କେନ୍ଦ୍ରୀୟ ଅବକାରୀ ଅଧିକାରୀଙ୍କ ଘରେ ସିବିଆଇ ଚଢାଉ

ରାଉରକେଲା ଅଫିସ,୧୨। ୧-କେନ୍ଦ୍ରୀୟ ଅବକାରୀ ବିଭାଗ ଡେପୁଟି କମିଶନର ଆସିକ ଜମାଲଙ୍କ ଘରେ ଶନିବାର ସିବିଆଇ ଚଢାଉ କରିଥିବା ସୂଚନା ମିଳିଛି। ରାଉରକେଲା ସେକ୍ଟର ୬ ସି/ ୮୧ କ୍ୱାର୍ଟର୍ସରେ ଝାଡ଼ଖଣ୍ଡରୁ ଆସିଥିବା ସିବିଆଇ (କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ) ଟିମ୍‌ ଚଢାଉ କରି କିଛି କାଗଜପତ୍ର ଜବତ କରିଛନ୍ତି ା ଏନେଇ ଜମାଲଙ୍କୁ ପଚରାଉଚରା କରାଯାଇଥିବା ଖବର ମିଳିଛି। କେଉଁ ମାମଲାରେ ଜମାଲଙ୍କ ଘରେ ଚଢାଉ କରାଗଲା ସେ ନେଇ ସିବିଆଇ ପକ୍ଷରୁୁ କିଛି କୁହାଯାଇନି। ତେବେ ମିଳିଥିବା ସୂଚନାନୁସାରେ ଝାଡ଼ଖଣ୍ଡରେ କୌଣସି ଏକ ଦୁର୍ନୀତି ମାମଲାରେ ଜମାଲଙ୍କ ଘର ଉପରେ ଚଢାଉ କରାଯାଇଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ଦୁର୍ଘଟଣାରେ ମା’ ପୁଅଙ୍କ ମୃତ୍ୟୁ

ଲେଫ୍ରିପଡ଼ା,୧୯।୨(ଡି.ଏନ୍‌.ଏ.) -ସୁନ୍ଦରଗଡ଼ ଜିଲା ଲେଫ୍ରିପଡ଼ା ଥାନା ଅନ୍ତର୍ଗତ ବର୍ତ୍ତନକେଲା ଛକଠାରେ ମଙ୍ଗଳବାର ଅପରାହ୍ନରେ ଦୁର୍ଘଟଣା ଘଟିଛି। ଏକ ପିକ୍‌ଅପ୍‌୍‌ ଭ୍ୟାନ ଗାଡ଼ି ଗୋଟିଏ ବାଇକ୍‌କୁ ଧକ୍କା...

ହାତୀ ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ

ବଡଗାଁ,୨୪।୧୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ପଟୁଆବେଡ଼ା ଗ୍ରାମରେ ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବନମାଳୀ ନାୟକଙ୍କ ସ୍ତ୍ରୀ ଉର...

ସିଡିଏମଓଙ୍କ ନିଲମ୍ବନ ଆଦେଶକୁ ବିରୋଧ କରି ଭାଜପାର ବନ୍ଦପାଳନ

ସୁନ୍ଦରଗଡ଼,୧୪।୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଭାରପ୍ରାପ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ନିଲମ୍ବନ ଆଦେଶକୁ ବିରୋଧ କରି ସୋମବାର ଜିଲା ଭାଜପା ପକ୍ଷରୁ ୬ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି।...

କୋଭିଡ୍‌ ହସ୍ପିଟାଲରେ ଜନ୍ମ ନେଲେ ଦୁଇ ଶିଶୁ

ରାଉରକେଲା ଅଫିସ,୮।୭-ରାଉରକେଲା କୋଭିଡ୍‌ ହସ୍ପିଟାଲରେ ଆଡମିଟ ଥିବା ୨ଜଣ କରୋନା ଆକ୍ରାନ୍ତ ମହିଳା ସୁରକ୍ଷିତ ଭାବେ ଏକ କନ୍ୟା ଓ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି।...

ରାଉରକେଲାର ସେକ୍ଟର-୧୮ ମାର୍କେଟ ସିଲ୍‌: କଣ୍ଟେନମେଣ୍ଟ, ବଫର ଜୋନରେ ୪ ପ୍ଲାଟୁନ ଫୋର୍ସ ମୁତୟନ

ରାଉରକେଲା ଅଫିସ,୨୮।୪: ସୁନ୍ଦରଗଡ଼ ଜିଲା ରାଉରକେଲା ନାଲା ରୋଡ଼ରୁ ମଙ୍ଗଳବାର ପୁଣି ଆଉ ୪କରୋନା ପଜିଟିଭ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସୁନ୍ଦରଗଡ଼ରେ କରୋନା...

କୋଟାରୁ ଫେରିଥିବା ଛାତ୍ରୀଛାତ୍ରଙ୍କୁ ଅଟକ ରଖିଲା ସୁନ୍ଦରଗଡ଼ ଜିଲା ପ୍ରଶାସନ

ରାଉରକେଲା ଅଫିସ,୬ା୫: ରାଜସ୍ଥାନ କୋଟାରୁ ଛାତ୍ରୀଛାତ୍ରଙ୍କୁ ନେଇ ଆସିଥିବା ଏକ ବସ୍‌କୁ ଜିଲା ପ୍ରଶାସନ ଓ ରାଉରକେଲା ମହାନଗର ନିଗମ ପକ୍ଷରୁ ଅଟକ ରଖାଯାଇଛି। ମିଳିଥିବା...

ବିଶ୍ରାରେ ପୁଣି ୪୮ ଘଣ୍ଟା ପାଇଁ ବଢିଲା କଣ୍ଟେନମେଣ୍ଟ

ସୁନ୍ଦରଗଡ଼, ୧୬।୪(ଡିଏନଏ): ସୁନ୍ଦରଗଡ଼ ଜିଲା ବିଶ୍ରାରେ କଣ୍ଟେନମେଣ୍ଟ ଅବଧିକୁ ପୁଣି ୪୮ ଘଣ୍ଟା ପାଇଁ ବୃଦ୍ଧି କରାଯାଇଛି। ପରିସ୍ଥିତିକୁ ଆଖି ଆଗରେ ରଖି ଜିଲାପାଳ ନିଖିଲ...

ବର୍ଷାରେ ଭାସିଗଲା ବାଉଁଶ ପୋଲ: ୨ ବ୍ଲକକୁ ଯୋଗାଯାଗ ବିଚ୍ଛିନ୍ନ

ରାଉରକେଲା ଅଫିସ,୧୮ା୬-ସୁନ୍ଦରଗଡ଼ ଜିଲା କୁଅଁାରମୁଣ୍ଡା ଓ ନୂଆଗଁା ବ୍ଲକ ସହ ରାଉରକେଲା ସହରକୁ ଯୋଡୁଥିବା ଅନ୍ୟତମ ଯୋଗାଯୋଗ ମାଧ୍ୟମ ବାଉଁଶ ପୋଲ ଉପରମୁଣ୍ଡରେ ପ୍ରବଳ ବର୍ଷା...


Coronavirus Update

Archives

Model This Week

Why Dharitri