କେନ୍ଦ୍ରାପଡ଼ାରେ ୬ କରୋନା ପଜିଟିଭ ଚିହ୍ନଟ : ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ଛୁଇଁଲା ୬୧, ସୁସ୍ଥ ହେଲେଣି ୨୬ଜଣ

କେନ୍ଦ୍ରାପଡା ଅଫିସ, ୨୬ା୫: କେନ୍ଦ୍ରାପଡା ଜିଲା ଡେରାବିଶ, ମହାକାଳପଡା ବ୍ଲକ ଅଞ୍ଚଳରୁ ମଙ୍ଗଳବାର ନୂତନ ୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୧ରେ ପହଞ୍ଚିଛି। ତେବେ ସେମାନଙ୍କ ମଧ୍ୟରୁ ୨୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି।
ବର୍ମା କହିଛନ୍ତି ଯେ, ଚିହ୍ନଟ ଆକ୍ରାନ୍ତମାନେ ସଂଗରୋଧ କେନ୍ଦ୍ରରେ ରହୁଥିବାରୁ ଗୋଷ୍ଠି ସଂକ୍ରମଣର ଆଶଙ୍କା ନାହିଁ । ଆକ୍ରାନ୍ତମାନେ ସୁରଟ, ପଶ୍ଚିମବଙ୍ଗ ଓ ତାମିଲନାଡୁ ଫେରନ୍ତା। ସମସ୍ତ ଆକ୍ରାନ୍ତଙ୍କୁ କେନ୍ଦ୍ରାପଡ଼ା ଜିଲା ଛତାସ୍ଥିତ କୋଭିଡ ହସ୍ପିଟାଲକୁ ଚିକିତ୍ସା ପାଇଁ ପଠା ଯାଇଥିବା ଜିଲାପାଳ ବର୍ମା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗରମ ଡାଲି ପଡ଼ି ୨ ବୋଝିଆ ଆହତ

ପୁରୀ ଅଫିସ,୨୮ା୫: ଶ୍ରୀମନ୍ଦିର ପରିସରରେ ଶନିବାର ମଧ୍ୟାହ୍ନରେ ଏକ ଅଘଟଣ ଘଟିଛି। ମହାପ୍ରସାଦ ବୋଝେଇ ନେଉଥିବା ବେଳେ ଗରମ ଡାଲି ପଡ଼ି ୨ଜଣ ବୋଝିଆ ଆହତ...

ତପୁ ମିଶ୍ର ଗୁରୁତର: ଭଗବାନଙ୍କୁ ପ୍ରାର୍ଥନା କରିବାକୁ ନିବେଦନ କଲେ ବୁଦ୍ଧାଦିତ୍ୟ

ଭୁବନେଶ୍ୱର,୧୭।୬(ବ୍ୟୁରୋ): ଓଲିଉଡର ଲୋକପ୍ରିୟ ଗାୟିକା ତପୁ ମିଶ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ଗୁରୁତର ହେବାରେ ଲାଗିଛି। ସେ ଏବେ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।...

ଲୋକଙ୍କ ଘରେ ଜିନିଷ ପହଞ୍ଚାଇବ ହୋମ୍‌ଭେରି ପୋର୍ଟାଲ

ସମ୍ବଲପୁର,୨୮।୩(ବ୍ୟୁରୋ)-ଲକ୍‌ଡାଉନ ଘୋଷଣା ହେବା ପରେ ସମ୍ବଲପୁର ଜିଲାରେ ଦୋକାନ ବଜାରଗୁଡିକ ବନ୍ଦ ରହିଛି। ମହାନଗର ନିଗମ ପକ୍ଷରୁ ଶୁକ୍ରବାରଠାରୁ କିରାନା ସାମଗ୍ରୀ ଏବଂ ଔଷଧ ହୋମ...

ବଢ଼ିଛି ମହିଳା ସଙ୍କୀତ୍ତର୍ର୍ର୍ନ ମଣ୍ଡଳୀର ଆଦୃତି

କେନ୍ଦୁଝର,୨୧।୩-ସମାଜରେ ଆଧ୍ୟାତ୍ମିକ ଭାବନା ସୃଷ୍ଟି କରିବା ସହ କିଛି ରୋଜଗାର କରି ପେଟ ପୋଷିବା ଲାଗି ମହିଳାମାନେ ଆଗଭର ହୋଇ ପାଲା, ସଙ୍କୀତ୍ତର୍ର୍ନ ଭଳି କାର୍ଯ୍ୟକୁ...

ଟ୍ରାଫିକ ସମନ୍ବୟ ବୈଠକ: ଜାତୀୟ ରାଜପଥରେ ଲେନ୍‌ ବ୍ୟବସ୍ଥା ହେବ

ଭୁବନେଶ୍ୱର, ୭ା୯(ବ୍ୟୁରୋ): ରାସ୍ତା ସମସ୍ୟା ଓ ଟ୍ରାଫିକ୍‌ ବ୍ୟବସ୍ଥା ସୁଧାରିବା ନିମନ୍ତେ ଶୁକ୍ରବାର ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ସିପି ମୁଖ୍ୟାଳୟରେ...

ଦାନାରୀଗୁଡ଼ା-ପୁକେର ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

ଲାଞ୍ଜିଗଡ଼,୨୯।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ପଞ୍ଚାୟତ ଦାନାରୀଗୁଡାଠାରୁ ପୁକେର ଗାଁକୁ ଯୋଗାଯୋଗ ବିଛିନ୍ନ ହେଇଯାଇଛି। ଦାନାରୀଗୁଡାଠାରୁ ପୁକେର ଗାଁକୁ ସଂଯୋଗ...

ବିନା ନୋଟିସରେ ବସ୍ତିବାସିନ୍ଦାଙ୍କୁ ଉଚ୍ଛେଦ କରିବାକୁ ଯାଇ ଅଡୁଆରେ ପ୍ରଶାସନ

ଭଦ୍ରକ ଅଫିସ, ୧।୧୦: ଭଦ୍ରକ ଜିଲା ଚରମ୍ପା ପରିବହନ ବିଭାଗ ନିକଟସ୍ଥ ସରକାରୀ ଜମିରେ କିଛି ଆଦିବାସୀ ଜବରଦଖଲ କରି ରହିଆସୁଛନ୍ତି। ମଙ୍ଗଳବାର ପ୍ରଶାସନ ପକ୍ଷରୁ...

ଗୃହରେ ତାଲା, ବାରଣ୍ଡାରେ ପିଲା

ପାରାଦୀପ,୧୯ା୧୦(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ପାରାଦୀପ ପୌରାଞ୍ଚଳର ୨ନଂ. ୱାର୍ଡର ଅଠରବାଙ୍କି ତଳପଡାରେ ଅଛି ସରକାରୀ ପ୍ରାଥମିକ ବିଦ୍ୟାଳୟ। ୨୦୦୮ରୁ ଚାଲିଥିବା ଏହି ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ...

Advertisement
Archives

Model This Week