Posted inଜାତୀୟ

କେମିତି ହୋଇଥିଲା ହାଇଦ୍ରାବାଦ ଗଣବଳାତ୍କାର ଅଭିଯୁକ୍ତଙ୍କୁ ଏନକାଉଣ୍ଟର

ହାଇଦ୍ରାବାଦ୍‌,୬।୧୨: ୮ ଦିନ ତଳେ ତେଲେଙ୍ଗାନରେ ଡାକ୍ତରାଣୀଙ୍କୁ ଗଣବଳାତ୍କାର ଓ ହତ୍ୟା ଘଟଣା ସାରା ଦେଶରେ ଚହଳ ସୃଷ୍ଟି କରିଥିଲା। ଏହି ଘଟଣାରେ ସମ୍ପୃକ୍ତ ଥିବା ୪ ଅଭିଯୁକ୍ତ ଆରିଫ, ଜୋଲ୍ଲୁ ଶିବା, ଜୋଲ୍ଲୁ ନବୀନ ଏବଂ ଚିନ୍ତାକୁନ୍ତା ଚେନ୍ନାକେଶବୁଲୁଙ୍କୁ ପୋଲିସ ଗିରଫ କରିଥିଲା। ଏହି ୪ ଅଭିଯୁକ୍ତଙ୍କୁ ଫାଶୀ ଦେବା ପାଇଁ ସାରା ଦେଶରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ପୋଲିସ ଗୁରୁବାର ରାତିରେ ୪ ଅଭିଯୁକ୍ତଙ୍କୁ ଘଟଣାସ୍ଥଳକୁ ନେଇ ତଦନ୍ତ କରୁଥିବାବେଳେ ସେମାନେ ଫେରାର ହେବାକୁ ଉଦ୍ୟମ କରିଥିଲେ। ଫଳରେ ପୋଲିସ ବାଧ୍ୟ ହୋଇ ସେମାନଙ୍କ ଉପରକୁ ଗୁଳି ଚଳାଇଥିଲା। ଭୋର ପ୍ରାୟ ୩ଟାରୁ ୬ ଟା ମଧ୍ୟରେ ଏହି ଘଟଣା ଘଟିଛି। ଯେଉଁ ସ୍ଥାନରେ ଅଭିଯୁକ୍ତମାନେ ଡାକ୍ତରାଣୀଙ୍କୁ ମାରିଥିଲେ ସେହିଠାରେ ହିଁ ୪ ଜଣଙ୍କୁ ଏନକାଉଣ୍ଟର କରାଯାଇଛି। ସୂଚନାଯୋଗ୍ୟ, ଗତ ୨୭ ତାରିଖ ରାତି ୯ଟା ୨୦ରେ ଅଭିଯୁକ୍ତମାନେ ଡାକ୍ତରାଣୀଙ୍କୁ ସ୍କୁଟର ଚକ ମରାମତି କରିଦେବା ବାହାନାରେ ତାଙ୍କୁ ମଦ ପିଆଇ ବଳାତ୍କାର କରିବା ପରେ ସାଢ଼େ ୧୦ଟାବେଳକୁ ତାଙ୍କୁ ପୋଡ଼ି ମାରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ତର-ମନ୍ତରରେ ଆନ୍ଦୋଳନ ପଛରେ ପାକିସ୍ତାନର ଷଡ଼ଯନ୍ତ୍ର? ହେଲା ବଡ଼ ପର୍ଦ୍ଦାଫାଶ, ISI ମଡ୍ୟୁଲର ୯ ଲୋକ…

ନୂଆଦିଲ୍ଲୀ,୫।୮: ଅମୃତସର କମିଶନରେଟ ପୋଲିସ ଆଇଏସଆଇ (ISI) ସମର୍ଥିତ ଦୁଇଟି ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ କରିଛି ଏବଂ ଏହି ମାମଲାରେ ମୋଟ ୯ ଜଣ ଅଭିଯୁକ୍ତଙ୍କୁ ଗିରଫ…

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ…

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ।…

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧଦେବ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ…

ଜାମିନ୍‌ରୁ ଆସି ପିତା ଷ୍ଟାଲିନଙ୍କୁ ଭେଟିଲେ ଉଦୟନିଧି, କହିଲେ- ‘ମୋ ସହ ଆତଙ୍କବାଦୀଙ୍କ ଭଳି…’

ନୂଆଦିଲ୍ଲୀ,୫।୮: ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ହେପାଜତକୁ ନେଇଥିଲା। ସେହି ଦିନ ତାଙ୍କୁ ମୁକ୍ତ ମଧ୍ୟ କରାଯାଇଥିଲା। ମୁକ୍ତି ପାଇବା ପରେ ଉଦୟନିଧି…

‘ଆପଣ ପୁରୁଷ ହୋଇଥିଲେ…’ ତ୍ରିଶାଙ୍କୁ ନେଇ ଷ୍ଟାଲିନଙ୍କ ବିବାଦୀୟ ମନ୍ତବ୍ୟ ପରେ ଏମିତି କହିଲେ ଭାଜପା ନେତ୍ରୀ

ନୂଆଦିଲ୍ଲୀ,୫।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ କରିଥିବା ବିବାଦୀୟ ମନ୍ତବ୍ୟ ପରେ ଭାରି ବିବାଦରେ ଫସିଯାଇଛନ୍ତି। ମଙ୍ଗଳବାର ପୋଲିସ ତାଙ୍କୁ…

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri