କେନ୍ଦ୍ରାପଡ଼ାରେ ସିଏଏ, ଏନ୍‌ଆର୍‌ସିକୁ ବିରୋଧ: ଶୋଭାଯାତ୍ରା ପାଇଁ ଅନୁମତି ନ ଦେବାରୁ ଉତ୍ତେଜନା

କେନ୍ଦ୍ରାପଡ଼ା ଅଫିସ,୨୧।୧୨: କେନ୍ଦ୍ରାପଡ଼ା ଜିଲାର ମୁସଲମାନ ଓ ଦଳିତ ମହାସଂଘ ପକ୍ଷରୁ ସିଏଏ ଓ ଏନ୍‌ଆର୍‌ସିକୁ ଶନିବାର ବିରୋଧ କରାଯାଇଛି। ସକାଳେ ସହରର ନୂଆ ଇଦ୍‌ଗାହ ପଡିଆଠାରୁ ୫ ହଜାରରୁ ଊର୍ଦ୍ଧ୍ୱ ଲୋକେ ନୀରବ ଶୋଭାଯାତ୍ରାରେ ବାହାରିଥିଲେ। ମାତ୍ର ସହର ମଧ୍ୟରେ ଶୋଭାଯାତ୍ରା ପାଇଁ ଅନୁମତି ନ ଥିବାରୁ ଜିଲା ପୋଲିସ ପ୍ରଶାସନ ଇଦ୍‌ଗାହ ପଡ଼ିଆଠାରେ ସେମାନଙ୍କୁ ଅଟକାଇଛନ୍ତି। ଏ ନେଇ ସାମାନ୍ୟ ଉତ୍ତେଜନା ସୃଷ୍ଟି ହୋଇଛି। ଶୋଭାଯାତ୍ରାକାରୀ ନିକଟସ୍ଥ ରାସ୍ତାରେ ଧାରଣାରେ ବସିଛନ୍ତି। ଶାନ୍ତିଶୃଙ୍ଖଳାକୁ ଦୃଷ୍ଟିରେ ରଖି ଜିଲା ପୋଲିସ ପକ୍ଷରୁ ବ୍ୟାପକ ଫୋର୍ସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିକିତ୍ସାରେ ଅବହେଳା ଅଭିଯୋଗ

ବାଲେଶ୍ୱର ଅଫିସ,୭।୨: ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ପଦ୍ମପୁର ଗ୍ରାମର ଜଣେ ରୋଗୀଙ୍କୁ ଅପରେଶନ ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ରୋଗୀଙ୍କୁ ନିଶ୍ଚେତକ ଦେଇ...

ଖମନଖୋଲରେ ମାଓବାଦୀ ପୋଷ୍ଟର

ବାଲିଗୁଡା,୨୦ା୧୦(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ବାଲିଗୁଡା ଥାନା ଖମନଖୋଲ ଛକ ଓ ଅନ୍ୟ କେତେକ ସ୍ଥାନରେ ଶନିବାର ଦେଖିବାକୁ ମିଳିଛି ମାଓବାଦୀ ପୋଷ୍ଟର। ଏଥିରେ ପୋଲିସ ପ୍ରଶାସନ...

୪୦ ବର୍ଷରେ ପାଦ ଥାପିଲା ନାଲ୍‌କୋ:ପ୍ରତିଷ୍ଠା ଦିବସ ପାଳନ ଆଜି

ବଅଁରପାଳ,୭।୧ (ଡି.ଏନ୍‌.ଏ.) ଅନୁଗୋଳ ଜିଲା ନାଲ୍‌କୋ ପକ୍ଷରୁ ୪୦ତମ ପ୍ରତିଷ୍ଠା ଦିବସ ମଙ୍ଗଳବାର ପାଳନ କରାଯିବ। ଏଥିପାଇଁ ନାଲ୍‌କୋ କର୍ତ୍ତୃପକ୍ଷଙ୍କ ମଧ୍ୟରେ ବେଶ୍‌ ତତ୍ପରତା ପ୍ରକାଶ...

ନିଖୋଜ ପରେ ଟ୍ରେନ ଲାଇନରୁ ମୃତଦେହ ଜବତ

କଣ୍ଟାବାଞ୍ଜି,୧୬ା୧୦(ଡି.ଏନ.ଏ.): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ରେଳ ଷ୍ଟେଶନର ଅନତି ଦୂରରେ ଜଣେ ଯୁବକଙ୍କ ମୃତଦେହ ରେଳ ଧାରଣାରୁ ଶନିବାର ଜିଆରପି ଜବତ କରିଛି । ମୃତକ...

ଭାଜପା ପତାକା ଚିରି ଗାଡ଼ି ଭାଙ୍ଗିଲେ

ପିପିଲି/ଡେଲାଙ୍ଗ,୨୨।୯(ସ୍ବ.ପ୍ର./ଡି.ଏନ୍‌.ଏ.):ପିପିଲି ଉପନିର୍ବାଚନ ପାଇଁ ସୋମବାରଠାରୁ ବିଧିବଦ୍ଧ ପ୍ରଚାର ଆରମ୍ଭ ହୋଇଛି। ୩୦ତାରିଖରେ ଭୋଟ ହେବାକୁ ଥିବାରୁ ପ୍ରଚାର ପାଇଁ ହାତରେ ଆଉ ମାତ୍ର ୭ଦିନ ।...

ସାପ କାମୁଡ଼ାରେ ୨ ମୃତ, ଜଣେ ଗୁରୁତର

କେନ୍ଦୁଝର/ଢେଙ୍କିକୋଟ, ୧୨ା୬ (ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ଜିଲାରେ ୩ଟି ପୃଥକ ସ୍ଥାନରେ ସାପ କାମୁଡାରେ ଜଣେ ନାବାଳିକା ଓ ଜଣେ ମହିଳାଙ୍କ ମଙ୍ଗଳବାର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ...

କାମରେ ଲାଗୁନି ୪ ପର୍ଯ୍ୟଟନ ପ୍ରକଳ୍ପ

ଚଣ୍ଡିଖୋଲ,୧୨।୧୨(ଡି.ଏନ.ଏ.): ବୌଦ୍ଧ ହୀରକ ତ୍ରିଭୁଜ ଉଦୟଗିରି-ରତ୍ନଗିରି-ଲଳିତଗିର ଏବଂ ପରିବେଶ ପର୍ଯ୍ୟଟନସ୍ଥଳ ଓଳାଶୁଣୀ ପୀଠକୁ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ନିର୍ମାଣ...

ଓଡ଼ିଶାର ବାନ୍ଧକଳା ହେବ ବିଶ୍ୱବ୍ରାଣ୍ଡ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ୱ

ଭୁବନେଶ୍ୱର, ୩।୧୧(ବ୍ୟୁରୋ): ଜାତୀୟସ୍ତରରେ ଏକ ଉତ୍କୃଷ୍ଟ ପାରମ୍ପରିକ ହସ୍ତତନ୍ତର ମାନ୍ୟତା ହାସଲ କଲାପରେ ଓଡ଼ିଶାର ବାନ୍ଧକଳା(ଇକାତ୍‌) ଏବେ ଏକ ବିଶ୍ୱବ୍ରାଣ୍ଡ ହେବାକୁ ଯାଉଛି। ମୁଖ୍ୟ ଶାସନ...

Advertisement


Archives

Model This Week