Posted inଜାତୀୟ

କେନ୍ଦ୍ରୀୟ ମନ୍ତ୍ରୀଙ୍କ ପୁଅ ଓ ପୁତୁରା ପୋଲିସ କର୍ମଚାରୀଙ୍କୁ କଲେ ଗୁଳି

ଭୋପାଳ,୧୮।୬: ମଧ୍ୟପ୍ରଦେଶ ନରସିଂହପୁର ଜିଲା ଗୋଟେଗାଓ୍ବଁରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଜଣେ ପୋଲିସ କର୍ମଚାରୀଙ୍କୁ କେନ୍ଦ୍ରୀୟ ପର୍ଯ୍ୟଟନ ଏବଂ ସଂସ୍କୃତି ମନ୍ତ୍ରୀ ପ୍ରହଲ୍ଲାଦ ପଟେଲଙ୍କ ପୁଅ ଏବଂ ପୁତୁରା ଗୁଳି କରିଛନ୍ତି। ମନ୍ତ୍ରୀଙ୍କ ପୁଅ ପ୍ରବଳ ପଟେଲ ଏବଂ ପୁତୁରା ମୋନୁ ପଟେଲ ଦୁଇ ଜଣ ସ୍ଥାନୀୟ ଯୁବକଙ୍କୁ ପିଟୁଥିବାବେଳେ ଘଟଣାସ୍ଥଳରେ ପୋଲିସ କର୍ମଚାରୀ ଏହାକୁ ଆୟତ୍ତ କରିବାର ପ୍ରୟାସ କରୁଥିଲେ। ତେବେ ପ୍ରବଳ ଗୁଳି ଚଳାଇବାରୁ ଏହା ଜଣେ ଯୁବକଙ୍କ କାନ୍ଧରେ ବାଜିଥିଲା। ସେହିପରି ପୋଲିସ କର୍ମଚାରୀଙ୍କ ଦେହରେ ମଧ୍ୟ ଗୁଳି ଲାଗିଥିବା କୁହାଯାଉଛି। ଆହତଙ୍କୁ ଚିକିତ୍ସା ପାଇଁ ହସସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ ୮ ଜଣଙ୍କ ନାମରେ ମାମଲା ଦାଏର କରାଯାଇ ତଦନ୍ତ ଜାରି ରହିଥିବା ସ୍ଥାନୀୟ ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଂସଦ ଭବନରେ ନିଆଁ

ନୂଆଦିଲ୍ଲୀ, ୧୭।୮: ଦିଲ୍ଲୀରେ ଥିବା ସଂସଦ ଭବନରେ ସୋମବାର ସକାଳ ୭ଟା ୩୦ରେ ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ...

୨୪ ଘଣ୍ଟାରେ ୯ ହଜାର ୮୫୧ ନୂଆ ଆକ୍ରାନ୍ତ ଚିହ୍ନଟ: କରୋନା ସଂକ୍ରମିତଙ୍କ ସଂଖ୍ୟା ୨.୨୫ ଲକ୍ଷ ଟପିଲା

ନୂଆଦିଲ୍ଲୀ,୫।୬ : ମହାମାରୀ କରୋନା ଭାରତରେ କାୟା ବିସ୍ତାର କରିଚାଲିଛି। ଗତ ୨୪ ଘଣ୍ଟାରେ ଦେଶରେ ୯ ହଜାର ୮୫୧ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।...

ରାଜନୈତିକ ଜୀବନ ଭଳି ଜ୍ୟୋତିରାଦିତ୍ୟଙ୍କ ଲଭ୍‌ଷ୍ଟୋରୀ ବି ରୋମାଞ୍ଚକର

ନୂଆଦିଲ୍ଲୀ,୧୨।୩: ଜ୍ୟୋତିରାଦିତ୍ୟ ସିନ୍ଧିଆ ଭାଜପାରେ ଦେବାପରେ ରାଜନୈତିକ ମହଲରେ ନାନା ଚର୍ଚ୍ଚା ଜାରି ରହିଛି। ରାଜନୈତିକ ଜୀବନ ଭଳି ଜ୍ୟୋତିରାଦିତ୍ୟଙ୍କ ଲଭ୍‌ଷ୍ଟୋରୀ ମଧ୍ୟ ବେଶ୍‌ ରୋମାଞ୍ଚକର।...

