କେବଳ ବନ୍ଧୁତା

କ’ଣ କରିବେ ଦିଶା ପଟାନି-ଏଣୁ ମାରିଲେ ଗୋ ହତ୍ୟା ତେଣୁ ମାରିଲେ ବ୍ରହ୍ମ ହତ୍ୟା। ଅର୍ଥାତ୍‌ ସେ ଦୋଛକିରେ ପଡିଯାଇଛନ୍ତି। ଟାଇଗର ଶ୍ରଫଙ୍କ ସହ ତାଙ୍କ ଇଲୁ ଇଲୁକୁ ନେଇ କଥା ଦାଣ୍ଡରେ ପଡି ହାଟରେ ଗଡିଲାଣି। ହେଲେ ତାହା ସତ ନୁହେଁ ବୋଲି ଦିଶା ସଫେଇ ଦେବା ପରେ ଆଲୋଚନା ନୂଆ ମୋଡ ନେଇଛି। ଗତ କିଛି ବର୍ଷ ଧରି ଏହି ଯୋଡି ଚର୍ଚ୍ଚାରେ ରହିଛନ୍ତି। ଏପରି କଥା ଶୁଣି ଆଉ କେତେ ଦିନ ଅବା ସେ ମୁହଁ ବନ୍ଦ କରି ବସିବେ କହିଲେ ? ଶେଷକୁ ବାଧ୍ୟ ହୋଇ ସଫେଇ ଦେଇଛନ୍ତି। ‘ଆପଣମାନେ ଯାହା ଶୁଣୁଛନ୍ତି ତାହା ସତ ନୁହେଁ। ଟାଇଗରଙ୍କ ସହ ମୋ ନାମକୁ ଯୋଡି ଅନେକ କଥା ଆଲୋଚନା ହେଉଛି। ହେଲେ ଅଯଥା କଥାରେ ମୁଣ୍ଡ ଖେଳାଇବା ଠିକ୍‌ ବୋଲି ମୁଁ ଭାବେନାହିଁ। ତଥାପି କିଛି କହିବାକୁ ବାଧ୍ୟ ହେଉଛି। ଆମ ଭିତରେ କେବଳ ବନ୍ଧୁତା ଅଛି। ତାକୁ ଅନ୍ୟ ଦୃଷ୍ଟିରେ ଦେଖିବା ଆଦୌ ଠିକ୍‌ ନୁହେଁ। ଟାଇଗର ଜଣେ ଭଲ ମଣିଷ। ତାଙ୍କର ଫିଟ୍‌ନେସ ମୋତେ ଅଧିକ ପ୍ରଭାବିତ କରିଛି। କେବଳ ସେତିକି ନୁହେଁ, ତାଙ୍କର ଫିଟ୍‌ନେସ ଟିପ୍ସ ମୋତେ ଫିଟ୍‌ ଆଣ୍ଡ ଫାଇନ୍‌ ରହିବାକୁ କେତେ ସାହାଯ୍ୟ କରିଛି ତାହା ବର୍ଣ୍ଣନା କରିପାରିବି ନାହିଁ ବୋଲି କହିଛନ୍ତି ଦିଶା।’


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ରାଜନାଥଙ୍କ ଖୋଲ ଚେତାବନୀ

ନୂଆଦିଲ୍ଲୀ,୧୩।୬: ପାକିସ୍ତାନକୁ କଡ଼ା ବାର୍ତ୍ତା ଦେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କହିଛନ୍ତି ଯେ ସିନ୍ଧୁ ନଦୀର ଜଳ ଆତଙ୍କବାଦର ପୃଷ୍ଠପୋଷକଙ୍କ ପାଖରେ ପହଞ୍ଚିବାକୁ ଦିଆଯିବ ନାହିଁ।…

ମିଥ୍ୟା ସମ୍ପତ୍ତି ତଥ୍ୟ ଦେଲେ ବାବୁଙ୍କୁ ମିଳିବ ଦଣ୍ଡ: ବେତନ ବଦଳରେ ଲାଗୁ ହେବ…

ଭୁବନେଶ୍ୱର,୧୩।୬(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ କର୍ମଚାରୀ ନିଜ ସମ୍ପତ୍ତି ବିବରଣୀ ଦେବାରେ ବିଳମ୍ବ କରୁଥିବାରୁ ଏହାକୁ ନେଇ ଶୁକ୍ରବାର ରାଜ୍ୟ କ୍ୟାବିନେଟ୍‌ ଏକ ଗୁରୁତ୍ୱପୂର୍ଣ୍ଣ…

