କେନ୍ଦ୍ରାପଡ଼ାରେ ୬ କରୋନା ପଜିଟିଭ ଚିହ୍ନଟ : ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ଛୁଇଁଲା ୬୧, ସୁସ୍ଥ ହେଲେଣି ୨୬ଜଣ

କେନ୍ଦ୍ରାପଡା ଅଫିସ, ୨୬ା୫: କେନ୍ଦ୍ରାପଡା ଜିଲା ଡେରାବିଶ, ମହାକାଳପଡା ବ୍ଲକ ଅଞ୍ଚଳରୁ ମଙ୍ଗଳବାର ନୂତନ ୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୧ରେ ପହଞ୍ଚିଛି। ତେବେ ସେମାନଙ୍କ ମଧ୍ୟରୁ ୨୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି।
ବର୍ମା କହିଛନ୍ତି ଯେ, ଚିହ୍ନଟ ଆକ୍ରାନ୍ତମାନେ ସଂଗରୋଧ କେନ୍ଦ୍ରରେ ରହୁଥିବାରୁ ଗୋଷ୍ଠି ସଂକ୍ରମଣର ଆଶଙ୍କା ନାହିଁ । ଆକ୍ରାନ୍ତମାନେ ସୁରଟ, ପଶ୍ଚିମବଙ୍ଗ ଓ ତାମିଲନାଡୁ ଫେରନ୍ତା। ସମସ୍ତ ଆକ୍ରାନ୍ତଙ୍କୁ କେନ୍ଦ୍ରାପଡ଼ା ଜିଲା ଛତାସ୍ଥିତ କୋଭିଡ ହସ୍ପିଟାଲକୁ ଚିକିତ୍ସା ପାଇଁ ପଠା ଯାଇଥିବା ଜିଲାପାଳ ବର୍ମା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ଦେଉଛନ୍ତି, ପ୍ରଶାସନ ଦେଉନି

ଅନୁଗୋଳ ଅଫିସ, ୨୨।୫ କରୋନା ମୁକାବିଲା ପାଇଁ ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ବହୁ ପୂର୍ବରୁ ପ୍ରସ୍ତୁତି କରାଯାଇଥିଲା। ଘନ ଘନ ବୈଠକ ସହ କି...

କୋର୍ଟରେ ହାଜର ହେଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର, ୭ା୯(ବ୍ୟୁରୋ): ଜାତିଆଣ ଆକ୍ଷେପ ମାମଲା ନେଇ ବାଲେଶ୍ୱର ଏମ୍‌ପି ତଥା କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଶୁକ୍ରବାର ଭୁବନେଶ୍ୱର ସ୍ପେଶାଲ କୋର୍ଟରେ ହାଜର ହୋଇଛନ୍ତି।...

ଛେରାପହଁରା କଲେ ଗଜପତି ମହାରାଜାଙ୍କ ପ୍ରତିନିଧି ମୁଦିରଥ

ପୁରୀ ଅଫିସ, ୫।୬: ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନମଣ୍ଡପରେ ବିଜେ କରିଛନ୍ତି ମହାପ୍ରଭୁ। ସ୍ନାନବେଦୀରେ ବିଜେ କରିବା ପରେ ନୀତିକାନ୍ତି ଆରମ୍ଭ ହୋଇଛି। ବେଦୀରେ ମହାପ୍ରଭୁଙ୍କ...

ଲୋକେ ଭକୁଆ: କରୋନା ଟୀକାର ଦେଖାନାହିଁ, ଅଫିସରଙ୍କ ପକେଟ ଗରମ

ଓ୍ବାଶିଂଟନ, ୨୭।୭: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। କରୋନା ପ୍ରତିଷେଧକ ଟୀକା ଆଶାରେ ସାଧାରଣ ଲୋକଙ୍କ ଜୀବନ ବିତୁଛି। କେବେ...

ଭାଜପା ପକ୍ଷରୁ ୧୨ ଘଣ୍ଟିଆ ଅନୁଗୋଳ ବନ୍ଦ ପାଳନ: ବଅଁରପାଳରେ ପ୍ରଭାବ

ବଅଁରପାଳ,୨୪।୭(ଡି.ଏନ୍‌.ଏ.): ମୃତଦେହ ବ୍ୟବଚ୍ଛେଦ, ସଂରକ୍ଷଣ ଗୃହରୁ ୨ ମୃତଦେହରୁ ଆଖି ଗାଏବ, ନାବାଳିକାଙ୍କୁ ବଳାତ୍କାର ଓ ଅନୁଗୋଳ ସହରରେ ଆବର୍ଜନା ଭର୍ତ୍ତି ହେବା ଆଦି ଘଟଣାକୁ...

ତ୍ରିପାକ୍ଷିକ ଆଲୋଚନା ପରେ ସଫେଇ କର୍ମଚାରୀଙ୍କ ଧର୍ମଘଟ ପ୍ରତ୍ୟାହୃତ

ବାଲେଶ୍ୱର ଅଫିସ, ୩୦।୭-ବାଲେଶ୍ୱର ପୌର ଠିକା ସଫେଇ କର୍ମଚାରୀମାନଙ୍କର ଗତ ୨୫ତାରିଖଠାରୁ ଚାଲିଥିବା ଧର୍ମଘଟ ପ୍ରତ୍ୟାହୃତ ହୋଇଛି। ମଙ୍ଗଳବାର ସହରରେ ସଫେଇ କାର୍ଯ୍ୟ ସ୍ବାଭାବିକ ଚାଲିଥିବା...

ଏଜ୍‌ବାଷ୍ଟନ ଷ୍ଟାଡିୟମରେ ହେବ କୋଭିଡ୍‌-୧୯ ଟେଷ୍ଟିଂ ସେଣ୍ଟର

ଲଣ୍ଡନ,୩।୪ (ପି.ଟି)- ଇଂଲଣ୍ଡର ବର୍ମିଂହାମସ୍ଥିତ ଏଜ୍‌ବାଷ୍ଟନ ଷ୍ଟାଡିୟମ କୋଭିଡ୍‌-୧୯ ଟେଷ୍ଟିଂ ସେଣ୍ଟରରେ ପରିଣତ ହେବ ବୋଲି ଓ୍ବରଓ୍ବିକ୍‌ଶାୟାର କାଉଣ୍ଟି କ୍ରିକେଟ କ୍ଲବ (ଡବ୍ଲ୍ୟସିସିସି) ତରଫରୁ କୁହାଯାଇଛି।...

ଛାତ୍ରୀଛାତ୍ରଙ୍କୁ ଚାରା ବାଣ୍ଟିଲେ ଜିଲାପାଳ

ଛତ୍ରପୁର,୨୨ା୬(ଡି.ଏନ.ଏ)-ଛତ୍ରପୁରସ୍ଥିତ ଅନସ୍ଲୋ ସରକାରୀ ହାଇସ୍କୁଲରେ ଶୁକ୍ରବାର ଗଞ୍ଜାମ ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଆୟୋଜିତ ହୋଇଥିଲା। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏଥିରେ ଯୋଗଦେଇ ସ୍କୁଲକୁ ଆସିଥିବା...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *