Posted inଜାତୀୟ

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ଅବସର ବୟସ ସୀମା ୬୦ ବର୍ଷରୁ କମିବନି

ନୂଆଦିଲ୍ଲୀ,୫।୧୨: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ଅବସର ବୟସ ସୀମା ୬୦ ବର୍ଷରୁ କମିବନି। ଏନେଇ ସରକାରଙ୍କ ପକ୍ଷରୁ କୌଣସି ଯୋଜନା ନାହିଁ ବୋଲି କାର୍ମିକ ରାଜ୍ୟ ମନ୍ତ୍ରୀ ଜିତେନ୍ଦ୍ର ସିଂ ଲୋକ ସଭାରେ ଗୁରୁବାର ସୂଚନା ଦେଇଛନ୍ତି। ପୂର୍ବରୁ କୁହାଯାଉଥିଲା ଯେ, ୨୦୨୦ ଏପ୍ରିଲ୍‌ ୧ଠାରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ଅବସର ବୟସ ସୀମା ୩୩ ବର୍ଷର ଚାକିରୀ ଅବା ୬୦ ବର୍ଷ ବୟସ ରହିବ। ତେବେ ଏହାକୁ ସରକାରଙ୍କ ପକ୍ଷରୁ ଖଣ୍ଡନ କରାଯାଇଛି। ଏପରି କୌଣସି ପ୍ରସ୍ତାବ ସରକାରଙ୍କର ନାହିଁ ବୋଲି କାର୍ମିକ ରାଜ୍ୟ ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି। ଏହା ଦ୍ୱାରା କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ଆଶ୍ୱସ୍ତି ମିଳିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ଫଳକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ: ମୂଲ୍ୟାଙ୍କନ ଉପରେ ପ୍ରଶ୍ନବାଚୀ

ଭଞ୍ଜନଗର,୯।୯(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଅନେକ ଛାତ୍ରୀଛାତ୍ରଙ୍କ ପେପର ବ୍ୟାକ…

ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ: ଭୋଟର ତାଲିକାରେ ନାଁ ଭୁଲ

ବେଙ୍ଗାଲୁରୁ,୯।୯: ଭୋଟର ତାଲିକାରେ ନାଁ ସ୍ପେଲିଂ ବନାନରେ ଅସଙ୍ଗତି ଥିବା ଜଣାପଡ଼ିବା ପରେ ଭାରତ ରତ୍ନ ବିଶିଷ୍ଟ ବୈଜ୍ଞାନିକ ପ୍ରଫେସର ସିଏନଆର ରାଓଙ୍କୁ ନୋଟିସ ଜାରି କରାଯାଇଛି।…

PM ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ: ନୀତିନ ନବୀନ କହିଲେ- ଅକ୍ଟୋବର ୨ରେ…

ନୂଆଦିଲ୍ଲୀ,୯।୯: ଭାରତୀୟ ଜନତା ପାର୍ଟି (BJP) ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ ପୂର୍ତ୍ତି ଅବସରରେ ଆସନ୍ତା ମାସରେ ‘ସେବା ସଂକଳ୍ପ ଅଭିଯାନ’…

BJP ଅଫିସ୍‌ରେ ଆତଙ୍କ! AC ତଳୁ ବାହାରିଲା ୫ ଫୁଟ୍‌ର କିଙ୍ଗ କୋବ୍ରା, ତା’ପରେ…

ସୀତାପୁର,୯।୯: ଉତ୍ତରପ୍ରଦେଶର ସୀତାପୁରରେ ବୁଧବାର ସକାଳେ BJP କାର୍ଯ୍ୟାଳୟରେ ଦେଖିବାକୁ ମିଳିଥିଲା ଆତଙ୍କଜନକ ଦୃଶ୍ୟ। କାର୍ଯ୍ୟାଳୟରେ ଥିବା କର୍ମଚାରୀମାନେ ପ୍ରାୟ ୫ ଫୁଟ ଲମ୍ବର ଏକ କିଙ୍ଗ…

ସ୍କୁଲରେ ତାଲା ପକାଇଲେ ଅଭିଭାବକ:ବାତ୍ୟା ଆଶ୍ରୟସ୍ଥଳୀରେ ପାଠପଢ଼ିଲେ ଛାତ୍ରୀଛାତ୍ର

ମହାକାଳପଡ଼ା,୯।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳବର୍ତ୍ତୀ ସୁନିତି ପଞ୍ଚାୟତ ଅନ୍ତର୍ଗତ ଓଲ୍ଡ ଫିଲ୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଭିଭାବକମାନେ ତାଲା ପକାଇବା ଘଟଣାକୁ…

ପ୍ରଧାନ ଶିକ୍ଷକଙ୍କ ବଦଳି ନିଷ୍ପତ୍ତି ପ୍ରତ୍ୟାହାର ଦାବି: ଧାରଣାରେ ବସିଲେ ଅଭିଭାବକ

ବରୀ,୯।୯(ମହେନ୍ଦ୍ର ସ୍ବାଇଁ):ସରକାର ଶିକ୍ଷା ବ୍ୟବସ୍ଥାର ସୁଦୃଢ଼ୀକରଣ ଉପରେ ଗୁରୁତ୍ୱ ଦେଉଥିବାବେଳେ ବରୀ ଶିକ୍ଷାମଣ୍ଡଳ ଅଧୀନସ୍ଥ କୃଷ୍ଣନଗର ପ୍ରାଥମିକ ବିଦ୍ୟାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ,…

ଏସିଆ କପ୍‌ ଚାଲିଥିବାବେଳେ ସ୍ମୃତି ମନ୍ଧାନାଙ୍କୁ ମିଳିଲା ବଡ଼ ଖୁସିଖବର

ନୂଆଦିଲ୍ଲୀ,୯।୯: ମହିଳା ଏସିଆ କପରେ ହଂକଂ ବିପକ୍ଷରେ ଏକ ଚମତ୍କାର ଶତକ ମାରିଥିବା ସ୍ମୃତି ମନ୍ଧାନା ICC T20 ରାଙ୍କିଙ୍ଗର ଶୀର୍ଷ ୫ରେ ସ୍ଥାନ ପାଇଛନ୍ତି। ହଂକଂ…

ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାକୁ ୧୭ ବର୍ଷ ପୂରିଲା: କାରଣ ଏବେବି ଅସ୍ପଷ୍ଟ

ପାରାଦୀପ, ୯।୯(ଶରତ ରାଉତ):ପାରାଦୀପ ବନ୍ଦରରୁ ଚାଇନା ଅଭିମୁଖେ ଯାଉଥିବା ଏମ୍‌ଭି ବ୍ଲାକରୋଜ୍‌ ଜାହାଜ ବୁଡ଼ିବା ଘଟଣାକୁ ଇତିମଧ୍ୟରେ ୧୭ ବର୍ଷ ପୂରିଗଲାଣି। ଉକ୍ତ ବ୍ଲାକରୋଜ୍‌ ବୁଡ଼ି ଘଟଣାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri