Posted inଜାତୀୟ

କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି: ୫୦ ପ୍ରତିଶତ କର୍ମଚାରୀ ଘରେ ବସି କରିବେ ଅଫିସ କାମ

ନୂଆଦିଲ୍ଲୀ,୧୯।୩: କରୋନା ଭାଇରସର ସଂକ୍ରମଣକୁ ଦେଖି କେନ୍ଦ୍ର ସରକାର ବି ଓ ସି ଗ୍ରୁପର ୫୦ ପ୍ରତିଶତ ସରକାରୀ କର୍ମଚାରୀ ନିତିଦିନ କାର୍ଯ୍ୟାଳୟ ଆସିବେ ବୋଲି କହିଛନ୍ତି। ବାକି ୫୦ ପ୍ରତିଶତ କର୍ମଚାରୀ ଘରେ ରହି କାମ କରିବେ ବୋଲି କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି। ଯେଉଁମାନେ ଘରେ ରହି କାମ କରିବେ ସେମାନଙ୍କ ପାଇଁ ସମୟ ନିର୍ଦ୍ଧାରଣ କରାଯିବ। ଏହି ନିଷ୍ପତ୍ତି କେନ୍ଦ୍ର କର୍ମଚାରୀ, ଜନ ଅଭିଯୋଗ ଏବଂ ପେନସନ୍‌ ମନ୍ତ୍ରଣାଳୟ ଦ୍ୱାରା ନିଆଯାଇଥିବା ସୂଚନା ମିଳିଛି। ଏହା ଆସନ୍ତା ଏପ୍ରିଲ ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ଲାଗୁ ହୋଇପାରେ ବୋଲି କୁହାଯାଉଛି। କେନ୍ଦ୍ର ସରକାରଙ୍କ ଯେଉଁ କର୍ମଚାରୀମାନେ କରୋନା ସମ୍ପର୍କିତ କାର୍ଯ୍ୟରେ ନିୟୋଜିତ ଅଛନ୍ତି ସେମାନଙ୍କ ପାଇଁ ଏହା ଲାଗୁ ହେବ ନାହିଁ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାମସଙ୍ଗ ସର୍ଭିସ ସେଣ୍ଟରରେ ବଡ଼ ଧରଣର ଅଗ୍ନିକାଣ୍ଡ

ମୁମ୍ବାଇ,୧୫।୧୧: ମୁମ୍ବାଇର କାଞ୍ଜୁରମାର୍ଗସ୍ଥିତ ସାମସଙ୍ଗ ସର୍ଭିସ ସେଣ୍ଟରରେ ସୋମବାର ସନ୍ଧ୍ୟାରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ତେବେ ଏ ପର୍ଯ୍ୟନ୍ତ କୌଣସି ମୃତାହତ ରିପୋର୍ଟ ଆସି...

ରାଜଧାନୀରେ ୧ଲକ୍ଷ ଅତିକ୍ରମ କଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୭।୭: ବେଳକୁ ବେଳ ଡରାଇ ଚାଲିଛି କରୋନା ମହାମାରୀ। ରାଜଧାନୀ ଦିଲ୍ଲୀରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ଅତିକ୍ରମ କରିଥିବା ବେଳେ ଏହାକୁ...

ବିବାଦୀୟ ମନ୍ତବ୍ୟରୁ ଓହରିଲେ ରାମଦେବ

ନୂଆଦିଲ୍ଲୀ,୨୩।୫: ଯୋଗଗୁରୁ ବାବା ରାମଦେବ ଏଲୋପାଥି ଚିକିତ୍ସାକୁ ନେଇ ଶନିବାର ବିବାଦୀୟ ମନ୍ତବ୍ୟ ଦେଇଥିଲେ। ଏହାକୁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡା. ହର୍ଷବର୍ଦ୍ଧନ ଦୁର୍ଭାଗ୍ୟ ଜନକ କହିବା...

ୟୁପିରେ ଅନର କିଲିଂ: ଦଳିତ ଯୁବକଙ୍କୁ ଜିଅନ୍ତା ଜାଳିଦେଲେ

ହର୍ଦୋଇ, ୧୭ା୯ (ପି.ଟି.): ଅନ୍ୟ ଜାତିର ଯୁବତୀଙ୍କ ସହ ସମ୍ପର୍କ ରଖିଥିବା ଅଭିଯୋଗରେ ଜଣେ ଦଳିତ ଯୁବକଙ୍କୁ ଜିଅନ୍ତା ଜାଳି ଦିଆଯାଇଛି। ଉତ୍ତରପ୍ରଦେଶର ହର୍ଦୋଇ ଜିଲା...

ବିଏସ୍‌ଏନଏଲ୍‌ ୪ଜି ନେଟଓ୍ବାର୍କରୁ ପ୍ରଥମ କଲ୍‌ କଲେ ଅଶ୍ୱିନୀ ବୈଷ୍ଣବ

ନୂଆଦିଲ୍ଲୀ,୧୦।୧୦: କେନ୍ଦ୍ର ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବିଏସ୍‌ଏନଏଲ୍‌ ୪ଜି ନେଟଓ୍ବାର୍କରୁ ପ୍ରଥମ ଫୋନ କଲ କରିଛନ୍ତି। ଏନେଇ ସେ ଟୁଇଟ୍‌ ଯୋଗେ...

ଦୀପାବଳି ପାଇଁ ଲାଗେ ଗଧ ହାଟ: ଦାମ୍‌ ଲକ୍ଷେ ଟଙ୍କା

ଚିତ୍ରକୂଟ,୧୯।୧୦: ପ୍ରଭୁ ଶ୍ରୀରାମଙ୍କ ତପସ୍ୟା ସ୍ଥଳ ଚିତ୍ରକୂଟରେ ଦୀପାବଳି ଅବସରରେ ୩ ଦିନ ପାଇଁ ମନ୍ଦାକିନୀ ନଦୀ କୂଳରେ ଲାଗେ ଐତିହାସିକ ଗଧ ହାଟ। ଏଠାକୁ...

ରିକ୍ସା ଚାଳକଙ୍କ ଘରେ ତଳେ ବସି ଭୋଜନ କଲେ ସ୍ବରାଷ୍ଟମନ୍ତ୍ରୀ

କୋଲକାତା,୭।୪: ବିଧାନସଭା ନିର୍ବାଚନ ପାଇଁ ପଶ୍ଚିମବଙ୍ଗ ଏବେ ସରଗରମ ରହିଛି। ଚତୃର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଭାଜପା ପକ୍ଷରୁ ପ୍ରଚାରକୁ ଜୋରଦାର କରାଯାଇଛି। ପ୍ରଚାର ପାଇଁ...

ବିଜେପି କାର୍ଯ୍ୟାଳୟ ତାଲା ଭାଙ୍ଗି ନିଜ ଦଳର ନାଁ ଲେଖିଲେ ମମତା

କୋଲକାତା,୩।୬: ପଶ୍ଚିମ ବଙ୍ଗରେ ‘ଜୟ ଶ୍ରୀ ରାମ’ ରାଜନୀତି ତେଜିବାରେ ଲାଗିଛି। ଦୁଇ ଦଳ ମଧ୍ୟରେ ପରସ୍ପର କାର୍ଯ୍ୟାଳୟ ଉପରେ ଦଖଲକୁ ନେଇ ଏବେ ବୟାନବାଜି...

Advertisement


Archives

Model This Week