କେବଳ ଗଞ୍ଜାମରେ କରୋନା ନେଲାଣି ୮ ଜୀବନ

ଛତ୍ରପୁର,୨୨ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବଢ଼ି ଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ି ଚାଲିଛି। ଗୋଟିଏ ପରେ ଗୋଟିଏ ଜୀବନ ନେଉଛି କରୋନା। ଫଳରେ ଜିଲାବାସୀ ଭୟଭୀତ ହୋଇପଡ଼ିଛନ୍ତି। ସୋମବାର ମଧ୍ୟ ଜିଲାରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ୪୬ ବର୍ଷୀୟ ଜଣେ ବ୍ୟକ୍ତି। ସେ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ମୃତ୍ୟୁ ଘଟିଥିବା ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୋମବାର ଟୁଇଟ୍‌ କରି ସୂଚନା ଦିଆଯାଇଛି। ଏହାଫଳରେ ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁସଂଖ୍ୟା ୮ରେ ପହଞ୍ଚିଛି। ଏହି ବ୍ୟକ୍ତି ଜଣକ ଫୁସ୍‌ଫୁସ୍‌ ରୋଗରେ ଆକ୍ରାନ୍ତ ଥିଲେ ବୋଲି କୁହାଯାଇଛି। ରବିବାର ମଧ୍ୟ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟାଲ ଗାଡ଼ିରେ ଶ୍ରମିକ

ବାରିପଦା ଅଫିସ, ୧ା୪: କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ପାଇଁ ଲକ୍‌ଡାଉନ ହେବା ଯୋଗୁ ଅନେକ ସ୍ଥାନରେ ଶ୍ରମିକମାନେ ଫସି ରହି ଯାଇଛନ୍ତି। ଯିଏ ଯେଉଁଠି...

କଂଗ୍ରେସର ବ୍ଲକସ୍ତରୀୟ ସାଙ୍ଗଠନିକ ବୈଠକ

ରିଆମାଳ, ୨୧।୧୨(ଡି.ଏନ୍‌.ଏ.) ଦେବଗଡ ଜିଲା ରିଆମାଳ ସଦର ମହକୁମା କଲ୍ୟାଣ ମଣ୍ଡପଠାରେ ଭାରତୀୟ ଜାତୀୟ କଂଗ୍ରେସର ଦଳକୁ ମଜବୁତ କରିବା ପାଇଁ ବ୍ଲକ ସ୍ତରୀୟ ସାଙ୍ଗଠନିକ...

ରାସ୍ତା ଖୋଳିଦେଲେ ଦୁର୍ବୃତ୍ତ: କୂଳସର-ନୀଳପଲ୍ଲୀ ବିଚ୍ଛିନ୍ନ

ରଣପୁର,୨୭ା୭ (ସ୍ବ.ପ୍ର.): ରଣପୁର ବ୍ଲକ କୂଳସର ପଞ୍ଚାୟତର ଏକ ରାସ୍ତା ଖୋଳିଦିଆ ଯିବାରୁ କୂଳସର-ନୀଳପଲ୍ଲୀ ବିଚ୍ଛିନ୍ନ ହୋଇଯାଇଛି। ପୂର୍ବରୁ ଏହି ରାସ୍ତା ଶୋଚନୀୟ ହୋଇପଡିଥିଲା। ବାରମ୍ବାର...

ନବୀନ ଜମିଦାର, ଆମେ ଗୁମାସ୍ତା

ଖୋର୍ଦ୍ଧା ଅଫିସ,୨୭ା୧୨: ନବୀନବାବୁ ଦୟା, ମମତାର ସାଗର। ତାଙ୍କ ମଧ୍ୟରେ ଏକ ନିର୍ମଳ ହୃଦୟ ରହିଛି। ସାଧାରଣ ଜନତାଙ୍କ ପ୍ରତି ତାଙ୍କ ମନରେ ଅଶେଷ କରୁଣା...

ଅଭାବ ଦୂର କଲା ୩୨ ୟୁନିଟ୍‌ ରକ୍ତ

ବରଗଡ଼ ଅଫିସ୍‌,୨।୫: କରୋନା(କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍‌ ଡାଉନ୍‌ କଟକଣା ଲାଗୁ ହୋଇଛି । ଏଥିପାଇଁ ବିଭିନ୍ନ ରକ୍ତ ଭଣ୍ଡାରରେ...

ସାମ୍ପ୍ରତିକ ସ୍ଥିତିରେ ଶ୍ରୀମନ୍ଦିର ନ ଖୋଲୁ

ପୁରୀ ଅଫିସ, ୧୦ । ୧୦: ମହାମାରୀ କରୋନା ପାଇଁ ବନ୍ଦ ଥିବା ରାଜ୍ୟର ବିଭିନ୍ନ ଧାର୍ମିିକସ୍ଥଳ ଖୋଲିବା ନେଇ ରାଜ୍ୟ ସରକାର ପ୍ରକ୍ରିୟା ଆରମ୍ଭ...

ଢେଙ୍କାନାଳରେ ପୁଣି କୁମାରୀ ମା’

ଢେଙ୍କାନାଳ ଅଫିସ, ୧୬।୧: ଢେଙ୍କାନାଳ ଜିଲା ପୁଣି ବୋହିଛି କୁମାରୀ ମା’ର କଳଙ୍କ। ଭୁବନ ପରେ କାମାକ୍ଷାନଗର ଥାନା ଅଞ୍ଚଳରେ ଏହାର ପୁନରାବୃତ୍ତି ଘଟିଛି। ଜଣେ...

ପକ୍ଷାଘାତରେ ପୀଡ଼ିତ:ଭତା, ଆବାସ ଯୋଜନାରୁ ବଁଚିତ ବିପିନ

  ସୋନପୁର,୧୦ା୮(ନି.ପ୍ର): ସୁବର୍ଣ୍ଣପୁର ଜିଲା ସଦର ବ୍ଲକ ରେଙ୍ଗାଲି ପଁଚେତ୍‌ ଅଧୀନ ବିଶାଲପାଲି ଗଁାର ବିପିନ ମହାକୁର(୪୬)। ୨ ବଛର ହେଲା ସେ ପକ୍ଷାଘାତ ରୋଗ୍‌ରେ...

Play 250+ Trending Games
Archives

Model This Week

Why Dharitri