କେନ୍ଦ୍ର ସରକାରଙ୍କ ଶ୍ରମ ବିରୋଧୀ କାର୍ଯ୍ୟ ପ୍ରତିବାଦ: କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

କେନ୍ଦୁଝର,୨।୮(ସ୍ବ.ପ୍ର.): କେନ୍ଦ୍ର ସରକାରଙ୍କ ଶ୍ରମ ବିରୋଧୀ କାର୍ଯ୍ୟ ପ୍ରତିବାଦରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ଶୁକ୍ରବାର କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା। ବହୁ ସଂଖ୍ୟାରେ ଶ୍ରମିକ ଏଥିରେ ସାମିଲ ହୋଇଥିଲେ। ବ୍ୟାନର ଓ ପତାକା ଧରି ନଗର ଭବନ ପଡ଼ିଆରୁ ଏକ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। କେନ୍ଦ୍ର ସରକାର ଶ୍ରମ ଆଇନକୁ ପରିବର୍ତ୍ତନକରି ଶ୍ରମିକ ବିରୋଧୀ କାର୍ଯ୍ୟ କରୁଥିବା ସେମାନେ ଅଭିଯୋଗ କରିଥିଲେ। ଏଆଇଟିୟୁସି, ସିଆଇଟିୟୁ, ଆଇଏନ୍‌ଟିୟୁସି, ବିଏମ୍‌ଏସ ଆଦି ସଂଗଠନ ଏଥିରେ ସାମିଲ ଥିଲେ। ଏଆଇଟିୟୁସିର ରାଜ୍ୟ ଉପ ସାଧାରଣ ସମ୍ପାଦକ ରାମକୃଷ୍ଣ ପଣ୍ଡା ଯୋଗଦେଇ ମୋଦି ସରକାରଙ୍କ ଶ୍ରମିକ ମାରଣ ନୀତିକୁ ସମାଲୋଚନା କରିଥିଲେ । ଏଆଇଟିୟୁସିର ରାଜ୍ୟ ସମ୍ପାଦକ ମହେଶ୍ୱର ରାଉତଙ୍କ ସମେତ ବହୁ ନେତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଚାରିକାନ୍ଧ ବାଇକ୍‌ରେ ନେଇ ଶବଦାହ କଲେ ସ୍ବେଚ୍ଛାସେବୀ

ବରଗଡ଼ ଅଫିସ୍‌/ପଦ୍ମପୁର,୨୩।୯: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ମହୁଲପାଲି ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଭିମସାର୍‌, ବୁର୍ଲାରୁ ବ୍ୟବଚ୍ଛେଦ ହୋଇ ଏକ...

କଟକ: ଆଉ ଦୁଇଦିନ ବଢ଼ିଲା ଶଟ୍‌ଡାଉନ ଅବଧି

କଟକ ଅଫିସ,୭ା୭- କଟକ ସହରରେ ଜାରି ହୋଇଥିବା ଶଟ୍‌ଡାଉନ ଅବଧିକୁ ବୃଦ୍ଧି କରିଛି ସିଏମ୍‌ସି। ପୂର୍ବରୁ ବୁଧବାର ମଧ୍ୟରାତ୍ରି ଯାଏ ଶଟ୍‌ଡାଉନ ଘୋଷଣା କରାଯାଇଥିବା ବେଳେ ତାହାକୁ...

ଖଣିଖାଦାନ ଅଞ୍ଚଳରେ ବନ୍ଦ ପଡ଼ିଛି ଶିଳ୍ପ, ଫିକା ପଡ଼ିଲା ବିଶ୍ୱକର୍ମା ପୂଜା

କେନ୍ଦୁଝର,୧୭ା୯(ସ୍ବ.ପ୍ର.): ଖଣିଖାଦାନ ଓ ଶିଳ୍ପ ବହୁଳ କେନ୍ଦୁଝର ଜିଲାରେ ବିଶ୍ୱକର୍ମା ପୂଜା ଫିକା ପଡ଼ିଛି। କରୋନା ପରେ ଚଳିତ ବର୍ଷ ଧୂମ୍‌ଧାମରେ ପ୍ରଭୁ ବିଶ୍ୱକର୍ମାଙ୍କ ପୂଜା...

ଗଞ୍ଜାମରେ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ନିର୍ମାଣ: ହିଞ୍ଜିଳିକାଟୁ କୋଭିଡ ହସ୍ପିଟାଲ ପରିଦର୍ଶନ କରି ସମୀକ୍ଷା କଲେ ୫-ଟି ସଚିବ

ହିଞ୍ଜିିଳିକାଟୁ, ୧୫ା୫(ଡ଼ି.ଏନ୍‌.ଏ) : ରାଜ୍ୟ ୫-ଟି ସଚିବ ତଥା ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ ଶୁକ୍ରବାର ହିଞ୍ଜିିଳିକାଟୁର ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ୍‌...

ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ, ପଥର ମାଫିଆ ଗିରଫ

ଦିଗପହଣ୍ଡି/ପାଟପୁର,୧ା୮(ଡି.ଏନ.ଏ.)-ପାଟପୁର ପୋଲିସ ବୁଧବାର ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲି ବନ୍ଧ ମୌଜା ମହୁଲ ପାହାଡ଼ ପଥର ଖାଦାନରେ ଚଢ଼ାଉ କରି ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ...

ସଲାସୁତୁରାରେ ଖଣି ଚୋରି

ଯାଜପୁର ଅଫିସ,୧୩ା୧୨: ରାଜ୍ୟରେ ୨୦୧୯-୨୦ରୁ ଅଦ୍ୟାବଧି ଖଣି ଲିଜ୍‌ଧାରୀମାନେ ନିୟମ ଉଲ୍ଲଂଘନ କରି ୮୨୦୧ କୋଟି ଟଙ୍କାର ଲୁହାପଥର ଓ ମାଙ୍ଗାନିଜ ଉତ୍ତୋଳନରେ ଚୋରି, ଅନିୟମିତତା...

ଯୁବକଙ୍କ ଅସ୍ବାଭାବିକ ମୃତ୍ୟୁ

ପାଟଣା,୯।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବଣମହୁଲଡିହା ଗ୍ରାମ ପାତୁ ସାହିର ରୟା ମୁଣ୍ଡା (୧୬) ନାମକ ଜଣେ ଯୁବକଙ୍କର ଶନିବାର ସକାଳୁ ମୃତ୍ୟୁ...

ଛତିଶା ନିଯୋଗ ବୈଠକ ଆରମ୍ଭ

ପୁରୀ ଅଫିସ, ୧୭ା୧୨: ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ ବୁଧବାର ଆରମ୍ଭ ହୋଇଛି। ପୂର୍ବାହ୍ନ ୧୧ଟାରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିବା ଥିବା ଏହି...

Advertisement
Archives

Model This Week