କେନ୍ଦ୍ରାପଡ଼ା ଲୋକ ସଭା ନିର୍ବାଚନ ମଣ୍ଡଳୀରେ ଜମୁଛି ପ୍ରଚାର

କେନ୍ଦ୍ରାପଡ଼ା ଅଫିସ୍‌, ୧୭।୪: ଆସନ୍ତା ୧୮ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଗତ ୧୬ ତାରିଖରୁ ପ୍ରଚାର କାର୍ଯ୍ୟ ଶେଷ ହୋଇଛି। ଏବେ ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟରେ ହେବାକୁ ଥିବା ନିର୍ବାଚନ ଉପରେ ରାଜନୈତିକ ଦଳଗୁଡ଼ିକର ଫୋକସ୍‌ ରହିଛି। କେନ୍ଦ୍ରାପଡ଼ା ଜିଲାରେ  ୪ର୍ଥ ତଥା ଶେଷ ପର୍ଯ୍ୟାୟରେ ସାଧାରଣ ନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ। ତେବେ ଏକଦା ମନ୍ତ୍ରୀପଡ଼ା ଆଖ୍ୟା ପାଇଥିବା ଏହି କେନ୍ଦ୍ରାପଡ଼ା ଲୋକ ସଭା ନିର୍ବାଚନ ମଣ୍ଡଳୀ ଅଧୀନ ୭ ବିଧାନସଭା ଆସନରେ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବାକୁ ସବୁ ଦଳର ହେଭିଓ୍ବେଟଙ୍କ ଭିଡ଼ ଜମୁଛି। ପ୍ରଚାରରେ ହେଭିଓ୍ବେଟମାନେ ସାମିଲ ହେଉଥିବା ବେଳେ ଲୋକଙ୍କ ମଧ୍ୟରେ ଏ ନେଇ ଉତ୍ସୁକତା ବଢ଼ୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ରଙ୍କ ରୋଡ ଶୋରେ ଭାଜପା-ବିଜେଡି କର୍ମୀ ମୁହାଁମୁହିଁ

ଧର୍ମେନ୍ଦ୍ରଙ୍କ ରୋଡ ଶୋରେ ଭାଜପା-ବିଜେଡି କର୍ମୀ ମୁହାଁମୁହିଁ ବାରିପଦା ଅଫିସ,୨୫।୪: ମୟୂରଭଞ୍ଜ ଜିଲା ଅଧୀନ ଲୋକ ସଭା ଓ ୭ ବିଧାନସଭା ପାଇଁ ଆସନ୍ତା ୨୯...

କଂଗ୍ରେସର ନିର୍ବାଚନୀ ସଭା : ହେଲିକପ୍ଟରରୁ ଓହ୍ଲାଇ ପାରିଲେନି ନିରଞ୍ଜନ, ରୁଦ୍ରରାଜୁ ଓ ଖୁସ୍‌ବୁ

ରଣପୁର,୨୨ା୪(ସ୍ବ.ପ୍ର.)-ରଣପୁର ତ୍ରିସ୍ତରୀୟ ସାଧାରଣ ନିର୍ବାଚନ ପାଇଁ ବିଭିନ୍ନ ଦଳର ପ୍ରାର୍ଥୀମାନେ ରାଜ୍ୟସ୍ତରୀୟ ବରିଷ୍ଠ ନେତୃବୃନ୍ଦଙ୍କୁ ଏଠାକୁ ଆଣି ଦଳର ପ୍ରଚାର ସହ ଭୋଟ ଭିକ୍ଷା କରୁଛନ୍ତି।...

ନୟାଗଡ଼ର ୪ ବିଧାନସଭାରେ ବିଜେଡି ଆଗୁଆ

ନୟାଗଡ ଅଫିସ,୨୩ା୫- ପ୍ରଥମ ରାଉଣ୍ଡ ଗଣତିରେ ନୟାଗଡ଼ ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀମାନେ ଆଗୁଆ ଅଛନ୍ତି। ନୟାଗଡ ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଅରୁଣ...

ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପ୍ରଚାର ଶେଷ

ନୂଆଦିଲ୍ଲୀ,୧୨ା୨: ଉତ୍ତରପ୍ରଦେଶର ଦ୍ୱିତୀୟ ପର୍ଯ୍ୟାୟ, ଉତ୍ତରାଖଣ୍ଡ ଏବଂ ଗୋଆ ବିଧାନସଭା ନିର୍ବାଚନ ପାଇଁ ଶନିବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ଏହି ପର୍ଯ୍ୟାୟରେ ଉତ୍ତରପ୍ରଦେଶର ୯ଟି...

୮ମ ରାଉଣ୍ଡ: ବିଜେଡି ପ୍ରାର୍ଥୀ ଆଗରେ

ଖଇରା, ୨୩।୫(ଡି.ଏନ.ଏ.)-ସିମୁଳିଆ ନିର୍ବାଚନମଣ୍ଡଳୀରେ ୮ମ ରାଉଣ୍ଡ ସୁଦ୍ଧା ବିଜେଡି ବିଧାୟକ ପ୍ରାର୍ଥୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ପଦ୍ମଲୋଚନ ପଣ୍ଡାଙ୍କଠାରୁ ୩୨୯୧ଖଣ୍ଡ...

ମୋଦିଙ୍କର ଅର୍ଥନୀତିରେ ଜ୍ଞାନ ନାହିଁ: ରାହୁଲ

ହରିୟାଣା,୧୮।୧୦: ହରିୟାଣା ବିଧାନସଭା ନିର୍ବାଚନକୁ ନେଇ ଏବେ ଷ୍ଟାର ପ୍ରଚାରକମାନେ ମଇଦାନକୁ ଓହ୍ଲାଇଛନ୍ତି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହରିୟାଣାର ସୋନିପଥରେ ବିରୋଧୀ କଂଗ୍ରେସ ଉପରେ...

ଆଳିରେ ପ୍ରତାପ ଦେବ ଆଗରେ

ଆଳି, ୨୩।୫ (ଡି.ଏନ୍‌.ଏ.)- ଆଳି ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ପ୍ରତାପ ଦେବ କଂଗ୍ରେସ ପ୍ରାର୍ଥୀ ଦେବେନ୍ଦ୍ର ଶର୍ମାଙ୍କଠାରୁ ୫,୯୭୬ ବ୍ୟବଧାନରେ ଆଗରେ ଅଛନ୍ତି। ପ୍ରତାପ...

୨୦ରେ ପାଟକୁରା ନିର୍ବାଚନ: ୨୪ରେ ଭୋଟଗଣତି

ଭୁବନେଶ୍ୱର,୪।୭(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନ ଲାଗି ଗୁରୁବାର ନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି। ଆସନ୍ତା ୨୦ ତାରିଖରେ ଏହି ଆସନ ଲାଗି ଭୋଟ...

Advertisement
Archives

Model This Week