Posted inଫୁରସତ

କେବଳ ମଙ୍ଗଳବାର ଚୋରି କରିଥାନ୍ତି ଏହି ଯୁବକ

ଶୀର୍ଷକ ପଢ଼ି ଆଶ୍ଚର୍ଯ୍ୟ ଲାଗୁଥିବ; ମାତ୍ର ଏହା ସମ୍ପୂର୍ଣ୍ଣ ସତ। ଅନେକ ସମୟରେ ଶୁଣିଥିବେ କୌଣସି କାମ ଆରମ୍ଭ ପୂର୍ବରୁ ଶୁଭଦିନର ଚୟନ କରାଯାଏ। କାରଣ ଏହା କାମକୁ ଶୁଭଫଳ ଦେଇଥାଏ। କିନ୍ତୁ କେବେ ଶୁଣିଛନ୍ତି, ଚୋରି କରିବାର ବି ଶୁଭଦିନ ଏବଂ ଶୁଭ ମୁହୂର୍ତ୍ତର ବି ଉପଯୋଗ ହୋଇଥାଏ। ହାଇଦ୍ରାବଦର ମହମ୍ମଦ୍‌ ସମୀର୍‌ ଖାନ୍‌ ନାମକ ଚୋର ସପ୍ତାହର କେବଳ ମଙ୍ଗଳବାରକୁ ଚୋରି ପାଇଁ ବାଛିଥାନ୍ତି। ବିଶେଷକରି ଆନ୍ଧ୍ରପ୍ରଦେଶ, କର୍ଣ୍ଣାଟକ ଏବଂ ତେଲେଙ୍ଗାନାରେ ଏହି ଚୋର ମଙ୍ଗଳବାର ହଁି ଚୋରି କରିଥାନ୍ତି। ଏଭଳି ଅନ୍ଧବିଶ୍ୱାସୀ ଚୋର ବିଷୟରେ ହୁଏତ ପ୍ରଥମଥର ଶୁଣୁଥିବେ। ଏବେ ଚୋରକୁ ପୋଲିସ୍‌ ଗିରଫ କରିସାରିଛି। ତା’ଠାରୁ ଲକ୍ଷାଧିକ ଟଙ୍କା ଏବଂ ଗହଣା ଜବତ କରିଛି। ସମୀର କୁହନ୍ତି, ମଙ୍ଗଳବାର ଚୋରି କଲେ ଧରାପଡିବାର ଆଶଙ୍କା ନ ଥାଏ ବୋଲି ତାଙ୍କର ବିଶ୍ୱାସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁଜିସି ନେଟ୍‌ ଫର୍ମ ଆବେଦନର ଶେଷ ତାରିଖ ମେ ୭

ଭୁବନେଶ୍ୱର,୨୯।୪(ସୁଚିସ୍ମିତା ସାହୁ): ନ୍ୟାଶନାଲ ଟେଷ୍ଟ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଜାତୀୟ ଯୋଗ୍ୟତା ପରୀକ୍ଷା (ଏନ୍‌ଇଟି)-୨୦୨୫ର ଜୁନ୍‌ ସେସନ ପାଇଁ ପଞ୍ଜୀକରଣ...

ସାକ୍ଷୀଗୋପାଳଙ୍କ ବଗିଚାରୁ ଲକ୍ଷାଧିକ ଟଙ୍କାର ଚନ୍ଦନ ଗଛ କାଟିନେଲେ

ସାକ୍ଷୀଗୋପାଳ,୨୯।୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ରାତି ପାହିଲେ ଚନ୍ଦନ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ଯାତ୍ରା। ଚନ୍ଦନ ପୋଖରୀରେ ଚାପ ଖେଳିବେ ବିଜେ ପ୍ରତିମା ମଦନମୋହନ। ୨୧...

