଜିଲା ଗସ୍ତରେ ଆସିଥିବା ବେଳେ ଐତିହ୍ୟବାହୀ ପାରଳାଖେମୁଣ୍ଡି…

ବ୍ରହ୍ମଚାରୀ ଓଭରବ୍ରିଜ୍ ନିକଟରେ ବରଗଡ଼ ପୋଲିସର ଚଢ଼ାଉ: ୧୧୮୦ ବୋତଲ କଫ୍ ସିରପ ଜବତ, ୨ ଗିରଫ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ରହ୍ମଚାରୀ ଓଭରବ୍ରିଜ୍ ନିକଟରେ ପୋଲିସ ପକ୍ଷରୁ ଏକ ଚଢ଼ାଉ କରାଯାଇ ବିପୁଳ ପରିମାଣର ବେଆଇନ କଫ୍ ସିରପ ଜବତ କରାଯାଇଛି। ଏହି…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ କ୍ରିକେଟର ଭଗବାନ, ବାପାଙ୍କୁ ମନେ ପକାଇ କହିଲେ…

ନୂଆଦିଲ୍ଲୀ,୨୩।୭: NEET-UG ପେପର୍‌ ଲିକ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। CJP ଦେଶବ୍ୟାପୀ ପ୍ରତିବାଦ ଘୋଷଣା କରିଛନ୍ତି ଏବଂ ଛାତ୍ରୀଛାତ୍ରମାନଙ୍କୁ ଅଂଶଗ୍ରହଣ କରିବାକୁ ଆହ୍ବାନ କରିଛନ୍ତି।…

ଭଞ୍ଜନଗର ଥାନା ସମ୍ମୁଖରେ ବିଦ୍ୟୁତ୍ ଖୁଣ୍ଟରେ ନିଆଁ: ସଟ୍ ସର୍କିଟ୍ ଯୋଗୁଁ ହୁ ହୁ ହୋଇ ଜଳିଲା ତାର, ଭୟଭୀତ ହେଲେ…

ଭଞ୍ଜନଗର, ୨୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ସମ୍ମୁଖରେ ଥିବା ଏକ ବିଦ୍ୟୁତ୍ ଖୁଣ୍ଟରେ ଗୁରୁବାର ସନ୍ଧ୍ୟାରେ ହଠାତ୍ ନିଆଁ ଲାଗିଯାଇଥିବାରୁ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ…

ଗୌତମ ଗମ୍ଭୀର ପ୍ରଶିକ୍ଷକ ପଦ ଛାଡିବା ପରେ ପ୍ରଥମ ମ୍ୟାଚ ଜିତିଲେ ଅଧିନାୟକ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୩।୭: ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଜିମ୍ବାୱେକୁ ୭ ୱିକେଟରେ ପରାସ୍ତ କରିଛି। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଏହା ଟି-୨୦ ଦଳର ପ୍ରଥମ ବିଜୟ। ଉଲ୍ଲେଖନୀୟ…

ଦିଗପହଣ୍ଡି ଶ୍ରୀ ଗୁଣ୍ଡିଚା ମନ୍ଦିରରେ ନବମୀ ସନ୍ଧ୍ୟା ଦର୍ଶନ: ରାମ-ବଳରାମ ବେଶରେ ଦର୍ଶନ ଦେଲେ ଶ୍ରୀଜିଉ, ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଦିଗପହଣ୍ଡି, ୨୩ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥ ଶ୍ରୀ ଗୁଣ୍ଡିଚା ମନ୍ଦିରରେ ଗୁରୁବାର ପବିତ୍ର ନବମୀ ସନ୍ଧ୍ୟା ଦର୍ଶନ ଅବସରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ…

ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ପ୍ରଥମ ଟି୨୦ ଜିତିଲା ଭାରତ

ହରାରେ,୨୩ା୭: ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ଏବଂ ବଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଭାରତ ୭ ଉଇକେଟରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri