କେନ୍ଦ୍ରାପଡ଼ାରେ ଭୋଟ ଗଣତି ଆରମ୍ଭ

କେନ୍ଦ୍ରାପଡ଼ା ଅଫିସ,୨୩ା୫ : କେନ୍ଦ୍ରାପଡ଼ା ଲୋକସଭା ଓ ଏହାର ୪ଟି ବିଧାନସଭା (କେନ୍ଦ୍ରାପଡା, ରାଜନଗର, ଆଳି ଓ ମହାକାଳପଡ଼ା) ନିର୍ବାଚନମଣ୍ଡଳୀର ଭୋଟ ଗଣତି ଗୁରୁବାର ସକାଳ ୮ଟାରୁ ଆରମ୍ଭ ହୋଇଛି। ପ୍ରଥମେ ପୋଷ୍ଟାଲ ଭୋଟ ଗଣତି ହେଉଛି। ଏଥିପାଇଁ ଜିଲା ନିର୍ବାଚନ ଅଧିକାରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ସୁରକ୍ଷା ବ୍ୟବସ୍ଥାକୁ ଦୃଢ଼ କରାଯାଇଛି। ଏଠାରେ ପାଟକୁରା ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ହୋଇନାହିଁ। ତେବେ ହେଭିଓ୍ବେଟ୍‌ ନେତା ବୈଜୟନ୍ତ ପଣ୍ଡା, ଅନୁଭବ ମହାନ୍ତି, ଶଶିଭୂଷଣ ବେହେରା, ଗଣେଶ୍ୱର ବେହେରା, ଅତନୁ ସବ୍ୟସାଚୀ ନାୟକ, ପ୍ରତାପ କେଶରୀ ଦେବ, ଦେବେନ୍ଦ୍ର ଶର୍ମା, ଅଂଶୁମାନ ମହାନ୍ତି ପ୍ରାର୍ଥୀ ହୋଇ ଥିବାରୁ ଫଳାଫଳ ପାଇଁ ସମର୍ଥକଙ୍କ ଭିଡ଼ ଜମିଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

‘ମୋ ମୁଣ୍ଡ କାଟିଦେଲେ ବି ଭାଜପାକୁ ଯିବିନି…’, ଟିଏମସି କନ୍ଦଳ ଭିତରେ ଗର୍ଜିଲେ ମହୁଆ, କରିଦେଲେ ବଡ଼ ଖୁଲାସା

କୋଲକାତା,୮।୭: ପଶ୍ଚିମବଙ୍ଗରେ ଗତ ୧୫ ବର୍ଷ ଧରି କ୍ଷମତାରେ ଥିବା ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (TMC) ବର୍ତ୍ତମାନ ଏକ କଷ୍ଟକର ପରିସ୍ଥିତିର ସମ୍ମୁଖୀନ ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri