କେନ୍ଦ୍ର, ରାଜ୍ୟ ବିରୋଧରେ ରାସ୍ତାକୁ ଓହ୍ଲାଇବ କଂଗ୍ରେସ ୨୩ରେ ରାଜଧାନୀରେ ପ୍ରତିବାଦ ସଭା

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ): କଂଗ୍ରେସ ସଂଗଠନକୁ ଜିଲାସ୍ତରରେ କ୍ରିୟାଶୀଳ କରିବାକୁ ପିସିସି(ପ୍ରଦେଶ କଂଗ୍ରେସ କମିଟି) ତରଫରୁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଛି। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଜିଲା କଂଗ୍ରେସ ପର୍ଯ୍ୟବେକ୍ଷକମାନଙ୍କୁ ନେଇ ଏହି ବୈଠକ ଅନୁଷ୍ଠିତ ହୋଇଛି। ଅର୍ଥନୈତିକ ମାନ୍ଦାବସ୍ଥା, ଉକତ୍ଟ ବେକାରି ସମସ୍ୟା, ନିତ୍ୟ ବ୍ୟବହୃତ ସାମଗ୍ରୀର ଅହେତୁକ ମୂଲ୍ୟବୃଦ୍ଧି ଓ ସର୍ବୋପରି କେନ୍ଦ୍ରର ଭାଜପା ଓ ରାଜ୍ୟର ବିଜେଡି ନେତୃତ୍ୱାଧୀନ ସରକାରଙ୍କ କୃଷକ ଓ ଜନମାରଣ ନୀତି ବିରୋଧରେ ପ୍ରତ୍ୟେକ ଜିଲାସ୍ତରରେ ଜିଲା ସଦର ମହାକୁମାଠାରେ କଂଗ୍ରେସର ଏମ୍‌ପି ପ୍ରାର୍ଥୀଙ୍କୁ ଆନ୍ଦୋଳନାମତ୍କ କାର୍ଯ୍ୟକ୍ରମ ନିମନ୍ତେ ପିସିସି ସଭାପତି ନିର୍ଦ୍ଦେଶ ଦେଇଥିବା ଜଣାପଡିଛି। ସମସ୍ତ ବିଧାୟକ ପ୍ରାର୍ଥୀମାନଙ୍କ ସହ ଆଲୋଚନା ଓ ପରାମର୍ଶ କରି ନଭେମ୍ବର ୨୦, ୨୧ ଏବଂ ୨୨ ମଧ୍ୟରେ ଧାରଣା ପ୍ରତିବାଦ ଓ ବିକ୍ଷୋଭ କାର୍ଯ୍ୟକ୍ରମ ଆୟୋଜନ କରିବାକୁ ନିରଞ୍ଜନ କହିଛନ୍ତି। ଆସନ୍ତା ୨୩ତାରିଖ ଦିନ ୧୦ଟାରେ ରାଜଧାନୀରେ ଏକ ପ୍ରତିବାଦ ସଭା ଆୟୋଜନ କରାଯିବ। ଉକ୍ତ କାର୍ଯ୍ୟକ୍ରମରେ ଅଧିକୃତ ଏଆଇସିସି ପର୍ଯ୍ୟବେକ୍ଷକ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିପାଦାସ ମୁନ୍‌ସୀ ଓ ରାଜ୍ୟ ପ୍ରଭାରୀ ଜିତେନ୍ଦ୍ର ସିଂ ଯୋଗଦେବାକୁ ପିସିସି ସଭାପତି ସମସ୍ତଙ୍କୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୃଦ୍ଧାଙ୍କୁ ମାରି ଜଗି ରହିଥିଲା ମା’ ଭାଲୁ, ଉଦ୍ଧାର କଲା ବନବିଭାଗ ଟିମ୍‌

ନବରଙ୍ଗପୁର,୯।୧(ବି.ପ୍ର.): ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ସିନ୍ଧିଗୁଡ଼ା ଗ୍ରାମର ନିଖୋଜ ବୃଦ୍ଧା ଗୋରୀ ଅମନାତ୍ୟ(୭୦)ଙ୍କ ମୃତଦେହ ଜଙ୍ଗଲରୁ ଉଦ୍ଧାର କରାଯାଇଛି। ତାଙ୍କୁ ଭାଲୁ ଆକ୍ରମଣ କରି...

