Posted inଜାତୀୟ

କେମିକାଲ ପ୍ଲାଣ୍ଟ ଗ୍ୟାସ ଲିକ୍‌ ଘଟଣାକୁ ନେଇ ଏନ୍‌ଡିଏମ୍‌ଏର ବୈଠକ ଡାକିଲେ ମୋଦି

ନୂଆଦିଲ୍ଲୀ,୭।୫: ଆନ୍ଧ୍ରପ୍ରଦେଶର ବିଶାଖାପଟନମରେ ଗୁରୁବାର ସକାଳେ ହୋଇଥିବା କେମିକାଲ ପ୍ଲାଣ୍ଟ ଗ୍ୟାସ ଲିକ୍‌ ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନ୍ୟାଶନାଲ ଡିଜାଷ୍ଟର ମ୍ୟାନେଜମେଣ୍ଟ ଅଥରିଟି(ଏନ୍‌ଡିଏମ୍‌ଏ) ଅଧିକାରୀଙ୍କର ଏକ ବୈଠକ ଡାକିଛନ୍ତି। ଏହି ବୈଠକରେ ମୋଦିଙ୍କ ସହ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଓ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଧ୍ୟ ଉପସ୍ଥିତ ଥିବା ଦେଖାଯାଇଛି। ସୂଚନାଯୋଗ୍ୟ, ବିଶାଖାପଟନମର ଏଲ୍‌ଜି ପଲିମର୍ସରେ ହୋଇଥିବା ଗ୍ରାସ ଲିକ୍‌ ଘଟଣାରେ ଏବେ ସୁଦ୍ଧା ୮ ଜଙ୍କ ମୃତ୍ୟୁ ହୋଇଥିବା ବେଳେ ହଜାର ହଜାର ଲୋକ ଅସୁସ୍ଥ ହୋଇପଡିଛନ୍ତି। ଏମାନେ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବା ସହ ଏମାନଙ୍କ ମଧ୍ୟରୁ ୨୦ରୁ ଊର୍ଦ୍ଧ୍ୱଙ୍କ ସ୍ବାସ୍ଥ୍ୟାବସ୍ଥା ଜଟିଳ ରହିଛି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ବିଷୟରେ ବଡ଼ ବୟାନ ଦେଲେ କୋଚ, କହିଲେ,‘ମୁଁ ତାଙ୍କୁ ଅପେକ୍ଷା କରିଛି…’

ନୂଆଦିଲ୍ଲୀ,୨୩।୯: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତୀୟ କ୍ରିକେଟ ଟିମ ସହିତ ଜାପାନରେ ଅଛନ୍ତି। ସେ ୨୦୨୬ ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରୁଛନ୍ତି ଏବଂ ସେଠାରେ ତାଙ୍କର…

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…

୨୦୨୭ ବିଶ୍ୱକପ ବିଷୟରେ ଉଲ୍ଲେଖ କରି ବିରାଟ-ରୋହିତଙ୍କ ସମ୍ପର୍କରେ ବଡ଼ ବୟାନ ଦେଲେ ରିଙ୍କୁ ସିଂହ, କହିଲେ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଟି-୨୦ ଦଳର ଷ୍ଟାର୍‌ ବ୍ୟାଟର ରିଙ୍କୁ ସିଂହ, ଦଳର ଦୁଇ ପ୍ରମୁଖ ଖେଳାଳି ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

‘ପରାଜୟ ପରେ ECI ଉପରେ ଆକ୍ରମଣ’ SIR-ନିର୍ବାଚନ ଆୟୋଗ ବିବାଦ ଉପରେ ଆସିଲା ଭାଜପାର ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୨୩।୯: ନିର୍ବାଚନ ଆୟୋଗଙ୍କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଉପରେ ଭାଜପା ନିଜର ପ୍ରଥମ ପ୍ରତିକ୍ରିୟା ରଖିଛି। ବିରୋଧୀଙ୍କ ଅଭିଯୋଗର ଜବାବ ଦେଇ ଭାଜପା ଏମପି ସମ୍ବିତ…

ଲଗାଣ ବର୍ଷା ନେଲା ଜୀବନ: ରେମୁଣାରେ ମାଟି କାନ୍ଥ ଭୁଷୁଡ଼ି ବାପା ମୃତ, ପୁଅ ଗୁରୁତର

ବାଲେଶ୍ୱର,୨୩ା୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରେମୁଣାରେ ବଡ଼ ଅଘଟଣ ଘଟିଯାଇଛି । ଖରିଦମୁଖୁରା ଗ୍ରାମରେ ମାଟି କାନ୍ଥ ଭୁଶୁଡ଼ି ପଡ଼ି ବାପାଙ୍କ ମୃତ୍ୟୁ…

କ୍ରିକେଟରେ ହଲଚଲ! ହଠାତ୍ ଇସ୍ତଫା ଦେଲେ କୋଚ୍, କାରଣ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୩ା୯: ଚାକିରି ବଦଳାଇବା ଏବେ ସାଧାରଣ କଥା। କିନ୍ତୁ କୌଣସି ଜାତୀୟ କ୍ରିକେଟ୍ ଦଳର କୋଚ୍ ଅନ୍ୟ ଏକ ଟିମ୍‌ରେ ଚାକିରି ପାଇଁ ଇସ୍ତଫା ଦେବା ନିଶ୍ଚିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?