କେନ୍ଦ୍ରୀୟ ଅଧିକାରୀଙ୍କୁ ଡକରା

ଭୁବନେଶ୍ୱର,୧୭।୨(ବ୍ୟୁରୋ): ବିଭିନ୍ନ ସର୍ବଭାରତୀୟ ସେବା (ଏଆଇଏସ୍‌) ଏବଂ ଆଲାଏଡ୍‌ ସେବା ଅଧିକାରୀମାନେ ଯେପରି ଓଡ଼ିଶା ଆସି କାର୍ଯ୍ୟ କରିପାରିବେ, ସେନେଇ ରାଜ୍ୟ ପ୍ରଶାସନ ପ୍ରକ୍ରିୟା ଆରମ୍ଭ କରିଛି। ସାଧାରଣ ପ୍ରଶାସନ ବିଭାଗ ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ, ଏଆଇଏସ୍‌ ଏବଂ ଆଲାଏଡ୍‌ ସେବାର ଗ୍ରୁପ୍‌- ଏ ଅଧିକାରୀଙ୍କଠାରୁ ଏ ବାବଦରେ ଆବେଦନ ଆହ୍ବାନ କରାଯାଇଛି। ନିର୍ଦ୍ଦେଶକ ତଥା ଏହାଠାରୁ ନିମ୍ନ ପାହ୍ୟାର ଅଧିକାରୀମାନେ ଆସି ରାଜ୍ୟରେ ସର୍ବନିମ୍ନ ୩ କିମ୍ବା ୫ ବର୍ଷ କାର୍ଯ୍ୟ କରିପାରିବେ ବୋଲି ଜଣାପଡ଼ିଛି। ହେଲେ ରାଜ୍ୟକୁ ଡେପୁଟେଶନରେ ଆସିବା ପୂର୍ବରୁ ଏହି ଅଧିକାରୀମାନେ କେନ୍ଦ୍ରର ଅନୁମତି ନେବାର ଆବଶ୍ୟକତା ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପର୍ଯ୍ୟଟନ ମନ୍ତ୍ରୀଙ୍କୁ କରୋନା, ଟୁଇଟ୍‌ କରି ଦେଲେ ସୂଚନା

ଭୁବନେଶ୍ୱର,୭ା୯(ବ୍ୟୁରୋ): ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ କରୋନା ଆକ୍ରାନ୍ତ ହୋଇଛନ୍ତି। ମନ୍ତ୍ରୀ ନିଜେ ଟୁଇଟ୍‌ କରି ସୋମବାର ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ସେ କହିଛନ୍ତି,...

୨ଦିନ ପରେ ବସ୍‌ ଚଳାଚଳ ସ୍ବାଭାବିକ

ବାଲେଶ୍ୱର ଅଫିସ, ୧୧।୧ ବାଲେଶ୍ୱର ଓ ବାରିପଦା ବସ୍‌ ମାଲିକ ସଂଘ ମଧ୍ୟରେ ତିକ୍ତତା ଯୋଗୁ ଗତ ୮ତାରିଖରୁ ବସ୍‌ ଚଳାଚଳ ବନ୍ଦ ଥିଲା। ସୋମବାର...

ଶିମିଳିପାଳ ଅଭୟାରଣ୍ୟ:୫୧ ସ୍ଥାନରେ ଲାଗିଛି ନିଆଁ

ବାରିପଦା ଅଫିସ,୩।୪-ଜାତୀୟ ଉଦ୍ୟାନ ଶିମିଳିପାଳ ଅଭୟାରଣ୍ୟରେ ଦିନକୁ ଦିନ ନିଆଁ ବଢିବାରେ ଲାଗିଛି। ଏକ ମାସ ଧରି ଅଭୟାରଣ୍ୟ ଜଳୁଥିବା ବେଳେ ଏହାକୁ ଆୟତ୍ତ କରିବାରେ...

ବଢ଼ୁଛି ଆତ୍ମହତ୍ୟା ପ୍ରବଣତା, ଚାଲିଗଲା ଆଉ ୨ ଜୀବନ

ଭୁବନେଶ୍ୱର,୩।୮ (ବ୍ୟୁରୋ): ନୟାପଲ୍ଲୀ ଥାନା ଅଞ୍ଚଳରେ ମଙ୍ଗଳବାର ଜଣେ ବ୍ୟକ୍ତି ଆତ୍ମହତ୍ୟା କରିଛନ୍ତି। ସେ ହେଲେ ସିବିଆଇ କାର୍ଯ୍ୟାଳୟ ନିକଟ ନୀଳପାଣିଟାଙ୍କି ବସ୍ତିର ଗଙ୍ଗାଧର ସ୍ବାଇଁ...

ମହାପ୍ରଭୁଙ୍କ ଦର୍ଶନ ପାଇଁ ଗୁଣ୍ଡିଚା ମନ୍ଦିରରେ ଭକ୍ତଙ୍କ ଭିଡ଼

ପୁରୀ ଅଫିସ,୩ା୭: ଆଡ଼ପମଣ୍ଡପରେ ରବିବାର ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ। ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଲମ୍ବା ଧାଡ଼ିରେ ଠିଆ ହୋଇ ରହିଛନ୍ତି...

ତିନିରଥର ପଟାଗୁଜ ଖୋଦେଇ ଆରମ୍ଭ

ପୁରୀ ଅଫିସ,୧୯ା୬: ଶ୍ରୀନଅର ସମ୍ମୁଖ ରଥଖଳାରେ ଚାଲିଛି ରଥ ନିର୍ମାଣ। ପବିତ୍ର ଦେବସ୍ନାନ ପୂର୍ଣ୍ଣମୀରେ ତିନି ରଥର ୪ ନାହାକ ଉଠିଥିଲା। ମଙ୍ଗଳବାର ତିନି ରଥରେ...

ଦୋଷ ଲୁଚାଇବାକୁ ଅପଚେଷ୍ଟା: ବିରୋଧୀ

ଭୁବନେଶ୍ୱର,୧୨୭(ବ୍ୟୁରୋ): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ଘଟଣାରେ ତାଙ୍କ ମା’ଙ୍କ ସମେତ ଧାରଣାରେ ବସିଥିବା ଅନ୍ୟମାନଙ୍କୁ ସୋମବାର ପୋଲିସ ଘୋଷାରି ଘୋଷାରି ନେଇ...

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ଅନୁଗୋଳ ଅଫିସ, ୪।୧୧: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଅନୁଗୋଳ ଜିଲା ବଇଣ୍ଡା ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ବସନ୍ତ କୁମାର ବସ୍ତିଆଙ୍କ...

Advertisement
Archives

Model This Week