ଅଢ଼େଇ ବର୍ଷ ପରେ ଲୋୟର ସୁକ୍‌ତେଲ ଡ୍ୟାମ୍‌ ଆପ୍ରୋଚ୍‌ ରାସ୍ତା କାମ ଆରମ୍ଭ

ବଲାଙ୍ଗୀର ଅଫିସ, ୧୫ା୧: ପ୍ରାୟ ଅଢ଼େଇ ବର୍ଷ ପରେ ଲୋୟର ସୁକ୍‌ତେଲ ଡ୍ୟାମ ସାଇଟ୍‌ ଅଞ୍ଚଳରେ ଶୁକ୍ରବାରଠାରୁ ଡ୍ୟାମ ଆପ୍ରୋଚ୍‌ ରାସ୍ତା କାମ ଆରମ୍ଭ ହୋଇଛି।...

ପ୍ରଚଣ୍ଡ ତାତି: ଡହଳବିକଳ ଜଙ୍ଗଲୀ ଜନ୍ତୁ

ଭୁବନେଶ୍ୱର,୧୮ା୪(ବ୍ୟୁରୋ): କଲବଲ କରୁଛି ପ୍ରଚଣ୍ଡ ଗ୍ରୀଷ୍ମ। ଘରେ କି ବାହାରେ ନିସ୍ତାର ନାହିଁ। ମଣିଷ, ଜୀବଜନ୍ତୁ ସମସ୍ତେ ତାତିର ଜ୍ୱାଳାରେ ଛଟପଟ ହେଉଛନ୍ତି। ଜଙ୍ଗଲରେ ପାଣି...

ପୁଣି ଜୀବନ ନେଲା ଆମ୍ବୁଲାନ୍ସ

ରସୁଲପୁର,୨୨ା୩: ବିଷ ପିଇଥିବା ଜଣେ ଯୁବକଙ୍କୁ ବୁର୍ଲା ମେଡିକାଲରୁ କଟକ ଆଣୁଥିବା ବେଳେ ଏକ ଆମ୍ବୁଲାନ୍ସ ରବିବାର ସକାଳେ ୫୫ନମ୍ବର ଜାତୀୟ ରାଜପଥ ଅନୁଗୋଳ ଜିଲା...

ଏସିଡ୍‌ ମାଡ଼ରେ ୫ ଗୁରୁତର

ବରଗଡ଼ ଅଫିସ,୧୧ା୧୨: ବରଗଡ଼ ପୌର ପରିଷଦ ଅଧୀନ ୧୧ ନଂ ଓ୍ବାର୍ଡ ନୂଆପଡ଼ାରେ ଶନିବାର ଏସିଡ୍‌ ମାଡ଼ ହୋଇଛି। ଏଥିରେ ୫ ଜଣ ଗୁରୁତର ହୋଇଛନ୍ତି।...

ଦୀପାବଳି ପରେ ପିସିସି ଗଠନ: ନିରଞ୍ଜନ

ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ଦୀପାବଳି ପରେ ପିସିସି ଗଠନ କରାଯିବ। ଏ ନେଇ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଦୀପାବଳି...

ମାର୍ଚ୍ଚ ସୁଦ୍ଧା ପ୍ରକଳ୍ପ ସାରିବାକୁ ନିର୍ଦ୍ଦେଶ

ଯାଜପୁର ଟାଉନ,୨୭ା୨(ଡିଏନଏ): ଯାଜପୁରର ଭାରପ୍ରାପ୍ତ ଜିଲାପାଳ ତଥା ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକ ବୁଧବାର ଦଶରଥପୁର ବ୍ଲକର ଅକରପଡା ଓ ବିରଜାପୁର ପଞ୍ଚାୟତ ଗସ୍ତ କରି...

ଭାଜପା ନେତାଙ୍କ ବିରୋଧରେ ହତ୍ୟା ଅଭିଯୋଗ କଲା ବିଜେଡି

ଭୁବନେଶ୍ୱର,୨୩।୨(ବ୍ୟୁରୋ):  ଭାଜପା ନେତାଙ୍କ ବିରୋଧରେ ବିଜେଡି ହତ୍ୟା ଅଭିଯୋଗ ଆଣିଛି । ଭଦ୍ରକ ଜିଲା ଧାମନଗର ଥାନା ଦଳାଙ୍ଗ ପଞ୍ଚାୟତ ଜାହାଙ୍ଗୀର ଅଞ୍ଚଳର ପ୍ରତାପ ଚନ୍ଦ୍ର...

Advertisement
Archives

Model This Week