Posted inଜାତୀୟ

କେନ୍ଦ୍ରୀୟ ମନ୍ତ୍ରୀଙ୍କ ପୁଅ ଓ ପୁତୁରା ପୋଲିସ କର୍ମଚାରୀଙ୍କୁ କଲେ ଗୁଳି

ଭୋପାଳ,୧୮।୬: ମଧ୍ୟପ୍ରଦେଶ ନରସିଂହପୁର ଜିଲା ଗୋଟେଗାଓ୍ବଁରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଜଣେ ପୋଲିସ କର୍ମଚାରୀଙ୍କୁ କେନ୍ଦ୍ରୀୟ ପର୍ଯ୍ୟଟନ ଏବଂ ସଂସ୍କୃତି ମନ୍ତ୍ରୀ ପ୍ରହଲ୍ଲାଦ ପଟେଲଙ୍କ ପୁଅ ଏବଂ ପୁତୁରା ଗୁଳି କରିଛନ୍ତି। ମନ୍ତ୍ରୀଙ୍କ ପୁଅ ପ୍ରବଳ ପଟେଲ ଏବଂ ପୁତୁରା ମୋନୁ ପଟେଲ ଦୁଇ ଜଣ ସ୍ଥାନୀୟ ଯୁବକଙ୍କୁ ପିଟୁଥିବାବେଳେ ଘଟଣାସ୍ଥଳରେ ପୋଲିସ କର୍ମଚାରୀ ଏହାକୁ ଆୟତ୍ତ କରିବାର ପ୍ରୟାସ କରୁଥିଲେ। ତେବେ ପ୍ରବଳ ଗୁଳି ଚଳାଇବାରୁ ଏହା ଜଣେ ଯୁବକଙ୍କ କାନ୍ଧରେ ବାଜିଥିଲା। ସେହିପରି ପୋଲିସ କର୍ମଚାରୀଙ୍କ ଦେହରେ ମଧ୍ୟ ଗୁଳି ଲାଗିଥିବା କୁହାଯାଉଛି। ଆହତଙ୍କୁ ଚିକିତ୍ସା ପାଇଁ ହସସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ ୮ ଜଣଙ୍କ ନାମରେ ମାମଲା ଦାଏର କରାଯାଇ ତଦନ୍ତ ଜାରି ରହିଥିବା ସ୍ଥାନୀୟ ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣତନ୍ତ୍ର ଦିବସ ପୂର୍ବରୁ ଆତଙ୍କବାଦୀ ଆକ୍ରମଣ ଯୋଜନା ପଣ୍ଡ

ନୂଆଦିଲ୍ଲୀ,୧୩।୧: ାଧାରଣତନ୍ତ୍ର ଦିବସ ପୂର୍ବରୁ ଆତଙ୍କବାଦୀଙ୍କ ଏକ ବଡ଼ ଷଡଯନ୍ତ୍ର ଯୋଜନା ପଣ୍ଡ ହୋଇଛି। ରାଜଧାନୀ ଦିଲ୍ଲୀରେ ସଂଦିଗ୍ଧ ଦୁଇ ଆତଙ୍କବାଦୀଙ୍କୁ ଦିଲ୍ଲୀ ପୋଲିସର ସ୍ପେଶାଲ...

ଡ୍ରଗ୍ସ ମାମଲାରେ ଗିରଫ ହୋଇଥିବା ଏଜାଜ ଖାଁ କରୋନା ପଜିଟିଭ୍‌

ମୁମ୍ବାଇ,୫।୪: ସାରା ଦେଶରେ ପୁଣି ଥରେ କରୋନା କାୟା ବିସ୍ତାର କରିଚାଲିଛି। କରୋନାର ଦ୍ୱିତୀୟ ଲହର ଭୟାବହ ରୂପ ଧାରଣ କରିବାରେ ଲାଗିଛି। ଏହି ନୂଆ...

