କେନ୍ଦ୍ରୀୟ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ମରଣାନ୍ତକ ଆକ୍ରମଣ : ଜଣେ ଅଟକ

ଆନନ୍ଦପୁର,୧୨।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର କେନ୍ଦ୍ରୀୟ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଜଣେ ଅଟକ ଥିବା ଜଣାପଡ଼ିଛି। ଗୁରୁବାର ଅପରାହ୍ନରେ ଆନନ୍ଦପୁର କେନ୍ଦ୍ରୀୟ ବିଦ୍ୟାଳୟ ଅଧ୍ୟକ୍ଷ ସୁଶାନ୍ତ କୁମାର ସେଠୀ ବିଦ୍ୟାଳୟ ପରିସରରେ ଥିବା ବେଳେ ଦୁଇ ଜଣ ସ୍ଥାନୀୟ ବ୍ୟକ୍ତି ତାଙ୍କ ଉପରକୁ ମରଣାନ୍ତକ ଆକ୍ରମଣ କରିଥିଲେ। ଆକ୍ରମଣରେ ଅଧ୍ୟକ୍ଷଙ୍କ ଦେହରେ ଗଭୀର ଆଘାତ ଲାଗିଛି। ଘଟଣାକୁ ନେଇ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ଅଧ୍ୟକ୍ଷ ସେଠୀ। ଆକ୍ରମଣ ସମୟରେ ବିଦ୍ୟାଳୟରେ ଅନ୍ୟ ଶିକ୍ଷକମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨୫ ହଜାର ପ୍ରଦାନ

କେସିଙ୍ଗା,୩୦ା୪(ଡି.ଏନ୍‌.ଏ.) : କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ବୋରିଙ୍ଗପଦରଠାରେ ଥିବା ନିୟୁ ଲାଇଫ୍‌ ପାଓ୍ବାର ଗସ୍ପେଲ ଫେଲୋସିପ୍‌ ଅନୁଷ୍ଠାନ ପକ୍ଷରୁ କଳାହାଣ୍ଡି ଅତିରିକ୍ତ ଜିଲାପାଳଙ୍କୁ ଅନୁଷ୍ଠାନର...

ଫଳକରେ ସୀମିତ ରକ୍ତ ପୃଥକୀକରଣ ୟୁନିଟ୍‌

ବରଗଡ଼ ଅଫିସ୍‌,୧୪।୭ – ରକ୍ତ ବିନା ଜୀବନ ଅସମ୍ଭବ । ରକ୍ତହୀନତା ତଥା ରକ୍ତ ଅଭାବ ଯୋଗୁ ବହ ପ୍ରାଣହାନି ଘଟୁଛି । ରକ୍ତ ଅଭାବ...

କେନାଲରେ ବୁଡି ୨ ଛାତ୍ରଙ୍କ ମୃତ୍ୟୁ ଘଟଣା: ସ୍ବାଭାବିକ ହେଲା ରଟିଣା ହାଇସ୍କୁଲ

ଖଇରା, ୨।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ରଟିଣା ନୋଡାଲ ହାଇସ୍କୁଲର ୨ ଛାତ୍ରଙ୍କ ମୃତ୍ୟୁ ପରେ ୫ଦିନ ଧରି ବନ୍ଦ ରହିଥିବା ସ୍କୁଲରେ ସ୍ବାଭାବିକ...

‘ସ୍କୁଲ ପିଲାଙ୍କୁ ଯୋଡିଲେ ବହିହାଟ ସଫଳ ହେବ’

ବଲାଙ୍ଗୀର ଅଫିସ, ୧୦ା୧ – ୧୫ତମ ବଲାଙ୍ଗୀର ବହିହାଟ ଗୁରୁବାର ସନ୍ଧ୍ୟାରେ ଉଦ୍‌ଘାଟିତ ହୋଇଛି ା ବଲାଙ୍ଗୀର ଜିଲାପାଳ ଅରିନ୍ଦମ ଡାକୁଆ ମୁଖ୍ୟଅତିଥିଭାବେ ଯୋଗଦେଇ ଏହି...

ବ୍ରହ୍ମପୁର ସିଟି ହସ୍ପିଟାଲରେ ଅଲ୍‌ଟ୍ରାସାଉଣ୍ଡ ମେଶିନ ଉଦ୍‌ଘାଟିତ

ବ୍ରହ୍ମପୁର ଅଫିସ,୨୨।୬: ବ୍ରହ୍ମପୁର ସିଟି ହସ୍ପିଟାଲରେ ଶନିବାର ନୂତନ ଅଲ୍‌ଟ୍ରାସାଉଣ୍ଡ ମେଶିନ ଉଦ୍‌ଘାଟିତ ହୋଇଯାଇଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ...

ଆୟୁଷ ଡାକ୍ତରଙ୍କ ହାତରେ ସ୍ବାସ୍ଥ୍ୟସେବା

ଭଦ୍ରକ ଅଫିସ, ୧୩।୩- ଭଦ୍ରକ ଜିଲାର ବିଭିନ୍ନ ଡାକ୍ତରଖାନାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଜିଲା ଚିକିତ୍ସାଳୟକୁ ମିଶାଇ ଜିଲାରେ ପ୍ରାୟ ୬୩ଟି ଡାକ୍ତରଖାନା ରହିଛି। ଯାହା...

ଡରାଇଲାଣି ଭଦ୍ରକ, ସଙ୍ଗରୋଧ ଅପେକ୍ଷା ସ୍ଥାନୀୟ ସଂକ୍ରମିତ ବେଶି

ଭଦ୍ରକ ଅଫିସ,୨୪।୭: ଭଦ୍ରକ ଜିଲାରେ ଶୁକ୍ରବାର ୬୦ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୮୪ରେ ପହଞ୍ଚିଛି।...

ଭାରସାମ୍ୟ ହରାଇ ଓଲଟିଲା ଧାନ ବୋଝେଇ ଟ୍ରକ୍‌

କୋକସରା, ୩୧ା୫,(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମୋଟେର ଫାଣ୍ଡି ଅନ୍ତର୍ଗତ ଡଙ୍ଗରୀଗୁଡା ବୁଲାଣି ୨୬ ନମ୍ବର ଜାତୀୟ ରାଜପଥ ନିକଟରେ ଶନିବାର ବିଳମ୍ବିତ ରାତିରେ...

Coronavirus Update

Archives

Model This Week

Why Dharitri