ଚଳନ୍ତା ବସ୍‌ରୁ ସୁନା ହାର ଲୁଟି ଫେରାର ହେବାକୁ ଉଦ୍ୟମ, ଲୁଟେରାଙ୍କୁ କାବୁ କଲେ ଯାତ୍ରୀ

ବରଗଡ଼, ୨୯।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲା ସୋହେଲା ଥାନା ଲେଖାପଖର ନିକଟରେ ମଙ୍ଗଳବାର ଏକ ଚଳନ୍ତା ବସରୁ ସୁନାହାର ଲୁଟ ଘଟଣା ଚର୍ଚ୍ଚାର ବିଷୟ...

ଝିଅର ମୁଣ୍ଡନ ପାଇଁ ଯାଇଥିଲେ, ବାଙ୍କେଶ୍ୱରୀ ଘାଟିରେ ଓଲଟି ପଡ଼ିଲା ଅଟୋ;୯ ଆହତ

ଦିଗପହଣ୍ଡି,୨୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ମା’ ନିଜ ବାଙ୍କେଶ୍ୱରୀ ଘାଟି ରାସ୍ତାର ପିଲିକାଢିଅ ଗ୍ରାମ ନିକଟ ବୁଲାଣିରେ...

Pahalgam attack: ଅପରେଟରଙ୍କ ବିଷୟରେ ସାଂଘାତିକ ଖୁଲାସା!

ଶ୍ରୀନଗର, ୨୯।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ ସମୟରେ ଜଣେ Zipline Operatorଙ୍କ ଦ୍ୱାରା “ଆଲ୍ଲାହୋ ଆକବର” କହୁଥିବା ଏକ ଭିଡିଓ...

UPSC Ravi Raj Story: ମା’କରୁଥିଲେ ନୋଟ୍ସ-ପୁଅଙ୍କୁ ପଢ଼ି ଶୁଣାଉଥିଲେ; UPSC ପରୀକ୍ଷାରେ ବାଜି ମାରି IAS ହେଲେ ଦୃଷ୍ଟିହୀନ ରବି ରାଜ

ନୂଆଦିଲ୍ଲୀ,୨୯।୪: UPSC ସିଭିଲ ସର୍ଭିସେସ ପରୀକ୍ଷା ୨୦୨୪ର ଚୂଡ଼ାନ୍ତ ଫଳାଫଳ ଏପ୍ରିଲ ୨୨ରେ ଘୋଷଣା କରାଯାଇଥିଲା। ଏଥିରେ ମୋଟ ୧୦୦୯ ଜଣ ପ୍ରାର୍ଥୀଙ୍କୁ ଚୟନ କରାଯାଇଛି।...

ସୀମା ଆରପଟୁ ପାକିସ୍ତାନର ଘୃଣ୍ୟ ଷଡଯନ୍ତ୍ର…ସେନା ସହ ଲଢ଼ିବାର କ୍ଷମତା ନାହିଁ, ହେଲେ କରୁଛି ସାଇବର ଆଟାକ୍‌

ଇସଲାମାବାଦ,୨୯।୪: ୨୨ ଏପ୍ରିଲରେ କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଭୟରେ ପାକିସ୍ତାନ। ତଥାପି ଏହା ଘୃଣ୍ୟ ଷଡ଼ଯନ୍ତ୍ର କରୁଛି। ଏବେ ସୀମା ଆରପଟୁ...

ବାପାଙ୍କ କୋଳରେ ବସି ଷ୍ଟାଡିୟମରେ IPL ମ୍ୟାଚ୍‌ ଦେଖୁଥିବା ବୈଭବଙ୍କ ଫଟୋ ଭାଇରାଲ

ନୂଆଦିଲ୍ଲୀ,୨୯।୪:କ୍ରିକେଟର ନୂତନ ଯୁବ ତାରକା ଭାବରେ ଉଭା ହୋଇଥିବା ବୈଭବ ସୂର୍ଯ୍ୟବଂଶୀ ନିଜର ଦମଦାର ଶତକ ସହିତ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। କ୍ରିକେଟର ଭଗବାନ କୁହାଯାଉଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri