କେବଳ ଗଞ୍ଜାମରେ କରୋନା ନେଲାଣି ୮ ଜୀବନ

ଛତ୍ରପୁର,୨୨ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବଢ଼ି ଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ି ଚାଲିଛି। ଗୋଟିଏ ପରେ ଗୋଟିଏ ଜୀବନ ନେଉଛି କରୋନା। ଫଳରେ ଜିଲାବାସୀ ଭୟଭୀତ ହୋଇପଡ଼ିଛନ୍ତି। ସୋମବାର ମଧ୍ୟ ଜିଲାରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ୪୬ ବର୍ଷୀୟ ଜଣେ ବ୍ୟକ୍ତି। ସେ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ମୃତ୍ୟୁ ଘଟିଥିବା ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୋମବାର ଟୁଇଟ୍‌ କରି ସୂଚନା ଦିଆଯାଇଛି। ଏହାଫଳରେ ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁସଂଖ୍ୟା ୮ରେ ପହଞ୍ଚିଛି। ଏହି ବ୍ୟକ୍ତି ଜଣକ ଫୁସ୍‌ଫୁସ୍‌ ରୋଗରେ ଆକ୍ରାନ୍ତ ଥିଲେ ବୋଲି କୁହାଯାଇଛି। ରବିବାର ମଧ୍ୟ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କିଡ଼୍‌ନୀ ରୋଗ୍‌ରେ ପୀଡ଼ିତ ଗିରିଧାରୀ: ଚିକିଛା ସାହାଯ୍‌ ଆଶ୍‌ରେ ବାରଦୁଆର ବଡ଼ଭାଇ

ଗୁଡ଼ଭେଲା, ୨୪।୨(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ତୁଷୁରା ସହରର ପତିତପାବନ ପଡ଼ାର ଗିରିଧାରୀ କୁମ୍ଭାର(୩୫)। ପାଖାପାଖି ୩ ମାସ ହେଲା ସେ କିଡ଼୍‌ନୀ ରୋଗ୍‌ରେ ପୀଡ଼ିତ ଅଛନ୍‌।...

ନଏଡାରେ ନୂଆ ଜିଲାପାଳ ଭାବେ ନିଯୁକ୍ତ ହେଲେ ପାରା ବ୍ୟାଡମିଣ୍ଟନ ଚାମ୍ପିୟନ

ନଏଡା,୩୧।୩: ନଏଡାରେ ଲଗାତର ଭାବେ କରୋନା ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ନେଇ ଉତ୍ତରପ୍ରଦେଶ ସରକାର ଏବେ ଚିନ୍ତାରେ ପଡ଼ିଯାଇଛନ୍ତି। ଏହାରି...

୭ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ଉମରକୋଟ, ୮।୨(ସ୍ବ.ପ୍ର.): ହତ୍ୟା ମାମଲାରେ ୭ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ସହ ୫ ହଜାର ଟଙ୍କା ଜରିମାନା କରିଛନ୍ତି ଉମରକୋଟ ଅତିରିକ୍ତ ଜିଲା ଦୌରାଜଜ୍‌ ସୁନୀଲ...

ଦେଶରେ ୩୦ ଲକ୍ଷ ଛୁଇଁବାକୁ ଯାଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୨୨।୮: ଦେଶରେ ବେଳକୁ ବେଳ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ୬୯,୮୭୮ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଦେଶରେ...

ଶ୍ରୀମନ୍ଦିର ରୋଷଘର ଚୁଲି ଭଙ୍ଗିବା ଘଟଣା : ତଦନ୍ତ ପାଇଁ ୫ ଜଣିଆ ଟିମ୍‌ ଗଠନ

ପୁରୀ ଅଫିସ, ୪।୪: ଶ୍ରୀମନ୍ଦିର ରୋଷଘର ଚୁଲିକୁ ରବିବାର କିଛି ଦୁର୍ବୃତ୍ତ ଭଙ୍ଗି ଦେଇଥିଲେ। ଏହି ଘଟଣା ଗଣମଧ୍ୟମରେ ପ୍ରକାଶିତ ପରେ ପ୍ରଶାସନ ପକ୍ଷରୁ ତ୍ପରତା...

ମନ୍ଦିରରୁ ଚୋରି ସାମଗ୍ରୀ ଉଦ୍ଧାର ଲାଗି ତତ୍ପରତା ନାହିଁ, ଭକ୍ତ ମହଲରେ ଅସନ୍ତୋଷ

ଆନନ୍ଦପୁର,୨୭।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଦଧିବାମନଜୀଉଙ୍କ ମନ୍ଦିରରୁ ରାଧା ଓ କୃଷ୍ଣଙ୍କ ପିତ୍ତଳ ମୂର୍ତ୍ତି ଆଜକୁ ୧୧ ଦିନ ତଳେ ଚୋରି ହେଇଥିଲା। ହେଲେ ଏହି...

ରାସ୍ତା ନିର୍ମାଣରେ ଅନିୟମିିତତା

ନିଶ୍ଚିନ୍ତକୋଇଲି,୩୦।୪(ସ୍ବ.ପ୍ର.) ଗମନାଗମନର ସୁବିଧା ପାଇଁ ସରକାର ରାସ୍ତାଗୁଡିକୁ ପ୍ରଶସ୍ତୀକରଣ ଓ ଦୋହରାକରଣ କରିବା ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଛନ୍ତି। ମାତ୍ର ରାସ୍ତା ନିର୍ମାଣ...

ରୁଷିଆ ଭ୍ୟାକ୍ସିନ ପାଇଁ ୧ ବିଲିୟନ ଡୋଜର ଅର୍ଡର ଦେଲେ ଏହି ଦେଶ

ମସ୍କୋ,୧୧।୮: ଗତ କିଛି ମାସରୁ ବିଶ୍ୱରେ ମହାମାରୀ କରୋନା ଭାଇରସ୍‌ ଆତଙ୍କ ଖେଳାଇ ଚାଲିଛି। କରୋନା ଯୋଗୁଁ କୋଟି କୋଟି ଲୋକଙ୍କ ଜୀବନ ଯାଇଥିବା ବେଳେ...

Advertisement
Archives

Model This Week