କୁମାରସ୍ବାମୀଙ୍କ ଶକ୍ତି ପରୀକ୍ଷା: ସମର୍ଥକଙ୍କ ସଂଖ୍ୟା ଶହେରୁ କମି ୯୮ ହେଲା

ବେଙ୍ଗାଲୁର୍‌,୧୮।୭: କର୍ନାଟକରେ ରାଜନୈତିକ ସଙ୍କଟ ଘନେଇବାରେ ଲାଗିଛି। ଗୁରୁବାର ମୁଖ୍ୟମନ୍ତ୍ରୀ ଏଚ୍‌.ଡି.କୁମାରସ୍ବାମୀ ବିଧାନସଭାରେ ଶକ୍ତି ପରୀକ୍ଷାର ସମ୍ମୁଖୀନ ହୋଇଛନ୍ତି। କର୍ନାଟକ ବିଧାନସଭାରେ ୧୯ ଜଣ ସଦସ୍ୟ...

ମେହେବୁବା ମୁଫ୍‌ତି, ଓମାର ଅବଦୁଲ୍ଲାଙ୍କୁ ମିଳିଲା ପରିବାର ସଦସ୍ୟଙ୍କୁ ସାକ୍ଷାତ୍‌ କରିବାକୁ ଅନୁମତି

ନୂଆଦିଲ୍ଲୀ,୧।୯: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଇ ଦିଆଯିବା ପରେ ସେଠାରେ ସ୍ଥିତି ସ୍ବାଭାବିକ ରଖିବାକୁ ସରକାର ସବୁ ପ୍ରକାର ଉଦ୍ୟମ ଜାରି ରଖିଛନ୍ତି। ଅନ୍ୟପଟେ ଏଠାରେ...

ଏସିଡିଟିରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଅଧା ଗ୍ଲାସେ…

ସକାଳେ ଜିରା ମିଶା ଗୁଡ଼ପାଣି ପିଇଲେ ବହୁ ଉପକାର ହୋଇଥାଏ। ଏହା ଦ୍ୱାରା ପାଚନକ୍ରିୟା ସ୍ବାଭାବିକ ହେବା ସହିତ ରକ୍ତହୀନତାରୁ ମୁକ୍ତି ମିଳେ। ଏହା କୋଲେଷ୍ଟରଲସ୍ତର...

ସାଧ୍ୱୀ ପ୍ରାଚୀଙ୍କୁ ଆଲିଗଡ଼ ମନା

ଆଲିଗଡ଼,୧୦ା୬(ପି.ଟି.): ହିନ୍ଦୁତ୍ୱବାଦୀ ନେତା ସାଧ୍ୱୀ ପ୍ରାଚୀ ରବିବାର ଆଲିଗଡ଼ର ତପ୍ପାଲ ସହରକୁ ଯାଉଥିବାବେଳେ ଉତ୍ତେଜନା ଆଶଙ୍କାରେ ତାଙ୍କୁ ରୋକାଯାଇଛି। ହତ୍ୟାର ଶିକାର ହୋଇଥିବା ଅଢ଼େଇ ବର୍ଷୀୟା...

ଟ୍ରକ୍‌-ଅଟୋ ଧକ୍କାରେ ୧୨ ମୃତ

ହାଇଦ୍ରାବାଦ,୫ା୮(ଆଇଏଏନ୍‌ଏସ୍‌): ତେଲେଙ୍ଗାନାର ମହାବୁବ୍‌ନଗର ଜିଲାରେ ରବିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ଜଣ ଶ୍ରମିକ ପ୍ରାଣ ହରାଇଥିବାବେଳେ ଅନ୍ୟ ୬ ଜଣ ଆହତ ହୋଇଛନ୍ତି। ଶ୍ରମିକମାନେ...

Coronavirus Update


Archives

Model This Week

Why Dharitri