ଚା’ ପାର୍ଟି ପାଇଁ ମମତାଙ୍କୁ ନିମନ୍ତ୍ରଣ କଲେ ବିଗ୍‌ ବି’

ଅମିତାଭ ବଚ୍ଚନ ଆଜିକାଲି କୌନ ବନେଗା କରୋଡପତି ୧୫ତମ ସିଜିନ ଆୟୋଜନ କରୁଥିବା ଦେଖିବାକୁ ମିଳିଛି। ବିଗ ବି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ତାଙ୍କ...

ସାହସ ଅଛି ତ ମୋ ବିରୋଧରେ ମକଦ୍ଦମା ଦାୟର କରିପାର: ଶୁଭେନ୍ଦୁଙ୍କ ମମତାଙ୍କୁ ଚ୍ୟାଲେଞ୍ଜ

କୋଲକାତା, ୨୧।୪: ପଶ୍ଚିମବଙ୍ଗର ଶାସକ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଜାତୀୟ ଦଳ ମାନ୍ୟତା ହରାଇଛି। ତେବେ ଜାତୀୟ ମାନ୍ୟତା ବଞ୍ଚାଇବା ପାଇଁ ଟିଏମ୍‌ସି ସୁପ୍ରିମୋ ତଥା...

ଯୋଗୀଙ୍କ ଜନ୍ମଦିନ ପାଇଁ ପ୍ରବଳ ଉତ୍କଣ୍ଠା: କଟା ହେଲା ୫୦ କେଜିର କେକ୍‌

ନୂଆଦିଲ୍ଲୀ,୫।୬: ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ୫୦ତମ ଜନ୍ମଦିନ ହିନ୍ଦୁ ଯୁବ ବାହିନୀ ଏବଂ ବିଶ୍ୱ ହିନ୍ଦୁ ମହାସଙ୍ଗ ତରଫରୁ ଦିଲ୍ଲୀର କନ୍‌ଷ୍ଟିଚ୍ୟୁସନ୍‌ କ୍ଲବରେ ପାଳନ...

ମେ’ ୩୦ ପର୍ଯ୍ୟନ୍ତ ନଓ୍ବାବ ମଲିକଙ୍କ ନ୍ୟାୟିକ ହେପାଜତ ବୃଦ୍ଧି

ନୂଆଦିଲ୍ଲୀ,୧୬।୫: ଏନସିପିର ବରିଷ୍ଠ ନେତା ନଓ୍ବାବ ମଲିକଙ୍କ ଅଡୁଆ କମିବାର ନାଁ ନେଉନାହିଁ। ତାଙ୍କର ନ୍ୟାୟିକ ହେପାଜତକୁ ୧୪ ଦିନ ପାଇଁ ବୃଦ୍ଧି କରାଯାଇଛି, ଏବେ...

ଭାଜପାକୁ ଶକ୍ତିଶାଳୀ କରିବାରେ ନୀତୀଶଙ୍କ କାର୍ଯ୍ୟକୁ ଇତିହାସ ମନେ ରଖିବ: ଓଓ୍ବାଇସି…

ପାଟନା,୧୯।୩ : ଅଲ ଇଣ୍ଡିଆ ମଜଲିସ-ଇ-ଇତେହାଦୁଲ ମୁସଲିମ (ଏଆଇଏମଆଇଏମ) ମୁଖ୍ୟ ଅସଦୁଦ୍ଦିନ ଓୱାଇସି ରବିବାର ପୁର୍ନିଆରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ...

ଭାରତରେ ସଂକ୍ରମିତଙ୍କ ସଂଖ୍ୟା ହଜାରେ ଟପିଲା

ନୂଆଦିଲ୍ଲୀ,୨୯ା୩: ଭାରତରେ ବିଭିନ୍ନ କଟକଣା ସତ୍ତ୍ୱେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଶନିବାର ସନ୍ଧ୍ୟା ସୁଦ୍ଧା ଭାରତରେ ୨୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ସଂକ୍ରମିତଙ୍କ...

Advertisement
Archives

Model This Week