କେନ୍ଦ୍ରାପଡାରେ ୯ କରୋନା ଆକ୍ରାନ୍ତ ଚିହ୍ନଟ

କେନ୍ଦ୍ରାପଡା ଅଫିସ, ୧୬।୬- କେନ୍ଦ୍ରାପଡା ଜିଲାରେ ମଙ୍ଗଳବାର ୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଏବେ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୫ରେ ପହଞ୍ଚିଛିା ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ ନିକଟରେ ସଂଗରୋଧ କେନ୍ଦ୍ରରୁ ଯାଇ ନିଜ ଘରେ ଥିବା ବେଳେ ଅବଶିଷ୍ଟ ଜିଲାର ବିଭିନ୍ନ ସଂଗରୋଧ କେନ୍ଦ୍ରରେ ଥିଲେ ା ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ ଛତାସ୍ଥିତ କୋଭିଡ ଚିକିତ୍ସାଳୟକୁ ନିଆଯାଇଛି ା ଏନେଇ ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି। ସେ କହିଛନ୍ତି, ନୂଆ ୩ ଚିହ୍ନଟ ନିଜ ଘରେ ସଂଗରୋଧ ନିୟମରେ ରହୁଥିବାରୁ ଗୋଷ୍ଠୀ ସଂକ୍ରମଣର ଆଶଙ୍କା ନାହିଁ ା ତେବେ ସେମାନଙ୍କ ପରିବାର ସଦସ୍ୟଙ୍କ ସ୍ବାବ ନମୁନା ସଂଗ୍ରହ ହୋଇଛି ା ସ୍ଥାନୀୟ ଅଞ୍ଚଳକୁ ବିଶୋଧିତ କରାଯାଇଛି ା ଏଥିସହ ସୋମବାରଠାରୁ ଜିଲାରେ କରୋନା ସମ୍ପର୍କୀୟ ଟିକିନିକି କାର୍ଯ୍ୟ ଆରମ୍ଭ ହୋଇଯାଇଛି ା ଏଥିରେ ଆଶାକର୍ମୀ ଓ ସ୍ବାସ୍ଥ୍ୟକର୍ମୀମାନେ ନିୟୋଜିତ ହୋଇଛନ୍ତି ା ଜିଲାରେ ମୋଟ ୧୮୫ ଆକ୍ରାନ୍ତଙ୍କ ମଧ୍ୟରୁ ୧୬୩ ଜଣ ସୁସ୍ଥ ହୋଇଥିବାବେଳେ ମାତ୍ର ୨୨ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଥିବା ଜିଲାପାଳ ସୂଚନା ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ବିନା ସୂଚନା ଫଳକରେ ବୁର୍ଡା-ସିଆଲବାହାଲି ରାସ୍ତା କାମ: ସାଧାରଣରେ ପ୍ରଶ୍ନବାଚୀ

ଲୋଇସିଂହା,୨୩।୩(ସୁଶାନ୍ତ ବାରିକ):ଗତ ୫ବର୍ଷ ପୂର୍ବେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକର ବୁର୍ଡା-୨୬ ନଂ ଜାତୀୟ ରାଜପଥରୁ ସିଆଲବାହାଲି ପର୍ଯ୍ୟନ୍ତ ରାସ୍ତା କାମ କରାଯାଇଥିଲା। ସେତେବେଳେ ନିମ୍ନମାନର କାମ…

ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣା: ୨ ଜଣଙ୍କୁ ବାନ୍ଧିଲା ପୋଲିସ

ହାଟଡିହୀ,୨୩।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ତପୁର ବିଧାନସଭା କ୍ଷେତ୍ରର ପୂର୍ବତନ କଂଗ୍ରେସ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣାରେ ନନ୍ଦିପଦା ପୋଲିସ…

ବାଇକ ସହ ମୁହାଁମୁହିଁ ହେଲା ଭାଜପା ନେତାଙ୍କ ଗାଡ଼ି, ଚିଟିଙ୍ଗ ଘାଟିରେ….

ପାରଳାଖେମୁଣ୍ଡି,୨୩।୩(ଗିରିଧାରୀ ପରିଛା): ଚିଟିଙ୍ଗ ଘାଟିରେ ସଡ଼କ ଦୁର୍ଘଟଣା ହୋଇଛି । କାର – ବାଇକ ମୁହାଁ ମୁହିଁ ଧକ୍କା ହୋଇଥିବା ସୂଚନା ରହିଛି । ଚନ୍ଦ୍ରଗିରି ଚିଟିଙ୍ଗ…

ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନରେ ଲକ୍ଷାଧିକ ଟଙ୍କା ଦୁର୍ନୀତି: ସ୍ତ୍ରୀ ନାଁରେ ଜିଏସଟି ବିଲ କରି ହେରାଫେରି

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ବ୍ଲକ ଅନ୍ତର୍ଗତ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ (ଆଇଟିଆଇ)ରେ ଲକ୍ଷାଧିକ ଟଙ୍କା ଦୁର୍ନୀତି ହେଇଥିବା ଅଭିଯୋଗ ହୋଇଛି। ଏପରିକି…

ହୁତୁହୁତୁ ଜଳିଗଲା ବସ: ପୁରୀ ବସଷ୍ଟାଣ୍ଡରେ ଅଘଟଣ

ପୁରୀ,୨୩।୩: ବସ୍‌ଷ୍ଟାଣ୍ଡରେ ଅଗ୍ନିକାଣ୍ଡ। ହୁତୁହୁତୁ ଜଳିଗଲା ବସ। ପୁରୀ ବସଷ୍ଟାଣ୍ଡରେ ଏକ ଘରୋଇ ବସରେ ନିଆଁ ଲାଗିଯାଇଥିଲା। ଚାହୁଁ ଚାହୁଁ ଜଳିଯାଇଥିଲା ବସ। ଅଗ୍ନିଶମ ବାହିନୀ ପହଞ୍ଚି…

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…

ବାଇକକୁ ଧକ୍କା ଦେଲା ବୋଲେରୋ: ଚାଲିଗଲା ୨ ଜଣଙ୍କ ଜୀବନ

ଜୟପୁର,୨୩।୩(ପବନ ପାଣିଗ୍ରାହୀ): ଜୟପୁର ସଦର ଥାନା ଅନ୍ତର୍ଗତ ଥୋଡରିପୁଟ ନିକଟରେ ବାଇକକୁ ଧକ୍କା ଦେଇଛି ଏକ ବୋଲେରୋ ଗାଡି। ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ…

ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍‌: ଆଉ ତା’ପରେ…

କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri