Posted inରାଜ୍ୟ

କେନ୍ଦ୍ରୀୟ ଡେପୁଟେଶନ୍‌ରେ ଗଲେ ହିମାଂଶୁ ଲାଲ: ଜୟନାରାୟଣ ପଙ୍କଜଙ୍କୁ ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର,୪ା୬(ବ୍ୟୁରୋ): ୨୦୦୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ତଥା ଡିଆଇଜି (ଉତ୍ତରାଞ୍ଚଳ ରେଞ୍ଜ୍‌ ସମ୍ବଲପୁର) ହିମାଂଶୁ ଲାଲଙ୍କୁ କେନ୍ଦ୍ରୀୟ ଡେପୁଟେଶନ୍‌ରେ ଯିବାକୁ ରାଜ୍ୟ ସରକାର ଅନୁମତି ଦେଇଛନ୍ତି। ସେ କେନ୍ଦ୍ର ସରକାରଙ୍କ କ୍ୟାବିନେଟ ସେକ୍ରେଟାରିଏଟ୍‌ର ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିବେ। ଭୁବନେଶ୍ୱର ଏସ୍‌ଟିଏଫ୍‌ ଡିଆଇଜି ତଥା ୨୦୦୫ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଜୟନାରାୟଣ ପଙ୍କଜଙ୍କୁ ରାଜ୍ୟ ସରକାର ଡିଆଇଜି (ଉତ୍ତରାଞ୍ଚଳ ରେଞ୍ଜ୍‌ )ଅତିରିକ୍ତ ଦାୟିତ୍ୱ ପ୍ରଦାନ କରିଛନ୍ତି। ଏ ନେଇ ଗୃହ ବିଭାଗ ପକ୍ଷରୁ ଗୁରୁବାର ବିଜ୍ଞପ୍ତି ପ୍ରକାଶ କରାଯାଇଛି। ହିମାଂଶୁ ଲାଲ ୪ ବର୍ଷ ପାଇଁ କେନ୍ଦ୍ରୀୟ ଡେପୁଟେଶନ୍‌ରେ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ନୀହାରିକା ହତ୍ୟା ମାମଲା: ୫ ବର୍ଷର ପ୍ରେମ, ତଥାପି ବିଗିଡ଼ିଗଲା ବୁଝାମଣା

ଜଗତ୍‌ସିଂହପୁର ଅଫିସ,୨୨ା୯: ଦୀର୍ଘ ୫ବର୍ଷ ହେଲା ପରସ୍ପରକୁ ଭଲ ପାଉଥିଲେ। ଅନେକ ସୁଖଦୁଃଖର ମୁହୂର୍ତ୍ତ ସାଥି ହୋଇ କଟାଇଥିଲେ। ଉଭୟଙ୍କ ପରିବାର ମଧ୍ୟ ପ୍ରେମକୁ ଦେଇଥିଲେ...

ନାମାଙ୍କନ ଦାଖଲ କଲେ ଭାଜପା ପ୍ରାର୍ଥୀ

ପଦ୍ମପୁର,୧୭ା୧୧(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ଗୁରୁବାର ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଦଳୀୟ ନେତୃବୃନ୍ଦଙ୍କ ସହିତ ସେ ପଦ୍ମପୁର...

ପାତ୍ରପଡ଼ାରୁ ଖୋର୍ଦ୍ଧାକୁ ଲମ୍ବିଲା ଗାଡ଼ି ଧାଡ଼ି

ଭୁବନେଶ୍ୱର,୨୮।୨(ବ୍ୟୁରୋ):ଟ୍ରାଫିକ ଜାମ୍‌ ସହରୀ ଜନଜୀବନକୁ ଦହଗଞ୍ଜ କରୁଛି। ରାଜଧାନୀ ଭୁବନେଶ୍ୱର ସମେତ ଖୋର୍ଦ୍ଧା, ପୁରୀ, କଟକ ଆଦି ବଡ଼ ବଡ଼ ସହରରେ ଏହି ସମସ୍ୟା ଉତ୍କଟ...

ଖୋର୍ଦ୍ଧା ଷ୍ଟେଶନରେ ପହଞ୍ଚିବେ କେରଳରୁ ଫେରୁଥିବା ପ୍ରବାସୀ ଓଡ଼ିଆ, ଅଧିକାରୀ କଲେ ସମୀକ୍ଷା

ଜଟଣୀ,୨।୫(ଡି.ଏନ୍‌.ଏ.): କେରଳରୁ ଆସୁଥିବା ପ୍ରବାସୀ ଓଡ଼ିଆ ସ୍ବତନ୍ତ୍ର ଟ୍ରେନରେ ଶନିବାର ରାତିରେ ଖୋର୍ଦ୍ଧା ରୋଡ୍‌ ଷ୍ଟେଶନରେ ପହଞ୍ଚିବେ। ଗଞ୍ଜାମ ଓ କୋରାପୁଟ ଜିଲାକୁ ଛାଡ଼ି ଅନ୍ୟ...

କେୟାର ହସ୍ପିଟାଲ ମାଲିକ ପାକିସ୍ତାନୀ ବୋଲି ଅଭିଯୋଗ ଆଣିଲେ ବିରୋଧୀ: ତଦନ୍ତ ନିର୍ଦ୍ଦେଶ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ବିଧାନସଭା ଶୂନ୍ୟକାଳରେ କେୟାର ହସ୍ପିଟାଲକୁ ନେଇ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ପ୍ରଶ୍ନ କରିବା ସହ ମାଲିକାନାକୁ ନେଇ ଅଭିଯୋଗ ଆଣିଥିଲେ। ଏହାକୁ...

ଭୁବନେଶ୍ୱର ଡିସିପି ଭାବେ ଦାୟିତ୍ୱ ନେଲେ ପ୍ରତୀକ ସିଂ

ଭୁବନେଶ୍ୱର,୪ା୫(ବ୍ୟୁରୋ): ଭୁବନେଶ୍ୱର ଡିସିପି ଭାବେ ଦାୟିତ୍ୱ ନେଇଛନ୍ତି ଆଇପିଏସ୍‌ ପ୍ରତୀକ ସିଂ। ୨୦୧୪ ବ୍ୟାଚ୍‌ର ଆଇପିଏସ ପ୍ରତୀକ ସିଂଙ୍କୁ ଡିସିପି ଅଫିସରେ ଅତିରିକ୍ତ ଡିସିପି, ଏସିପି...

ଗ୍ରାହକସେବାକୁ ଗୁରୁତ୍ୱ

ଗାଡ଼ି ସର୍ଭିସ୍‌ ସେଣ୍ଟରରୁ ଶୋ ରୁମ୍‌ ମାଲିକ ପର୍ଯ୍ୟନ୍ତ ଯାତ୍ରା ଯେତିକି କଷ୍ଟ ଥିଲା, ତାହା ବର୍ଣ୍ଣନା କରିବା ସହଜ ନୁହେଁ। ହେଲେ ବହୁ ଘାତପ୍ରତିଘାତ...

ଜାଳେଣି କାଠ ଆଣିବାକୁ ଯାଇ ଫେରି ନ ଥିଲେ

ନୂଆପଡ଼ା ଅଫିସ,୧୩।୪: ଗତ କିଛିଦିନ ହେବ ଓଡ଼ିଶାରେ ପାରଦ ଉପରମୁହାଁ ରହିଛି। ପ୍ରଚଣ୍ଡ ଖରାରେ ଦେହମୁଣ୍ଡ ଜଳିପୋଡ଼ି ଯାଉଛି। ଏଭଳି ସ୍ଥିତିରେ ନୂଆପଡ଼ା ଜିଲା ସଦର...

Advertisement
Archives

Model This Week