ପୋଲିସ କର୍ମଚାରୀ ମାଡ଼ ମାରିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସରପଞ୍ଚ ଚାମେଲୀ, ବିଧାୟକଙ୍କୁ ନେଇ କହିଲେ…

କେନ୍ଦ୍ରାପଡ଼ା, ୧୩ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲୀ ଓଝା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଚିଠି…

ଆମେରିକାକୁ ଧୋଇଲେ ଜୟଶଙ୍କର: କଡ଼ା ଟାର୍ଗେଟ୍‌ କରି କହିଲେ…

ନୂଆଦିଲ୍ଲୀ,୧୩।୬:ଓମାନ ଉପକୂଳ ନିକଟରେ ଏକ ବାଣିଜି୍ୟକ ଜାହାଜ ଉପରେ ଆମେରିକା ନୌସେନାର କାର୍ଯ୍ୟାନୁଷ୍ଠାନରେ ୩ ଜଣ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଭାରତ ଆମେରିକା ନିକଟରେ କଡ଼ା…

ବୈତରଣୀ-କୋଚିଳା ସଙ୍ଗମସ୍ଥଳରେ ନାହଁ ଘେରିବନ୍ଧ: ପ୍ରତିବର୍ଷ ବନ୍ୟା ଦୁର୍ଦ୍ଦଶା ଭୋଗୁଛନ୍ତି ୩ ପଞ୍ଚାୟତର ୧୦ ହଜାରରୁ ଅଧିକ ଲୋକ

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବୈତରଣୀ ଓ କୋଚିଳା ନଦୀର ସଙ୍ଗମସ୍ଥଳ ଗାନ୍ଧୀଘାଟ ଶାସନ ପ୍ରତିବର୍ଷ ବନ୍ୟା ବିଭୀଷିକାର ଶିକାର ହେଉଛି।…

ସରକାରୀ ରାସ୍ତା ମରାମତି କାମକୁ ନେଇ ରକ୍ତାକ୍ତ କାଣ୍ଡ: ଯୁବକଙ୍କୁ ଛୁରାମାଡ଼ କରି ଅଭିଯୁକ୍ତ ଫେରାର୍‌

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଧୂଷୁରୀ ଥାନା ଅଧୀନ ବମକୁରା ପଞ୍ଚାୟତରେ ସରକାରୀ ରାସ୍ତା ମରାମତି କାମକୁ କେନ୍ଦ୍ର କରି ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ,…

କନଷ୍ଟେବଳଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ୧୨ ଘଣ୍ଟା ହେଲା ରାସ୍ତାରେ ଶବ ରଖି ରାସ୍ତାରୋକୋ, ଯାତାୟତ ଠପ୍‌

ବ୍ରହ୍ମପୁର, ୧୩/୬(ସୁବାସ ଚନ୍ଦ୍ର ପାଢ଼ୀ) : ପୋଲିସ କନଷ୍ଟେବଳ ଆଶୁତୋଷ ମୁର୍ଦଙ୍ଗୟା (୩୧)ଙ୍କୁ ଗତ ୫ ତାରିଖରେ ବିଜିପୁର ପୋଲିସ କ୍ୱାଟରରେ ତାଙ୍କ ସ୍ତ୍ରୀ ସା ନାୟକ…

ଶାସ୍ତ୍ରୀ ଭବନ ସ୍ଥିତି ଦୃଢ଼

ବର୍ଷ ବର୍ଷ ଧରି ଶାସ୍ତ୍ରୀ ଭବନ ସରକାରୀ ଅବହେଳାର ଏକ ଜ୍ୱଳନ୍ତ ଉଦାହରଣ ହୋଇ ରହିଥିଲା। ଦିଲ୍ଲୀର ବାବୁ ଭିତ୍ତିଭୂମି ତାହାର ଉପାଦେୟତା ହରାଇ ସାରିଥିବାର ପ୍ରମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri